ଆମ ଜିଲା ଖବର

ବ୍ୟାଙ୍କରୁ ଟଙ୍କା ଲୁଟ୍‌ ମାମଲା: ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ

ଢେଙ୍କାନାଳ ଅଫିସ,୨୫ା୧୧-ଢେଙ୍କାନାଳ ସଦର ଥାନା ସିମିନଈସ୍ଥିତ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଶାଖାରୁ ୨୦୧୭ରେ ସଙ୍ଗଠିତ ଲୁଟ୍‌ ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌…

5 years ago

ଦିଲ୍ଲୀ ଏମ୍‌ସ ଆକାଉଣ୍ଟରୁ ୪.୭୬ କୋଟି ଠକି ନେଲେ ବ୍ୟବସାୟୀ: ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ସମ୍ପୃକ୍ତି ସନ୍ଦେହ

ଫୁଲବାଣୀ ଅଫିସ, ୨୫ା୧୨- ୪ କୋଟି ୭୬ ଲକ୍ଷ ୪୬ ହଜାର ୬୨୫ ଟଙ୍କା ଦିଲ୍ଲୀ ଏମ୍‌ସ(ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ)ର ଆକାଉଣ୍ଟରୁ ଚେକ୍‌…

5 years ago

ମା’ଙ୍କ ଦଶାହରେ ଆଖି ବୁଜିଲେ ପୁଅ

ପାଟପୁର,୨୫ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ମା’ଙ୍କ ଦଶାହ କାର୍ଯ୍ୟ ସାରିଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ…

5 years ago

୨ ନିଶାସକ୍ତ ବାଇକ୍‌ ଚାଳକଙ୍କୁ କୋର୍ଟଚାଲାଣ

ଦିଗପହଣ୍ଡି,୨୫ା୧୧(ଡି.ଏନ.ଏ.)-ଦିଗପହଣ୍ଡି ପୋଲିସ ସୋମବାର ଅପରାହ୍ନରେ ୨ଜଣ ନିଶାସକ୍ତ ବାଇକ୍‌ ଚାଳକଙ୍କୁ ନନ ଏଫ୍‌ଆଇଆର ମାମଲା ନଂ. ୩୦/୧୯ ଓ ୩୧/୧୯ ମୋଟର ଯାନ ଆଇନର ଦଫା ୧୮୫…

5 years ago

ଟ୍ରାକ୍ଟର ଓଲଟି ଜଣେ ମୃତ, ୩ ଗୁରୁତର

ଯୋଡ଼ା,୨୫।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କନକନା ଗ୍ରାମରେ ରବିବାର ରାତିରେ ଏକ ଧାନ ବୋଝେଇ ଟ୍ରାକ୍ଟର ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ଜଣେ…

5 years ago

୧.୨୦ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ: ଅଭିଯୁକ୍ତ ଗିରଫ

ରୂପ୍‌ସା, ୨୫।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ଅବକାରୀ ବିଭାଗ ପକ୍ଷରୁ ସୋମବାର ଚଢ଼ାଉ କରାଯାଇ ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ବ୍ୟବସାୟୀ…

5 years ago

ବ୍ୟାଙ୍କରୁ ଲୁଟ୍‌ ଉଦ୍ୟମ ବିଫଳ: ତଦନ୍ତ ଆରମ୍ଭ କଲା ସାଇଣ୍ଟିଫିକ୍‌ ଟିମ୍‌

ରୂପ୍‌ସା, ୨୫।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଢ଼ିହା ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଝରକା ଗ୍ରୀଲ୍‌ ଭାଙ୍ଗି ରବିବାର ରାତିରେ ଦୁର୍ବୃତ୍ତମାନେ ଲୁଟ୍‌ ଉଦ୍ୟମ କରିଥିବା ଜଣାପଡ଼ିଛି। ସୋମବାର ଏହି ଘଟଣା…

5 years ago

ହାତୀପଲ ଭାଙ୍ଗିଲେ ୨ ଘର

ବଡ଼ସାହି,୨୫ା୧୧(ସ୍ବ.ପ୍ର.)-ନୀଳଗିରି ବନାଞ୍ଚଳକୁ ଯିବା ବାଟରେ ଝାଡଖଣ୍ଡ ହାତୀପଲ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲ୍ଳକ ଜଙ୍ଗଲତଳି ଇଲାକାରେ ଉପଦ୍ରବ ଚଳାଇଛନ୍ତି। ରବିବାର ବିଳମ୍ବିତ ରାତିରେ ସେମାନେ ଭୀମଦା ପଞ୍ଚାୟତ…

5 years ago

ମୟୂରଭଞ୍ଜ ମହୋତ୍ସବ ପାଇଁ କାର୍ନିଭାଲ ଶୋ’

ବାରିପଦା ଅଫିସ,୨୫।୧୧- ମୟୂରଭଞ୍ଜ ଜିଲାର କଳା ଓ ସଂସ୍କୃତି ନିଆରା। ଏହାର ଏକ ସ୍ବତନ୍ତ୍ର ପରିଚୟ ରହିଛି । ଏହିି କଳା ଓ ସଂସ୍କୃତିର ପ୍ରଚାର ପ୍ରସାର…

5 years ago

ନକଲି ଜର୍ଦ୍ଦା କାରଖାନା ଠାବ: ଜଣେ ଗିରଫ

ଭଦ୍ରକ ଅଫିସ, ୨୫ା୧୧- ଭଦ୍ରକ ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ମିର୍ଜାପୁର ଚିଡ଼ିଆମାରପଦାରେ ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ସେଠାରୁ ପ୍ରାୟ ୫…

5 years ago