ଆମ ଜିଲା ଖବର

ନକଲି ସାର୍ଟିଫିକେଟ୍‌ରେ ଶିକ୍ଷକତା

ଭଦ୍ରକ ଅଫିସ, ୧୯।୧୧- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଅଁା ନିକଟସ୍ଥ ସୁଦର୍ଶନପୁର ଅଞ୍ଚଳର ଜଣେ ଯୁବକ ନକଲି ସାର୍ଟିଫିକେଟ ଦେଇ ୮ ବର୍ଷ ଧରି ଶିକ୍ଷକତା…

5 years ago

ପାରାଦୀପ ବାଲିଯାତ୍ରା ମହୋତ୍ସବ ସ୍ବତନ୍ତ୍ର

ପାରାଦୀପ,୧୯ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥିଭାବେ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ…

5 years ago

ବିବାହ ପାଇଁ ରାଜି ହେଲେନି ପ୍ରେମିକ: ଥାନାର ଦ୍ୱାରସ୍ଥ ହେଲେ ପ୍ରେମିକା

ବାଲିକୁଦା,୧୯ା୧୧(ସ୍ବ.ପ୍ର.): ଚାରି ବର୍ଷର ଭଲ ପାଇବା ପରେ ବି ପ୍ରେମିକ ବିବାହ କରିବାକୁ ମନାକଲେ। ଫଳରେ ପ୍ରେମିକା ନିରାଶ ହୋଇ ଶେଷରେ ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ…

5 years ago

ଶାରଳା ମନ୍ଦିରରେ ନୀତି ହୋଇ ପାରିଲାନି: ୨ ହଜାର ଲୋକଙ୍କ ପ୍ରସାଦ ନଷ୍ଟ

ଜଗତ୍‌ସିଂହପୁର ଅଫିସ,୧୯ା୧୧: ସୋମବାର ନୂଆଖିଆ ପର୍ବରେ ମା’ସାରଳା ମନ୍ଦିରରେ ପୁଣି ଦେଖା ଦେଇଛି ବିଭ୍ରାଟ। ଏହି ପର୍ବରେ ପାଖାପାଖି ୨ ହଜାର ଲୋକଙ୍କ ପାଇଁ ଅପରାହ୍ନ ପ୍ରାୟ…

5 years ago

ବିଦେଶୀ ମଦ ଦୋକାନକୁ ବିରୋଧ କଲା କୁଇ ସମାଜ: ୨୫ ସୁଦ୍ଧା ବନ୍ଦ ନ ହେଲେ ଆନ୍ଦୋଳନ

ଫୁଲବାଣୀ ଅଫିସ, ୧୯ା୧୧- ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ବୈରୀକୂମ୍ପାଠାରେ ଖୋଲିଥିବା ସରକାରୀ ବିଦେଶୀ ମଦ ଦେକାନକୁ ସ୍ଥାନୀୟ ଅଞ୍ଚଳବାସୀ ବିରୋଧ କରୁଛନ୍ତି। ତୁରନ୍ତ ଉକ୍ତ ଦୋକାନ…

5 years ago

ମିଶନ ରାଣୀ ପର୍ବ ଆରମ୍ଭ

ବ୍ରହ୍ମପୁର ଅଫିସ,୧୯ା୧୧- ବ୍ରହ୍ମପୁର କୁଇନ ମିଶନ କ୍ୟାଥଲିକ ଚର୍ଚ୍ଚରେ ଯୀଶୁଙ୍କ ମା’ ମେରିଆଙ୍କ ନବଦିନ ବ୍ୟାପୀ ମିଶନ ରାଣୀ ପର୍ବ ସୋମବାରରୁ ଆରମ୍ଭ ହୋଇଛି। ଅନ୍ତିମ ଉତ୍ସବ…

5 years ago

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ

ଚିକିଟି,୧୯ା୧୧(ଡି.ଏନ୍‌.ଏ.)- ଚିକିଟି ବ୍ଲକ ଗିରିସୋଲା ପଞ୍ଚାୟତ କୃଷ୍ଣନଗର ଗ୍ରାମରେ ସୋମବାର ଗ୍ୟାସ ଲିକ୍‌ରୁ ଅଗ୍ନିକାଣ୍ଡ ଘଟି ୨ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଛି।…

5 years ago

ମଦ ଦୋକାନ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ

ପୁରୁଷୋତ୍ତମପୁର(ଡି.ଏନ୍‌ଏ.)/ କବିସୂର୍ଯ୍ୟନଗର,୧୯ା୧୧- ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବଡ ଖରିଡା ପଞ୍ଚାୟତ ବାଣନଈ ଗ୍ରାମ ନିକଟରେ ଥିବା ଦେଶୀ ମଦ ଦୋକାନକୁ ସମ୍ପୂର୍ଣ୍ଣ ବନ୍ଦ…

5 years ago

ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ବୁଗୁଡ଼ା,୧୯ା୧୧(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ବେଲପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଦଳି ଦାବି ନେଇ ସୋମବାର ଉକ୍ତ ଗ୍ରାମବାସୀ, ବିଦ୍ୟାଳୟ ପରିଚାଳନା କମିଟି…

5 years ago

ଆଇଜିଆଇଟି କଲେଜ ଛାତ୍ରଙ୍କୁ ମାଡ଼ ଘଟଣା, ୫ ଅଟକ:ପ୍ରତିବାଦରେ ନିର୍ଦ୍ଦେଶକଙ୍କୁ ଘେରାଉ

ପରଜଙ୍ଗ,୧୯।୧୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଇନ୍ଦିରା ଗାନ୍ଧୀ ବୈଷୟିକ ଅନୁଷ୍ଠାନ (ଆଇଜିଆଇଟି)ରେ ବି-ଟେକ ୩ୟ ବର୍ଷ ଛାତ୍ର ନିର୍ମଳକୃଷ୍ଣ ଦାସଙ୍କୁ ମାଡ଼ ଘଟଣାରେ ସୋମବାର…

5 years ago