ଯାଜପୁର ଅଫିସ,୬।୧୨ - ଯାଜପୁର ଜିଲା ସୁକିନ୍ଦା ବ୍ଲକ ଲେମ୍ବୋ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାଲିଆ ପ୍ରାଥମିକ ସ୍କୁଲରେ କାର୍ଯ୍ୟରତ ଗଣଶିକ୍ଷକ ମକରନ୍ଦ ମହାନ୍ତଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି।…
ଗଞ୍ଜାମ,୬ା୧୨(ଡି.ଏନ.ଏ.): ଗଞ୍ଜାମ ଏନ୍ଏସି ୱାର୍ଡ ନଂ.୬ ଓଡ଼ିଆ ଢ଼ାମଣା ସାହି ରାମଲିଙ୍ଗେଶ୍ୱର ମନ୍ଦିର ପରିସରରେ ନିର୍ମିତ କମ୍ୟୁନିଟି ହଲ୍ ନିମ୍ଟାଲ୍ ଲେବଲ ତାଜା ଗୁରୁବାର ଭୂଶୁଡି…
ଦିଗପହଣ୍ଡି,୬ା୧୨(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ କୈଠଡା ପଞ୍ଚାୟତରେ ଜଣେ ମହିଳାଙ୍କୁ କାଳିଆ ଟଙ୍କା ମିଳିବ କହି ଦୁର୍ବୃତ୍ତ ଟଙ୍କା ଓ ସୁନା ଗହଣା ଠକି ନେଇଛନ୍ତି। ଠକେଇର ଶିକାର…
ଯାଜପୁର ଅଫିସ,୬।୧୨ - ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଥିବା ଯଖପୁରା ରେଲୱେ ଷ୍ଟେଶନରେ ଜନ ଶତାବ୍ଦୀ ଏକ୍ସପ୍ରେସ ରହଣୀ ଆଶା ଉଜ୍ଜୀବିତ ହୋଇଛି। ରେଳ ମନ୍ତ୍ରଣାଳୟର ରେଲୱେ…
ଜେନାପୁର,୬।୧୨ (ଡି.ଏନ୍.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ବ୍ରାହ୍ମଣୀ ନଦୀର ଜେନାପୁର, ବୃନ୍ଦାଦେଈପୁର ଓ ମର୍ଜିତାପୁର ବାଲି ଘାଟରେ ଗୁରୁବାର ତହସିଲ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି…
କଳିଙ୍ଗନଗର,୬।୧୨ (ଡି.ଏନ୍.ଏ.)- କଳିଙ୍ଗନଗର ଶିଳ୍ପାଞ୍ଚଳ ସାତବାଇଁଶିଆ ଛକ ନିକଟ ଏକ ଘରୋଇ ଟ୍ରକ୍ ପାର୍କିଂ ୟାଡ୍ରୁ ଗୁରୁବାର ଦାନଗଦୀ ପୋଲିସ ଜଣେ ଟ୍ରେଲର ହେଲ୍ପରଙ୍କ ମୃତଦେହ ଉଦ୍ଧାର କରିଛି।…
ଯାଜପୁର ରୋଡ୍,୬।୧୨ (ନି.ପ୍ର.)- ଯାଜପୁର ରୋଡ ଥାନା ଅନ୍ତର୍ଗତ ରାଣୀପଡା ପଞ୍ଚାୟତ ମୂଳାସାର ଗ୍ରାମର ଜଗବନ୍ଧୁ ମଳିକ(୫୨) ଗୁରୁବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ…
କୋରେଇ,୬।୧୨ (ସ୍ବ.ପ୍ର.)- ଖଣିରେ କ୍ରୋମାଇଟ୍ ଲୋଡିଂକୁ ନେଇ ଫାଷ୍ଟ କମ୍ ଫାଷ୍ଟ ଲୋଡ୍ ବ୍ୟବସ୍ଥା ଲାଗୁ କରାଯାଇଛି। କିନ୍ତୁ ପରିବହନ କମ୍ପାନୀ ମନଇଚ୍ଛା ଦରଧାର୍ଯ୍ୟକରି ଗାଡି ଲୋଡିଂ କରୁଛନ୍ତି।…
ବନ୍ତଳା, ୬ା୧୨(ଡି.ଏନ.ଏ.)- ବାଘୁଣୀ ସୁନ୍ଦରୀ ଆକ୍ରମଣକୁ ନେଇ ସୃଷ୍ଟି ହୋଇଥିବା ଉତ୍ତେଜନା ଓ ବ୍ୟାପକ ପୋଡ଼ାଜଳା ପରଠାରୁ ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ଗଣ୍ଡରେ ପର୍ଯ୍ୟଟକଙ୍କ ପାଇଁ…
ବରୀ,୬।୧୨ (ସ୍ବ.ପ୍ର.)- ବରୀ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଗୁରୁବାର ବିଧାୟିକା ସୁନନ୍ଦା ଦାସ ଏକ ସମୀକ୍ଷା ବୈଠକ କରିଛନ୍ତି। ବିଇଓ ଅଭୟ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା।…