ଆମ ଜିଲା ଖବର

ଦାଦନ ଶ୍ରମିକଙ୍କ ମୃତ୍ୟୁ

ଭଞ୍ଜନଗର,୧୪।୧୧(ଡି.ଏନ.ଏ)-ତାମିଲନାଡ଼ୁରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ସରନୂଆପଲ୍ଲୀର ସନ୍ତୋଷ ଗୌଡ଼ ପକ୍ଷାଘାତରେ ଆକ୍ରାନ୍ତ ହୋଇଥିବାରୁ ତାଙ୍କୁ ଘରକୁ ଅଣାଯାଉଥିବା ବେଳେ ବାଟରେ…

5 years ago

ଜନଗହଳିପୂର୍ଣ୍ଣ ଛକ ପରିଦର୍ଶନ କଲେ ଟ୍ରାଫିକ ଡିଏସ୍‌ପି : ଭୁଲ ରାସ୍ତାରେ ଗଲେ, ବାଇକ୍‌ରେ ୩ ଜଣ ବସିଲେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୧୪ା୧୧-ବ୍ରହ୍ମପୁର ସହରର ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବାକୁ ଏଣିକି ବିଭାଗ ପକ୍ଷରୁ ଦୃଢ ପଦକ୍ଷେପ ଗ୍ରହଣ କରାଯିବ ା ବ୍ରହ୍ମପୁର ମହାନଗର ନିଗମ(ବିଏମସି) ପକ୍ଷରୁ ସହରର…

5 years ago

୧୫୨୨ ଛାତ୍ରୀଛାତ୍ରଙ୍କୁ ମିଳିବ ଲ୍ୟାପଟପ୍‌

ବ୍ରହ୍ମପୁର ଅଫିସ୍‌,୧୪ା୧୧-ଯୁକ୍ତ ୨ରେ ଉତୀର୍ଣ୍ଣ ହୋଇଥିବା ମେଧାବୀ ଛାତ୍ରୀଛାତ୍ରଙ୍କୁ ମାଗଣା ଲ୍ୟାପଟପ୍‌ ପ୍ରଦାନ ପାଇଁ ତାଲିକା ଚୂଡ଼ାନ୍ତ ହୋଇଛି । ଗଞ୍ଜାମ ଜିଲାରେ ଚଳିତବର୍ଷ ୧୫୨୨ ଛାତ୍ରୀଛାତ୍ର…

5 years ago

ମଞ୍ଜି ବିକାଳିଙ୍କ ବଡ଼ ହୃଦୟ: -ସ୍ବତନ୍ତ୍ର ଦିନରେ ବଡ଼ଦାଣ୍ଡରେ ବୁଲି ବାଣ୍ଟନ୍ତି ଚା, ପାନ

ପୁରୀ ଅଫିସ, ୧୪।୧୧- କଥାରେ ଅଛି ମାନବ ସେବା ହିଁ ମାଧବ ସେବା। ଏହାକୁ ଯିଏ ଭଲ ଭାବେ ବୁଝିଛି ତା’ ପାଇଁ ବୟସ କି ପଥ…

5 years ago

ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌: ୧୦୦ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଅସୁସ୍ଥ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍‌କନ କମ୍ପାନୀର ଚିଙ୍ଗୁଡ଼ିି ପ୍ରୋସେସିଂ ପ୍ଲାଣ୍ଟରେ ବୁଧବାର ରାତି ପ୍ରାୟ ୯ଟା ବେଳେ କ୍ଲୋରିନ ଗ୍ୟାସ୍‌ ଲିକ୍‌…

5 years ago

ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର: କାର୍ଯ୍ୟକ୍ଷମ ହେଉନି ବର୍ଯ୍ୟବସ୍ତୁ ଭଷ୍ମକ ଯନ୍ତ୍ର

ଲାଠୋର,୧୩ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟଦେଇ ଗତି କରୁଥିବା ଅଭିଯୋଗ ହୋଇଛି। କେନ୍ଦ୍ର ଉପରେ ଅଞ୍ଚଳର ୩୫ରୁ…

5 years ago

ଥାନାରୁ ଅଭିଯୁକ୍ତ ଫେରାର

ନବରଙ୍ଗପୁର/ପାପଡାହାଣ୍ଡି,୧୩।୧୧(ବି.ପ୍ର./ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ହାଜତରୁ ଜଣେ ଅଭିଯୁକ୍ତ ପରିସ୍ରା ଯିବା ବାହାନାରେ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ତେନ୍ତୁଳିଖୁଣ୍ଟି ଥାନା…

5 years ago

ବୋମା ବିସ୍ଫୋରଣରେ ଜଣେ ଆହତ: ଯୁବକ ଗିରଫ

ବନ୍ତ,୧୩।୧୧ (ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅନ୍ତର୍ଗତ ଟିଲୋ ତାଳପଦା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ କେତେକ ଯୁବକଙ୍କ ବୋମା ବିସ୍ଫୋରଣରେ ଜଣେ ବ୍ୟକ୍ତି ଆହତ…

5 years ago

ଜମା ଟଙ୍କା ମାଗିବାରୁ ମହିଳାଙ୍କୁ ଦୁର୍ବ୍ୟବହାର

ବନ୍ତ,୧୩।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ବସନ୍ତିଆ ସବ୍‌ପୋଷ୍ଟ ଅଫିସ କର୍ମଚାରୀ ତଥା ଆପଣ୍ଡା ଗ୍ରାମର ଜଣେ ବ୍ୟକ୍ତିଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳର…

5 years ago

କଟକରେ ପ୍ରଥମ ଥର ପାଇଁ ଆୟୋଜନ ହେଲା ପଥ ଉତ୍ସବ

କଟକ ଅଫିସ, ୧୩ା୧୧:ବାଲିଯାତ୍ରା ଉପଲକ୍ଷେ କଟକ ସହରରେ ପ୍ରଥମ ଥର ପାଇଁ ଜିଲା ପ୍ରଶାସନ ପକ୍ଷରୁ ‘ପଥ ଉତ୍ସବ’ ଆୟୋଜିତ ହୋଇଛି। ବୁଧବାର ପ୍ରଥମ ଦିନରେ ଏଥିରେ…

5 years ago