ଆମ ଜିଲା ଖବର

ଟ୍ରେନ୍‌ରୁ ଖସି କଟିଥିଲା ଦୁଇ ଗୋଡ଼, ଚିକିତ୍ସାଧିନ ଅବସ୍ଥାରେ ଯୁବକ ମୃତ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୯।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ରୋଡ୍‌ ଷ୍ଟେଶନରେ ମଙ୍ଗଳବାର ଏକ ପାସେଞ୍ଜର ଟ୍ରେନ୍‌ରେ ଚଢ଼ୁଥିବା ବେଳେ ଜଣେ ଯାତ୍ରୀ ଅସାବଧାନତାବଶତଃ ଖସି ପଡ଼ିଥିଲେ। ସେ ଟ୍ରେନ୍‌ ଲାଇନ୍‌ରେ ପଶି…

5 years ago

ଅତାବିରାରେ ଯୋଗାଣ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ସରଣ୍ଡା,୧୯।୧୧(ଡି.ଏନ.ଏ.):ବରଗଡ ଜିଲାର ଅତାବିରାରେ ଚାଷୀ ଆନ୍ଦୋଳନ ମଙ୍ଗଳବାର ଦିତୀୟ ଦିନରେ ପହଞ୍ଚିଛି। ଆନ୍ଦୋଳନ ପାଇଁ ଜନସମର୍ଥନ ମିଳୁଛି। ଚାଷୀମାନେ ରାଜ୍ୟ ସରକାରଙ୍କ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ…

5 years ago

ଜିଲାପାଳ ଅଫିସରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ,୧୯।୧୧: ଖରିଫ ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧକରି ମଙ୍ଗଳବାର ଚାଷୀମାନେ ବରଗଡ଼ ଜିଲାପାଳଙ୍କ ଅଫିସରେ ତାଲା ପକାଇଛନ୍ତି। ଓଡ଼ିଶା ରାଜ୍ୟ କୃଷକ ସଂଗଠନର ସଭାପତି…

5 years ago

ଭିଜିଲାନ୍ସ ଜାଲରେ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି

କେନ୍ଦୁଝର,୧୯।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ କିରାଣି ଲାଞ୍ଚ ନେଉଥିବାବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଇନକ୍ରିମେଣ୍ଟ କରାଇଦେବା ପାଇଁ…

5 years ago

ଶିଶୁ ଦିବସରେ ପିଲାଙ୍କୁ ଚକୋଲେଟ୍‌ ଦେଇ ଅଡୁଆରେ ପ୍ରଧାନ ଶିକ୍ଷକ

ଆରଡି,୧୯।୧୧,(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତସ୍ଥିତ ତଳଦୁମୁକା ପ୍ରୋଜେକ୍ଟ ପ୍ରାଇମେରୀ ସ୍କୁଲରେ ଗତ ଗୁରୁବାର ଶିଶୁ ଦିବସ ପାଳିତ ହୋଇଥିଲା। ସେହିଦିନ ବିଦ୍ୟାଳୟରେ ମଧ୍ୟାହ୍ନ…

5 years ago

ଟୋକନ ବିବାଦ: ସିଏସଓ ଅଫିସରେ ତାଲା ପକାଇଲେ ଚାଷୀ

ବରଗଡ ଅଫିସ,୧୯।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ଟୋକନ ବ୍ୟବସ୍ଥାକୁ ନେଇ ବିରୋଧ ବଢିବାରେ ଲାଗିଛି। ଏହିକ୍ରମରେ ମଙ୍ଗଳବାର ବରଗଡ ଜିଲା ଯୋଗାଶ…

5 years ago

ଟୋକନ ବ୍ୟବସ୍ଥାକୁ ବିରୋଧ: ୩ ବିଧାୟକଙ୍କ ଘର ଆଗରେ ଧାନ ଗାଡ଼ି ରଖି ଚାଷୀଙ୍କ ବିକ୍ଷୋଭ

ସମ୍ବଲପୁର,୧୯ା୧୧(ବ୍ୟୁରେ): ଧାନ ସଂଗ୍ରହରେ ଟୋକନ ବ୍ୟବସ୍ଥାକୁ ବିରୋଧ କରି ସମ୍ବଲପୁର ଜିଲାର ଚାଷୀମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଆନ୍ଦୋଳନର ଦ୍ୱିତୀୟ ଦିନରେ ଅର୍ଥାତ୍‌ ମଙ୍ଗଳବାର ସକାଳୁ ଜିଲାର…

5 years ago

ସରପାଳ ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଛେଣ୍ଡିପଦା,୧୯।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସରପାଳ ଗ୍ରାମରେ ସୋମବାର ବିଳିମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମ ପ୍ରଦୀପ କୁମାର ସାହୁଙ୍କର ଦୁଇ ବଖରା ଚାଳଘର…

5 years ago

ବରଗଡରେ କ୍ୟାନସର୍‌ ହସ୍ପିଟାଲ୍‌ ସ୍ଥାପନ ଦାବି ତେଜିଲା

ବରଗଡ ଅଫିସ, ୧୯।୧୧: ବରଗଡରେ କ୍ୟାନସର ହସପିଟାଲ ସ୍ଥାପନ ଦାବି ପୁଣି ଜୋର୍‌ ଧରିଛି। ଏହି କ୍ରମରେ ମଙ୍ଗଳବାର ଦିନ ୧୦ଟାରୁ ସ୍ଥାନୀୟ ଗାନ୍ଧୀଛକରେ ୟୁନାଇଟେଡ ଫୋରମ…

5 years ago

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ପୁଣି ଜମି ହସ୍ତାନ୍ତର କଲେ ୩ ପରିବାର

ପୁରୀ ଅଫିସ, ୧୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରୁ ଜମି ଅଧିଗ୍ରହଣ ଚାଲିଛି। ସ୍ବେଚ୍ଛାକୃତ ଭାବେ କେତେକ ପରିବାର ସେମାନଙ୍କ ଜମି ହସ୍ତାନ୍ତର କରୁଛନ୍ତି। ପୂର୍ବରୁ ୪୫ଟି ପ୍ଲଟ…

5 years ago