ଆମ ଜିଲା ଖବର

ଉତ୍ତେଜନାପୂର୍ଣ୍ଣ ବାତାବରଣରେ ଚାଲିଛି ପଞ୍ଚାୟତ ଉପନିର୍ବାଚନ

ଆରଡ଼ି,୨୭।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ତେନ୍ତୁଲିଡିହ ପଞ୍ଚାୟତରେ ଉପନିର୍ବାଚନ ବୁଧବାର ଅନୁଷ୍ଠିତ ହେଉଛି। ଏହି ନିର୍ବାଚନରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି କରିବାକୁ କିଛି ଯୁବକ…

5 years ago

ଗଞ୍ଜାମ ବସ୍‌ ବନ୍ଦ: ୫ ରୁ୍‌ଟ୍‌ରେ ଯାତ୍ରୀଙ୍କ ପାଇଁ ପ୍ରଶାସନର ସ୍ବତନ୍ତ୍ର ବସ୍‌

ବ୍ରହ୍ମପୁର ଅଫିସ, ୨୭।୧୧-ହଲଦିଆପଦର ବସଷ୍ଟାଣ୍ଡରୁ ଘରୋଇ ବସ୍‌ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ବସ୍‌ ମାଲିକ ସଂଘ ବନ୍ଦ ଡାକରା ଦେଇଥିବାବେଳେ ପ୍ରଶାସନ ଏହାର…

5 years ago

ସମିତି ସଭ୍ୟ ଉପନିର୍ବାଚନ: ଶାନ୍ତିପୂର୍ଣ୍ଣ ଭାବରେ ମତଦାନ ଆରମ୍ଭ

ତୁଣ୍ଡଲା,୨୭।୧୧(ଡି.ଏନ.ଏ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ସିର୍ଜାପାଲି ଗ୍ରାମ ପଞ୍ଚାୟତରେ ବୁଧବାର ସମିତି ସଭ୍ୟ ଉପନିର୍ବାଚନ ମତଦାନ ଆରମ୍ଭ ହୋଇଯାଇଛି। ଏଥିରେ ପଞ୍ଚାୟତର ଦିଗଶିରା, ସିର୍ଜାପାଲି, ବାଦିପଡାଠାରେ ୯ଟି…

5 years ago

ଦ୍ୱିତୀୟ ଦିନରେ ଘରୋଇ ବସ ମାଲିକ ସଂଘର ବନ୍ଦ ପାଳନ: ହନ୍ତସନ୍ତ ଯାତ୍ରୀ

ବ୍ରହ୍ମପୁର ଅଫିସ,୨୭।୧୧-ହଲାଦିଆପଦରରୁ ଘରୋଇବସ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ଗଞ୍ଜାମ ଜିଲା ଘରୋଇ ବସ ମାଲିକ ସଂଘର ବନ୍ଦ ଡାକରା ବୁଧବାର ଦିତୀୟ ଦିନରେ…

5 years ago

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ରଣପୁର, ୨୭।୧୧(ସ୍ବ.ପ୍ର): ନୟାଗଡ ଜିଲା ରଣପୁର ବ୍ଲକ ଚାନ୍ଦପୁର ଥାନା କେରଣ୍ଡାଟାଙ୍ଗିି ପଞ୍ଚାୟତ ମୁକ୍ତାପୁର ପାତାଳେଶ୍ୱର ମନ୍ଦିର ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ…

5 years ago

ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ

ନିମାପଡ଼ା,୨୭-୧୧(ଡି.ଏନ୍‌.ଏ.):ନିମାପଡ଼ା ଏନ୍‌ଏସି ଅନ୍ତର୍ଗତ ୧୧ନଂ. ଓ୍ବାର୍ଡ ଅଞ୍ଚଳରେ ମଙ୍ଗଳବାର ଜଣେ ମହିଳା ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ ହୋଇଥିବା ଜଣାପଡିଛି। ସେ ଏବେ ଭୁବନେଶ୍ୱରର ଏକ ଘରୋଇ…

5 years ago

୧୬ରୁ ଶ୍ରୀକ୍ଷେତ୍ର ମହୋତ୍ସବ

ପୁରୀ ଅଫିସ, ୨୭-୧୧:ଶ୍ରୀକ୍ଷେତ୍ର ମହୋତ୍ସବ ଆସନ୍ତା ମାସ ୧୬ରୁ ୨୦ତାରିଖ ପର୍ଯ୍ୟନ୍ତ ଶରଧାବାଲିରେ ଅନୁଷ୍ଠିତ ହେବ। ଚଳିତ ବର୍ଷ କୁଣ୍ଢେଇବେଣ୍ଟ ସାହି ଏହି ମହୋତ୍ସବ ପରିଚାଳନା ଦାୟିତ୍ୱରେ…

5 years ago

ଭିମ୍‌ସାରରେ ଉନ୍ନୟନ ସଚିବ ସୁରେଶ ମହାପାତ୍ର:ରୋଗୀସେବା ବ୍ୟାହତ ନ କରିବାକୁ ପରାମର୍ଶ

ସମ୍ବଲପୁର,୨୭-୧୧ (ବ୍ୟୁରୋ):ସମ୍ବଲପୁର ବୁର୍ଲା ସ୍ଥିତ ଭିମ୍‌ସାରକୁ ମଙ୍ଗଳବାର ଉନ୍ନୟନ ସଚିବ ସୁରେଶ ମହାପାତ୍ର ଦିନିକିଆ ଗସ୍ତ କରି ପରିଦର୍ଶନ କରିଛନ୍ତି। ଏହି ଅବସରରେ ଭିମ୍‌ସାର ସମ୍ମିଳନୀ କକ୍ଷରେ…

5 years ago

ଲାଞ୍ଚ: ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ନିଆଳି,୨୭-୧୧(ଡି.ଏନ୍‌.ଏ.):ନିଆଳି ବ୍ଲକରେ କାର୍ଯ୍ୟ କରୁଥିବା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀ ବିଦୁଲତା ରାଉତ ମଙ୍ଗଳବାର ୩୦ହଜାର ୧୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ…

5 years ago

ଦେବ ଦୀପାବଳି ଉତ୍ସବ: ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ

ପୁରୀ ଅଫିସ,୨୭-୧୧:ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ ଦୀପାବଳି ନୀତି…

5 years ago