ଆମ ଜିଲା ଖବର

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି

ବାରିପଦା ଅଫିସ,୨୧।୧୧:ମୟୁରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଏକ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ ହୋଇ ଥିବା ଅଭିଯୋଗ ହୋଇଛି। ଗତ ଶୁକ୍ରବାର ଉକ୍ତ ମହାବିଦ୍ୟାଳୟର ଜଣେ…

5 years ago

ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ସ୍କୁଲ ଆଗରେ ମୃତଦେହ ରଖି ପ୍ରତିବାଦ

କେନ୍ଦୁଝର,୨୧।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ମସିଣାଯୋଡ଼ି ଏଜୁକେଶନାଲ କମ୍ପ୍ଲେକ୍ସ ସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରୀ ପଦ୍ମା ଜୁଆଙ୍ଗଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ହଷ୍ଟେଲରେ…

5 years ago

ଗ୍ୟାସ ଟାଙ୍କି ଫାଟି ଘରେ ଲାଗିଲା ନିଆଁ

ଛତ୍ରପୁର,୨୧।୧୧(ଡି.ଏନ.ଏ):ଛତ୍ରପୁର କୋର୍ଟ ଷ୍ଟେଶନ ସାହିର ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଘରେ ଗୁରୁବାର ପୂର୍ବାହ୍ନରେ ରନ୍ଧନ ଗ୍ୟାସ ଟାଙ୍କି ଫାଟି ନିଆଁ ଲାଗିଯାଇଥିଲା। ଅପରପକ୍ଷରେ ଏଥିରେ କେହି ମୃତାହତ…

5 years ago

ଭାଇ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ମୃତଦେହ ଧରି ଥାନାରେ ଆତ୍ମସମର୍ପଣ

ଜଗନ୍ନାଥ ପ୍ରସାଦ,୨୧।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳ ପଟାଧର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି ଭାଇ…

5 years ago

ଚାଷୀଙ୍କ ଆନ୍ଦୋଳନ ଜାରି, ଜାତୀୟ ରାଜପଥ ଅବରୋଧ

ସମ୍ବଲପୁର, ୨୧।୧୧(ବ୍ୟୁରୋ): ସମ୍ବଲପୁର ଜିଲାରେ ଟୋକନକୁ ବିରୋଧ ଏବଂ ବିଭିନ୍ନ ଦାବି ନେଇ ଚାଷୀ ଆନ୍ଦୋଳନ ଜାରି ରହିଛି। ଗୁରୁବାର ଚାଷୀ ସଂଗଠନ ପକ୍ଷରୁ ଘୋଷଣା ମୁତାବକ…

5 years ago

ମହାପ୍ରଭୁଙ୍କ ମାମୁଘର ବିବାଦ: ଶାସ୍ତ୍ର, ପୁରାଣ, ସ୍ବତ୍ବଲିପିରେ ଉଲ୍ଲେଖ ନାହିଁ

ପୁରୀ ଅଫିସ, ୨୧।୧୧: ମହାପ୍ରଭୁଙ୍କ ମାମୁଘର ନେଇ ସୃଷ୍ଟି ହୋଇଛି ନୂଆ ବିବାଦ। ପ୍ରଥମାଷ୍ଟମୀ ଅବସରରେ ମଙ୍ଗଳବାର ନିଆଳି ମାଧବରୁ ପୋଢୁଅଁ। ଭାର ମହାପ୍ରଭୁଙ୍କ ପାଇଁ ଆସିବା…

5 years ago

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ

ପୁରୀ ଅଫିସ, ୨୧।୧୧: ଶ୍ରୀମନ୍ଦିରରେ ବୁଧବାର ପବିତ୍ର ପ୍ରଥମାଷ୍ଟମୀ ପାଳନ ଅବସରରେ ସ୍ବତନ୍ତ୍ର ପୂଜାବିଧି ଅନୁଷ୍ଠିତ ହୋଇଥିଲା। ଭୋଗ ମଣ୍ଡପ ବଢିବା ପରେ ତିନିବାଡ଼ରେ ମଇଲମ କରାଯାଇ…

5 years ago

ସ୍ମିତାରାଣୀଙ୍କ ହତ୍ୟା ଲୁଚାଇବାକୁ ଷଡ଼ଯନ୍ତ୍ର: ନରସିଂହ

ଭୁବନେଶ୍ୱର, ୨୧।୧୧ (ବ୍ୟୁରୋ): ଯାଜପୁର ଜିଲା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବୁଧବାର ବିଧାନସଭାରେ ଶୂନ୍ୟକାଳ ଓ ମୁଲତବୀ ଆଲୋଚନା ବେଳେ ବିରୋଧୀ…

5 years ago

ଅନ୍ତରୀଣ ଡିଜିପି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କଲେ ସତ୍ୟଜିତ: ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ରାଜ୍ୟ ପୋଲିସର ଅନ୍ତରୀଣ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜ୍ୟ କାରାଗାର ଡିଜି ସତ୍ୟଜିତ ମହାନ୍ତି। କଟକ ପୋଲିସ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ…

5 years ago

ମଣ୍ଡିକୁ ଅପେକ୍ଷା

ଚଳିତ ଖରିଫ ଋତୁରେ କଳାହାଣ୍ଡି ଜିଲାରେ ଭଲ ଫସଲ ହୋଇଛି। କୃଷି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଚଳିତ ଖରିଫ ଋତୁରେ କଳାହାଣ୍ଡିରେ ୮୧…

5 years ago