ଆମ ଜିଲା ଖବର

ପ୍ରମୋଦ ସାହୁ ବରଖାସ୍ତ

ଭୁବନେଶ୍ୱର (ବ୍ୟୁରୋ)/ କେନ୍ଦ୍ରାପଡ଼ା ଅଫିସ, ୨୭-୧୧: କେନ୍ଦ୍ରାପଡ଼ା କ୍ରେଡିଟ୍‌ କୋ-ଅପରେଟିଭ ସୋସାଇଟି ଲିଃ ସଭାପତି ପଦରୁ ପ୍ରମୋଦ ସାହୁଙ୍କୁ ବରଖାସ୍ତ କରାଯାଇଛି। ଆଇଏଏସ୍‌ ଅଧିକାରୀ ତଥା ଆରସିଏସ୍‌…

5 years ago

କାର୍ଯ୍ୟାଦେଶ ଦେଇ ନିର୍ମାଣ ବନ୍ଦ କରାଉଛନ୍ତି ଅଧିକାରୀ: ଜିଲାପାଳଙ୍କୁ ଫେରାଦ ହେଲେ ଟୁଲୁକା ଗ୍ରାମବାସୀ

ଅନୁଗୋଳ ଅଫିସ, ୨୭।୧୧- ଅନୁଗୋଳ ବ୍ଲକ ପୁରୁଣାକୋଟ ପଞ୍ଚାୟତର ଟୁଲୁକା ଗ୍ରାମବାସୀ ମଙ୍ଗଳବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ସରକାରୀ ଅଧିକାରୀମାନେ ସେମାନଙ୍କୁ ଠକି ଦେଇଥିବା ଅଭିଯୋଗ କରିଛନ୍ତି।…

5 years ago

କାଠ ଚୋରାଚାଲାଣ ବେଳେ ରେଞ୍ଜରଙ୍କୁ ଆକ୍ରମଣ: ଜାଳିଦେଲେ ବନ ବିଭାଗ ଗାଡ଼ି

ବଇଣ୍ଡା,୨୭।୧୧(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଧୀନ ଇଚ୍ଛାପୁର ଗ୍ରାମରେ ସୋମବାର ରାତିରେ ଚୋରାକାଠ ଧରପଗଡ଼ ବେଳେ ବନ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଛି।…

5 years ago

ବଜାରରୁ ସିରିଜ୍‌ ଚୋରି: ବାଳସୁଧାର ଗୃହ ଗଲେ ୩ ଅନ୍ତେବାସୀ ନାବାଳକ

ଶଙ୍କରାଖୋଲ,୨୬ା୧୧(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଚକାପାଦ ବ୍ଲକ କୁସୁମେଣ୍ଡି ପଞ୍ଚାୟତ ମଲିକ ଗଁା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଥିବା ଏସ୍‌ସି ଏସ୍‌ଟି ଛାତ୍ରାବାସର ୩ ନାବାଳକଙ୍କୁ ପୋଲିସ ରବିବାର ରାତିରେ…

5 years ago

ଦିଲ୍ଲୀ ଏମ୍‌ସ ଆକାଉଣ୍ଟରୁ ୪.୭୬ କୋଟି ଠକେଇ ଘଟଣା: ବ୍ୟାଙ୍କ କର୍ତ୍ତୃପକ୍ଷ ସାମିଲ ସୂଚନା

ଫୁଲବାଣୀ ଅଫିସ, ୨୭ା୧୧-ଦିଲ୍ଲୀ ଏମ୍‌ସ(ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ)ର ଆକାଉଣ୍ଟରୁ ୪ କୋଟି ୭୬ ଲକ୍ଷ ୪୬ ହଜାର ୬୨୫ ଟଙ୍କା ଚେକ୍‌ ଜରିଆରେ…

5 years ago

ପାତ୍ରପୁର ସରପଞ୍ଚ ଅଯୋଗ୍ୟ ଘୋଷିତ

ପାତ୍ରପୁର,୨୭ା୧୧(ଡି.ଏନ୍‌.ଏ.)-ନିର୍ବାଚନ ସରିବାର ଅଢ଼େଇବର୍ଷ ପରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ପାତ୍ରପୁର ସରପଞ୍ଚ ଏ. ଶ୍ରୀଦେବୀଙ୍କ ପଦବୀକୁ କୋର୍ଟ ଅଯୋଗ୍ୟ ଘୋଷିତ କରିଛି। ପାତ୍ରପୁର ପାଷ୍ଟ ଟ୍ରାକ୍‌…

5 years ago

ମେମୁ ଟ୍ରେନ୍‌କୁ ବ୍ରହ୍ମପୁରରୁ ଚଳାଇବାକୁ ଦାବି

ବ୍ରହ୍ମପୁର ଅଫିସ୍‌,୨୭ା୧୧-ଗଞ୍ଜାମ ଜିଲା ବିଜୁ ପଟ୍ଟନାୟକ ସିନିୟର୍‌ ସିଟିଜେନ୍‌ ଫୋରମ୍‌ ତରଫରୁ ବିଭିନ୍ନ ଦାବି ସମ୍ପର୍କରେ ମଙ୍ଗଳବାର ଷ୍ଟେଶନ୍‌ ମ୍ୟାନେଜର୍‌ଙ୍କ ମାଧ୍ୟମରେ କେନ୍ଦ୍ର ରେଳମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ…

5 years ago

କର୍ନାଟକରେ ଗଞ୍ଜାମ ଶ୍ରମିକ ନିର୍ଯାତିତ

ଦିଗପହଣ୍ଡି,୨୭ା୧୧(ଡି.ଏନ.ଏ.) -କର୍ନାଟକର ଏକ କମ୍ପାନୀରେ ଗଞ୍ଜାମ ଜିଲାର ଶ୍ରମିକଙ୍କୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି। ସେମାନଙ୍କୁ ସୋମବାରଠାରୁ ଖାଇବାକୁ ନ ଦେଇ ରହିଥିବା ଘର ତୁରନ୍ତ ଛାଡ଼ିବାକୁ…

5 years ago

ରାଜ୍ୟ ରାଜପଥ ସମ୍ପ୍ରସାରଣ ପାଇଁ ଜବରଦଖଲ ଉଚ୍ଛେଦ

ଯୋଡ଼ା, ୨୭।୧୧(ଡି.ଏନଏ) କେନ୍ଦୁଝର ଜିଲା ବାମେବାରୀ-ଯୋଡା ରାଜ୍ୟ ରାଜପଥ ନଂ ୨ ର ସମ୍ପ୍ରସାରଣ ପାଇଁ ଜବର ଦଖଲ ହୋଇଥିବା ଜମି ଗୁଡିକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର…

5 years ago

ବସ୍‌ଷ୍ଟାଣ୍ଡରେ ଆବର୍ଜନା ଗଦା ନେଇ ଗଣ୍ଡଗୋଳ: ଥାନାରେ ଦୁଇ ପକ୍ଷରୁ ଏତଲା

ଝୁମ୍ପୁରା, ୨୭।୧୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବସ୍‌ଷ୍ଟାଣ୍ଡ ନିକଟରେ ଅଳିଆ ଆବର୍ଜନା ପକାଯିବା ଘଟଣାକୁ କେନ୍ଦ୍ରକରି ଗତ ୨୩ ତାରିଖ ସନ୍ଧ୍ୟା ସମୟରେ ଗଣ୍ଡଗୋଳ ଘଟି ଏନେଇ…

5 years ago