ଆମ ଜିଲା ଖବର

ହାତୀ ଆକ୍ରମଣରେ ମହିଳାଙ୍କ ଜୀବନଗଲା

ବେତନଟୀ,୨୭।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଅଧୀନ ମେରଦା ଜଙ୍ଗଲ ନିକଟ କୁସୁମପୁର ଗ୍ରାମର ଜଣେ ମହିଳାଙ୍କ ବୁଧବାର ସକାଳେ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ମୃତା…

5 years ago

ପ୍ରେମିକଙ୍କ ବିବାହ ଅନ୍ୟତ୍ର ଠିକ ହେବାକୁ ନେଇ ପ୍ରେମିକାଙ୍କ ଷଡଯନ୍ତ୍ର: ଘର ନିକଟକୁ ଡାକି କଲେ ଏସିଡ୍‍ ମାଡ

କଟକ ଅଫିସ,୨୭।୧୧- ଜଗତପୁର ଥାନା ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ପ୍ରେମରେ ବିଫଳ ହେବା ପରେ ପ୍ରେମିକା ପ୍ରତିଶୋଧ ପରାୟଣ…

5 years ago

ଚୋରା ବାଲି ବୋଝେଇ ଟ୍ରାକ୍ଟର, ପଥର ବୋଝେଇ ଟିପ୍ପର ଜବତ

ଛେଣ୍ଡିପଦା, ୨୭।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅଞ୍ଚଳରୁ ବୁଧବାର ଚୋରା ବାଲି ବୋଝେଇ ଟ୍ରାକ୍ଟର ଓ ଏକ ପଥର ବୋଝେଇ ଟିପ୍ପରକୁ ଜବତ କରାଯାଇଛି। ଘଟଣାରୁ…

5 years ago

ପଦାଧିକାରୀ ହେଲେ ହେଁ ଜୀବନଯାପନ ସାଧାରଣ: ପନିପରିବା ଚାଷ କରନ୍ତି ଛେଣ୍ଡିପଦା ବିଡିଓ

ଛେଣ୍ଡିପଦା,୨୭।୧୧(ସ୍ବ.ପ୍ର.): ଅଧିକାରୀମାନେ ପଦପଦବୀ ମଣ୍ଡନ କରିବା ପରେ ସେମାନଙ୍କର ପ୍ରାୟ ଅଧିକାଂଶ କାର୍ଯ୍ୟ ଅର୍ଡର୍ଲିମାନେ କରିଥାନ୍ତି। ଯେମିତିକି ବଜାରରୁ ପରିବା ଆଣିବା, ଗ୍ରୋସରି ଆଣିବା, ବଗିଚାରେ ପାଣି…

5 years ago

କାର ସହ ୬୧କେଜି ଗଞ୍ଜେଇ ଜବତ: ୩ ଗିରଫ

ଖୋର୍ଦ୍ଧା ଅଫିସ,୨୭।୧୧: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ କୋଲକାତା-ମାଡ୍ରାସ ୧୬ ନଂ. ଜାତୀୟ ରାଜପଥରୁ ଏକ ନୂଆ କାର ସହ ୬୧ କେଜି ଗଞ୍ଜେଇ ଅବକାରୀ ବିଭାଗ…

5 years ago

କରତକଳ ଅନୁମତି ଦାବିରେ ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ଘେରାଉ

ଚାନ୍ଦବାଲି,୨୭।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ବିଭିନ୍ନ ଅଞ୍ଚଳରେ କରତକଳ ସ୍ଥାପନ ନିମନ୍ତେ ସରକାରୀ ଅନୁମତି ପ୍ରଦାନ ଦାବିରେ ବୁଧବାର ଶତାଧିକ କରତକଳ ମାଲିକ, କାଠମିସ୍ତ୍ରୀ, କାଠ ବ୍ୟବସାୟୀ ଚାନ୍ଦବାଲିସ୍ଥିତ…

5 years ago

ଯୁବକଙ୍କ ମୃତଦେହ ଉଦ୍ଧାର, ବନ୍ଧୁ ହତ୍ୟା କରିଥିବା ଅଭିଯୋଗ ଆଣିଲେ ପରିବାର

ମହାକାଳପଡ଼ା,୨୭।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଜଅଁରା ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ବୁଧବାର ସକାଳେ ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ପ୍ରମୋଦ…

5 years ago

ମହିଳାଙ୍କୁ ଗୁଳିକରି ହତ୍ୟା: ତଦନ୍ତ ଆରମ୍ଭ

ଝାରସୁଗୁଡ଼ା ଅଫିସ/ଲଖନପୁର,୨୭।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଥାନା ଅଧୀନ ସାରସମାଲ ରୋହିଦାସ ପଡ଼ାରେ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଜଣେ ମହିଳାଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

5 years ago

ତିତ୍‌ଲି କ୍ଷତିପୂରଣ ଦାବି: ଧାରଣା ଦ୍ୱିତୀୟ ଦିନରେ

ପାତ୍ରପୁର,୨୭।୧୧(ଡି.ଏନ୍‌.ଏ.): ତିତ୍‌ଲି କ୍ଷୟକ୍ଷତି ପ୍ରଦାନ ଦାବି ନେଇ ଦ୍ୱିତୀୟ ଦିନରେ ୩ଟି ଆଦିବାସୀ ପଞ୍ଚାୟତର ଲୋକେ ପାତ୍ରପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତ ତିତ୍‌ଲି…

5 years ago

ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଠିକା କର୍ମଚାରୀଙ୍କ ଧାରଣା: ପୁରୀ ମେଡିକାଲରେ ଅଚଳାବସ୍ଥା ଜାରି

ପୁରୀ ଅଫିସ,୨୭।୧୧: ୮ ମାସର ବକେୟା ଦରମା ପ୍ରଦାନ ଦାବିରେ ମେଡିକାଲ ଠିକା କର୍ମଚାରୀ ସଂଘ ପକ୍ଷରୁ ବୁଧବାର ମେଡିକାଲ ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ତଳେ…

5 years ago