ଆମ ଜିଲା ଖବର

ପିଇଓଙ୍କ ବଦଳିକୁ ନେଇ ଅସନ୍ତୋଷ

ବାଲିକୁଦା,୨୫।୧୧(ସ୍ବ.ପ୍ର.): ବାଲିକୁଦା ବ୍ଲକ ସରପଞ୍ଚ ସଂଘର ଏକ ବୈଠକ ମରିଚିପୁର ପଞ୍ଚାୟତର ମା’ ବନ୍ଦରେଇଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ସଂଘ ସଭାପତି ତଥା ବରମୁଣ୍ଡଳି ସରପଞ୍ଚ ନିରଞ୍ଜନ…

5 years ago

ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖିଲେ ଯୁଦ୍ଧ ଜାହାଜ

ପାରାଦୀପ,୨୫।୧୧(ସ୍ବ.ପ୍ର.): ପ୍ରତିବର୍ଷ ପରି ଚଳିତବର୍ଷ ରବିବାର ପାରାଦୀପ ବନ୍ଦରରେ ସର୍ବଧାରଣଙ୍କ ପାଇଁ ଲାଗିଛି ଭାରତୀୟ ନୌସେନାର ୨ଟି ଯୁଦ୍ଧ ଜାହାଜ ଆଇଏନ୍‌ଏସ୍‌ ଘଡ଼ିଆଳ ଓ ରାଣା। ଏହାକୁ…

5 years ago

ଜିଲା ଯୁବ ଉତ୍ସବ ଉଦ୍‌ଯାପିତ: ଗଞ୍ଜାମକୁ ଭାରତର ଶ୍ରେଷ୍ଠ ଜିଲା କରିବାକୁ ଆହ୍ବାନ

ବ୍ରହ୍ମପୁର ଅଫିସ,୨୫ା୧୧-ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ ଏବଂ ଜିଲା ପ୍ରଶାସନ କ୍ରୀଡା ବିଭାଗ ଅନୁକୂଲ୍ୟରେ ବ୍ରହ୍ମପୁର ଷ୍ଟାଡିୟମରେ ଚାଲିଥିବା ୨୫ତମ ଜିଲା ଯୁବ ଉତ୍ସବ ରବିବାର…

5 years ago

ଢାବାରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଗୋପାଳପୁର/କନିଷି(ଡି.ଏନ୍‌.ଏ.),୨୫ା୧୧- ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଗୋବିନ୍ଦନଗର ଗ୍ରାମସ୍ଥିତ ଶ୍ୟାମା ଢାବା ବାରଣ୍ଡାରୁ ରବିବାର ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ…

5 years ago

ବାର୍‌ହା ମାଂସ ଜବତ, ଜଣେ ଗିରଫ

ବୁଗୁଡ଼ା,୨୫ା୧୧(ଡି.ଏନ.ଏ.)-ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ପଥରବଣି ଛକଠାରେ ରବିବାର ପୂର୍ବାହ୍ନରେ ବନ ବିଭାଗ ତରଫରୁ ଚଢ଼ାଉ କରାଯାଇ ଏକ୍ସେଲ ଗାଡ଼ି ଓ ସେଥିରେ ଥିବା ବାର୍‌ହା ମାଂସ ଜବତ…

5 years ago

କଣ୍ଡକ୍ଟରଙ୍କୁ ମାଡ଼, ଜେଲଗଲେ ଯୁବକ

ଆସିକା,୨୫ା୧୧(ଡି.ଏନ୍‌.ଏ.) -ଆସିକା-ଭଞ୍ଜନଗର ମୁଖ୍ୟରାସ୍ତାର ଇଣ୍ଡନପୁର ଗ୍ରାମ ଛକ ନିକଟରେ ଏକ ଘରୋଇ ବସ୍‌ର କଣ୍ଡକ୍ଟରଙ୍କୁ ମାଡ ମାରିବା ଅଭିଯୋଗରେ ପୋଲିସ ରବିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି…

5 years ago

ବାଙ୍କେଶ୍ୱରୀ ଘାଟିରେ ଅଟୋ ଓଲଟି ଚାଳକ ମୃତ

ଦିଗପହଣ୍ଡି,୨୫ା୧୧(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କେରାଣ୍ଡିମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟିରେ ରବିବାର ଅଟୋ ଓଲଟି ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶେରଗଡ଼ ଗ୍ରାମ ପାଇକ…

5 years ago

ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଅଚଳ ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ

ନାଉଗାଁ ,୨୫।୧୧(ସ୍ବ.ପ୍ର.): ରୋଗୀଙ୍କୁ ବିନାମୂଲ୍ୟରେ ହସ୍‌ପିଟାଲରେ ପହଞ୍ଚାଇବା ପାଇଁ ସରକାର ୧୦୮ ପରି ଜରୁରି ଆମ୍ବୁଲାନ୍ସ ସେବା ଆରମ୍ଭ କରିଛନ୍ତି। ଏହି ଆମ୍ବୁଲାନ୍ସ ସେବା ନାଉଗାଁ ବ୍ଲକରେ…

5 years ago

ଉପେକ୍ଷିତ ଐତିହ୍ୟ: ଅଲୋଡ଼ା ହୋଇ ପଡ଼ିରହିଛି ବାଷ୍ପଚାଳିତ ରେଳ ଇଞ୍ଜିନ

ବାରିପଦା ଅଫିସ,୨୫।୧୧(ରବି ନାରାୟଣ ଚଲାନ)- କଳା, ସଂସ୍କୃତି ଓ ଐତିହ୍ୟର ସହର ବାରିପଦା। ରାଜରାଜୁଡା ଶାସନ କାଳରୁ ରେଳସେବା ଭଳି ବିକାଶର ସ୍ବାଦ ଚାଖିଛନ୍ତି ସହରବାସୀ। ଗଡ଼ଜାତ…

5 years ago

ପୂର୍ବ ଶତ୍ରୁତାରୁ ଗୁଳିମାଡ଼: ଜଣେ ଗୁରୁତର, ଦୁଇ ଅଟକ

ଛେଣ୍ଡିପଦା,୨୫।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳିମାଡ଼ ହୋଇଛି। ଗୁଳିମାଡରେ ପାତ୍ରପଡ଼ା ଗ୍ରାମର ଧରଣୀଧର ସାହୁ ଗୁରୁତର…

5 years ago