ଆମ ଜିଲା ଖବର

ବିଶାଖା ଏକ୍ସପ୍ରେସ ଦୁଇଭାଗ ହୋଇ ଗଡ଼ିଲା: ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତିଲେ ଯାତ୍ରୀ

ବାଲୁଗଁ।,୩ା୧୧ (ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ବାଲୁଗଁା-ଚିଲିକା ଷ୍ଟେଶନ ମଧ୍ୟସ୍ଥ ବଡକୁଳ ଲେଭଲ କ୍ରସିଂଠାରେ ଶନିବାର ପୂର୍ବାହ୍ନରେ ବିଶାଖା ଏକ୍ସପ୍ରେସ ଟ୍ରେନ ଚଳନ୍ତା ଅବସ୍ଥାରେ ଇଞ୍ଜିନଠାରୁ…

5 years ago

ତେଲକୋଇରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ: ଗୋଟିଏ କୋଠରିରେ ଚାଲିଛି ୩ ଶ୍ରେଣୀ

ତେଲକୋଇ, ୩।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଏକପ୍ରକାର ବିପର୍ଯ୍ୟସ୍ତ ହୋଇପଡିଛି । ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀଗୃହ ଭଳି ଭିତ୍ତିଭୂମି ନାହିଁ…

5 years ago

ଅବ୍ୟବସ୍ଥାରେ ଚାଲିଛି ପରୀକ୍ଷା

ଆରଡ଼ି, ୩।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ମଠଡିହ ଓ ପହଣା କ୍ଲଷ୍ଟର, ଧାମନଗର ବ୍ଲକର ବାପୁଜୀ ଓ ସାଅଁ।ଳପୁର କ୍ଲଷ୍ଟରରେ ଥିବା ସ୍କୁଲଗୁଡ଼ିକରେ ହେଉଥିବା…

5 years ago

ସଚ୍ଚୋଟତା ଉତ୍ତର ଜୀବନର ଆଧାର

ସୋନପୁର, ୩।୧୧(ନି.ପ୍ର.) ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସୋନପୁର କଲେଜ ପରିସରରେ ସଚ୍ଚୋଟତା ଜୀବନର ଏକ ଶୈଳୀ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ସୁବର୍ଣ୍ଣପୁର…

5 years ago

ଛଟ୍‌ ପୂଜା ଲାଗି ନଦୀଘାଟ ଉତ୍ସବମୁଖର

ରାଇରଙ୍ଗପୁର, ୩।୧୧ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳ ଉପକଣ୍ଠ ଖଡ଼ଖାଇ ନଦୀ ଘାଟ ଶନିବାର ବିହାରୀ ସମ୍ପ୍ରଦାୟର ପ୍ରସିଦ୍ଧ ଛଟ୍‌ ପୂଜା ଲାଗି ଉତ୍ସବମୁଖର ହୋଇ ଉଠିଥିଲା।…

5 years ago

୬ ଦାଦନ ପ୍ରବଣ ବ୍ଳକରେ ଫୋକସ୍‌

ବଲାଙ୍ଗୀର ଅଫିସ, ୩ା୧୧ ଓଡିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଆନୁକୂଲ୍ୟରେ ଶନିବାର ବଲାଙ୍ଗୀର ଟାଉନ୍‌ ହଲଠାରେ ଦାଦନ ସମସ୍ୟା ରୋକିବା ନେଇ ଏକ…

5 years ago

ବିଏଡ୍‌-ଏମ୍‌ଏଡ୍‌ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ତେଜିଲା

ବାଲେଶ୍ୱର ଅଫିସ, ୩।୧୧-ବିଏଡ୍‌ ଓ ଏମ୍‌ଏଡ୍‌ ପାସ୍‌ କରିଥିବା ପ୍ରାର୍ଥୀଙ୍କୁ ମହାବିଦ୍ୟାଳୟରେ ନିଯୁକ୍ତି ଦେବା ପାଇଁ ସରକାର ନିୟମ କରି ହାଇସ୍କୁଲରେ ଶିକ୍ଷକତା କରିବା ଉପରେ ପ୍ରତିବନ୍ଧକ…

5 years ago

ମେମୁ ଟ୍ରେନ୍‌ ବିଳମ୍ବ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର

ଜଳେଶ୍ୱର, ୩ । ୧୧(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ୬୮୧୦୯ ନଂ. ଖଡ଼ଗପୁର-ଯାଜପୁର(କେଉଁଝର ରୋଡ଼) ମେମୁ ଲୋକାଲ ପାସେଞ୍ଜର ଟ୍ରେନ୍‌ର ପ୍ରତ୍ୟେକ ଦିନ ବିଳମ୍ବ ହେଉଥିବାରୁ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ…

5 years ago

ହସନ୍‌ପୁର ଆଶ୍ରମ ବିଦ୍ୟାଳୟରେ ତୁମୁଳକାଣ୍ଡ: ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ, ୩।୧୧-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ବାଲେଶ୍ୱର ସଦର ବ୍ଲକ ଗୋପୀନାଥପୁର ପଞ୍ଚାୟତ ଅଧୀନ ହସନ୍‌ପୁର ଆଶ୍ରମ ବିଦ୍ୟାଳୟରେ ଠିକ୍‌…

5 years ago

ଆକ୍ରମଣ ମାମଲା, ଅଭିଯୁକ୍ତଙ୍କୁ ବର୍ଷେ ଜେଲ

ଦିଗପହଣ୍ଡି, ୨ା୧୧ (ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟର ମାଜିଷ୍ଟ୍ରେଟ ବିଷ୍ଣୁ ପ୍ରସାଦ ଦେବତା ଶନିବାର ମାମଲା ନଂ. ଜି. ଆର ନଂ.୮୩/୨୦୧୦ ର ଶୁଣାଣୀ…

5 years ago