ଆମ ଜିଲା ଖବର

ପରିସ୍ରା ଯିବା ବାହାନା ଦେଖାଇ କଏଦୀ ଫେରାର

ନବରଙ୍ଗପୁର/ପାପଡାହାଣ୍ଡି, ୧୨।୧୧(ବି.ପ୍ର/ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ହାଜତରୁ ଜଣେ ବିଚାରଧୀନ କଏଦୀ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ତାଙ୍କ ନାମ ଅରୁଣ ହରିଜନ। ତାଙ୍କ ଘର…

5 years ago

ଦାରିଙ୍ଗବାଡ଼ିରେ ଶୀତ ଅନୁଭୂତ: ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ

ଦାରିଙ୍ଗବାଡ଼ି,୧୩।୧୧(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତ ଅନୁଭୂତ ହୋଇଛି। ମଙ୍ଗଳବାର ଅପରାହ୍ନରେ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ରହିଥିବାବେଳେ ବୁଧବାର ସକାଳ ୮ଟା ସୁଦ୍ଧା…

5 years ago

ନିର୍ଯାତନା ମାମଲାରେ ଫେରାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି, ୧୩।୧୧(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ସମୟଧରି ଫେରାର ଥିବା ଅଭିଯୁକ୍ତକୁ ପୋଲିସ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ…

5 years ago

୮ମ ଶ୍ରେଣୀ ସ୍କୁଲ ଛାତ୍ରଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

କୋରୁକୋଣ୍ଡା/ମାଲକାନଗିରି, ୧୩।୧୧(ଡି.ଏନ.ଏ):ମାଲକାନଗିରି ଜିଲା କୋରୁକୋଣ୍ଡାରେ ବୁଧବାର ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କେନ୍ଦ୍ରାଗୁମ୍ପା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ହଷ୍ଟେଲ ପରିସରରୁ ଜଣେ ଅଷ୍ଟମ…

5 years ago

ଆଜି ବନକଲାଗି: ୪ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ,୧୩।୧୧:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ…

5 years ago

ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ:ପଡ଼ିଆରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

କଟକ ଅଫିସ, ୧୩।୧୧:କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ମଙ୍ଗଳବାର ଆରମ୍ଭ ହୋଇଛି ଐତିହାସିକ କଟକ ବାଲିଯାତ୍ରା। ପ୍ରଥମ ଦିନରେ ବାଲିଯାତ୍ରା ପଡିଆକୁ ଚାହିଁଲେ ଲୋକ ମାଳମାଳ। ବିଶେଷକରି ସନ୍ଧ୍ୟାରେ…

5 years ago

ମାଟିଆଗୁଣ୍ଡି ପୋକ ଫସଲ ଉଜାଡ଼ିଲା:ଧାନ କ୍ଷେତରେ ନିଆଁ ଲଗାଇଲେ ଚାଷୀ

କର୍ଲାମୁଣ୍ଡା,୧୩।୧୧(ଡି.ଏନ.ଏ.):ବର୍ଷକର ଧାନ ଅମଳ ହେବା ପୂର୍ବରୁ ଲାଗିଲା ରୋଗ ପୋକ। ବିପିଏଚ୍‌ ରୋଗ ଲାଗି ପ୍ରାୟ ୧ ଏକର ସ୍ବର୍ଣ୍ଣ ଧାନ ଚାଷ ସମ୍ପୂର୍ଣ୍ଣ ଉଜୁଡିଗଲା। ଏକାଧିକବାର…

5 years ago

ଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟିତ:‘ଇଣ୍ଡୋନେସିଆ କ୍ୟାଲେଣ୍ଡରରେ ରହିବ ବାଲିଯାତ୍ରା’

କଟକ ଅଫିସ, ୧୩-୧୧:ଓଡ଼ିଶା ହେଉଛି ଇଣ୍ଡୋନେସିଆବାସୀଙ୍କ ଦ୍ୱିତୀୟ ଘର। ଓଡ଼ିଶା ସହିତ ଆମର ସମ୍ପର୍କ ଅତି ନିବିଡ଼। ବାଣିଜି୍ୟକ, ଆଧ୍ୟାତ୍ମିକ କ୍ଷେତ୍ରରେ ଓଡ଼ିଶା ସହିତ ଇଣ୍ଡୋନେସିଆର ଅନେକ…

5 years ago

ଡଙ୍ଗା ଭସାଇ ଫେରୁଥିବାବେଳେ ଦୁର୍ଘଟଣା, ୩ ମୃତ

ଯାଜପୁର ଟାଉନ/ କୋରେଇ, ୧୨।୧୧ (ଡିଏନଏ/ସ୍ବ.ପ୍ର): କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଡଙ୍ଗା ଭସାଇ ଫେରିବାବେଳେ ଏକ ସଡ଼କ ଦୁର୍ଘଟଣାରେ ଚାଲିଯାଇଛି ୩ ଜୀବନ। ଯାଜପୁର ଜିଲା ପାଣିକୋଇଲି…

5 years ago

ଆଖୁ ରସରେ ସ୍ନାନ କଲେ ଲଡୁବାବା

ନୟାଗଡ଼ ଅଫିସ,୧୩।୧୧-ନୟାଗଡ଼ ଜିଲା ଶରଣକୁଳ ଲଡୁବାବାଙ୍କ ପୀଠରେ ପାଞ୍ଚଦିନ ଧରି ଚାଲୁ ରହିଥିବା ପଞ୍ଚୁକ ଯାତ୍ରା ମଙ୍ଗଳବାର ଶେଷ ହୋଇଛି। ପବିତ୍ର ରାସପୂର୍ଣ୍ଣିମାରେ ଲଡ଼ୁବାବା କୈଳାସ ପର୍ବତ…

5 years ago