ଆମ ଜିଲା ଖବର

ମେସ୍କୋ ଗ୍ରୁପ୍‌ ଅଧ୍ୟକ୍ଷାଙ୍କୁ ନଜରବନ୍ଦୀ ଘଟଣା: କର୍ମଚାରୀ ସଂଘ ସହ ଚାଲିଛି ଆଲୋଚନା

କଳିଙ୍ଗନଗର,୪।୧୨(ଡି.ଏନ୍‌.ଏ.): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଗ୍ରୁପ୍‌ ମାଲିକାନାରେ ଥିବା ମୈଥାନ କାରଖାନା କର୍ମଚାରୀ ୧୧ ମାସର ବକେୟା ଦରମା ପାଇ ନ ଥିବାରୁ ଗତ…

5 years ago

ପରିବା ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୫ ଦୋକାନ, ନଗଦ ଏକ ଲକ୍ଷ ଟଙ୍କା

ପୋଲସରା, ୪।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଏନ୍‌ଏସିଠାରେ ଥିବା ପରିବା ମାର୍କେଟରେ ବୁଧବାର ଭୋରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ସୁଶାନ୍ତ କୁମାର ସାହୁ, ସୁଦର୍ଶନ ପ୍ରଧାନ, ଶ୍ରୀମତୀ…

5 years ago

ଭବାନୀପାଟଣାରୁ ସେକ୍ସ ର଼୍ୟାକେଟ ଠାବ: ୪ ଦେହଜୀବୀ ଉଦ୍ଧାର, ୩ ଯୁବକ ଅଟକ

ଭବାନୀପାଟଣା, ୪।୧୨(ଡି.ଏନ୍‌.ଏ.): ଭବାନୀପାଟଣା ଟାଉନ୍‌ ଥାନା ପୋଲିସ ସ୍ଥାନୀୟ ନକଟିଗୁଡାରେ ଥିବା ଏକ ଘର ଉପରେ ଚଢ଼ାଉ କରି ସେକ୍ସ ର଼୍ୟାକେଟ୍‌ ଠାବ କରିଛି। ସେଠାରୁ ୪ଜଣ…

5 years ago

ବୃଦ୍ଧି ପାଉଛି ବେଆଇନ ନିଶା କାରବାର: ପୁଣି ପାଟଣାଗଡ଼ ଅଞ୍ଚଳରୁ ୨ହଜାର ବୋତଲ କଫ୍‌ ସିରପ୍‌ ଜବତ

ପାଟଣାଗଡ଼, ୪।୧୨(ଡି.ଏନ.ଏ.): ଗତ ୨ ତାରିଖରେ ପାଟଣାଗଡ଼ ପୋଲିସ ୧୬ ହଜାର କଫ୍‌ ସିରପ୍‌ ଜବତ କରିଥିବା ବେଳେ ବୁଧବାର ପୁଣି ପାଟଣାଗଡ ଅବକାରୀ ବିଭାଗ ଦ୍ୱାରା…

5 years ago

ରିମାଣ୍ଡରେ ଆସିବେ ପୁରୀ ଗଣବଳାତ୍କାର ଅଭିଯୁକ୍ତ, ପୀଡ଼ିତାଙ୍କୁ ମିଳିବ ୫ଲକ୍ଷ ଟଙ୍କାର ସହାୟତା: ଏସ୍‌ପି

ପୁରୀ ଅଫିସ,୪।୧୨: ପୁରୀ ଗଣବଳାତ୍କାର ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ଅଣାଯିବ। ଜେଲରେ ଥିବା ୨ ଅଭିଯୁକ୍ତଙ୍କୁ ୭ ଦିନ ରିମାଣ୍ଡ ପାଇଁ ଆବେଦନ କରାଯିବ…

5 years ago

ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଆରମ୍ଭ

ଅନୁଗୋଳ ଅଫିସ,୪।୧୨: ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଜିଲାପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମଧ୍ୟାହ୍ନରେ ଆରମ୍ଭ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ…

5 years ago

ଭାରସାମ୍ୟ ହରାଇ ଓଲଟିଲା ଅଟୋ: ୪ ଗୁରୁତର, ୬ ଆହତ

ପାଟଣା,୪।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୂଳି ପାଟଣା ରାସ୍ତାର ଜଡିଚାତର ନିକଟରେ ବୁଧବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଓଲଟି ପଡ଼ିଛି। ଫଳରେ ଅଟୋରେ…

5 years ago

କୁରାଳ ପଞ୍ଚମୀ ପାଳନ: ଜମିଲା ନୃତ୍ୟଗୀତର ଆସର

କେନ୍ଦୁଝର,୪।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ତରମାକାନ୍ତ କୁରାଳସାହି ପକ୍ଷରୁ ବୁଧବାର କୁରାଳ ପଞ୍ଚମୀ ପୂଜା ଅନୁଷ୍ଠିତ ହୋଇଯାଇଛି। ୧ରୁ ୩ ତାରିଖ ପର୍ଯ୍ୟନ୍ତ ରୁଦ୍ରପାଳ ରତ୍ନଶାରୀଙ୍କ…

5 years ago

ବନ୍ଦ କାର୍‌ ଭିତରୁ ଅଣନିଃଶ୍ୱାସୀ ହୋଇ ଶିଶୁକନ୍ୟା ଉଦ୍ଧାର ଘଟଣା: ମା’ବାପାଙ୍କ ନାମରେ ମାମଲା ରୁଜୁ କଲା ପୋଲିସ, କରୁଛି ପଚରାଉଚରା

ଢେଙ୍କାନାଳ ଅଫିସ,୪।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ବନ୍ଦ କାର୍‌ରୁ ଦେଢ଼ବର୍ଷର ଶିଶୁକନ୍ୟା ଅଣନିଃଶ୍ୱାସୀ ଭାବେ ଉଦ୍ଧାର ହେବା ଘଟଣାରେ ଟାଉନ ଥାନା ପୋଲିସ…

5 years ago

ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌: ଜଣେ ମୃତ, ୨ ଗୁରୁତର

ଫୁଲବାଣୀ ଅଫିସ,୪।୧୨: କନ୍ଧମାଳ ଜିଲା ଫୁଲବାଣୀ ଏଫ୍‌ସିଆଇ ଛକର ନିଶ୍ୱାସ କଲେଜ ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ କାର୍‌ (ଓଆର୍‌୦୫ଏଲ୍‌ ୯୧୯୧) ଗଛରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ…

5 years ago