ଆମ ଜିଲା ଖବର

ଦାରିଙ୍ଗବାଡ଼ି ଅଞ୍ଚଳରେ କାଳବୈଶାଖୀ ସହ ବର୍ଷା

ଦାରିଙ୍ଗବାଡ଼ି,୨୦।୪(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହ ପବନ ହୋଇଛି। ଅଞ୍ଚଳରେ ଏକାଧିକ ଘରର ଟିଣ, ଆଜବେଷ୍ଟସ ଛପର ଉଡିବା ସହ କ୍ଷୟକ୍ଷତି…

6 years ago

ହିଞ୍ଜିଳିରେ ୨୫ କୋଟି ବାଣ୍ଟିଛି ବିଜେଡି

ବ୍ରହ୍ମପୁର ଅଫିସ୍‌,୨୦ା୪-ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ଏଥର ଲୋକମାନେ ଖୋଲାଖୋଲି ପରିବର୍ତ୍ତନର ସ୍ବର ଉଠାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଜନମତ ସୃଷ୍ଟି ହୋଇଛି । ଏଥିରେ…

6 years ago

ରାସ୍ତାରେ ଉନ୍ନତମାନର ମାଙ୍ଗାନିଜ

ଯୋଡ଼ା, ୨୦।୪(ଡି.ଏନ.ଏ.): ଯୋଡ଼ା ମୁଖ୍ୟ ରାସ୍ତାରେ ଥିବା ସରକାରୀ ଡାକ୍ତରଖାନା ସମ୍ମୁଖରେ ଟ୍ରକ୍‌ରୁ ଉନ୍ନତମାନର ମାଙ୍ଗାନିଜ ପଡିବାରୁ ସାଧାରଣ ପଥଚାରୀ ହନ୍ତସନ୍ତ ହେଉଛନ୍ତି। ଶୁକ୍ରବାର ସକାଳେ କୌଣସି…

6 years ago

ଭାଜପାର ବିଜୟ ସଂକଳ୍ପ ସଭା

ଢେଙ୍କିକୋଟ, ୨୦ା୪(ଡି.ଏନ.ଏ.): ଢେଙ୍କିକୋଟ ପଞ୍ଚାୟତ ଟିକିରା ଗ୍ରାମ ପଡ଼ିଆରେ ଶୁକ୍ରବାର ୪ଟା ବେଳେ ଭାଜପାର ଏକ ବିଜୟ ସଂକଳ୍ପ ସଭା ହୋଇଥିଲା। ଏହି ସଭାରେ ଘସିପୁରା ନିର୍ବାଚନ…

6 years ago

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଭଦ୍ରକ ଅଫିସ, ୨୦।୪ - ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବାଣିତିଆ ପଞ୍ଚାୟତ ଅଧୀନ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ପରେ ହତ୍ୟା…

6 years ago

ଅବାଧ, ନିରପେକ୍ଷ ନିର୍ବାଚନ ପାଇଁ ସଚେତନତା କାର୍ଯ୍ୟକ୍ରମ

ବାଲେଶ୍ୱର ଅଫିସ, ୨୦।୪-ବାଲେଶ୍ୱର ସହର ଆଇଟିଆଇ ସ୍ଥିତ ଏକ ଘରୋଇ ସମ୍ମିଳନୀ କକ୍ଷରେ ମାନବାଧିକାର ଇଲେକ୍ସନ ୱାଚ୍‌ କମିଟି ପକ୍ଷରୁ ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ…

6 years ago

ନିଆରା ବ୍ୟକ୍ତିତ୍ୱ ପଦ୍ମଲୋଚନ: କଳା, ସଂସ୍କୃତିର ପ୍ରଚାରକରୁ ସେବକ

ସିମୁଳିଆ, ୨୦ା୪(ସନ୍ତୋଷ କୁମାର ନାୟକ)-ଦାସକାଠିଆ ବଜାଇ ଲୋକଙ୍କ ମନୋରଞ୍ଜନ କରୁଥିବା ପଦ୍ମଲୋଚନ ଏଯାଏ ଏହି କଳାକୁ ବଞ୍ଚାଇ ରଖିବା ପାଇଁ ଉଦ୍ୟମ ଚଳାଇଛନ୍ତି। ଜରି ଲଗା ପୋଷାକ…

6 years ago

କରତକଳ ଉପରେ ଚଢ଼ାଉ: ଯନ୍ତ୍ରାଂଶ ଓପାଡ଼ି ଫିଙ୍ଗିଲା ବନବିଭାଗ

ବସ୍ତା, ୨୦।୪(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବଇଞ୍ଚା ଗ୍ରାମରେ ଚାଲିଥିବା ବେଆଇନ କରତକଳ ଉପରେ ବନ ବିଭାଗ ଚଢାଉ କରି ଜେସିବି ଲଗାଇ ଯନ୍ତ୍ରାଂଶକୁ ଓପାଡ଼ି…

6 years ago

ଯୁବକଙ୍କ ମୃତଦେହ ଉଦ୍ଧାର

ଆସିକା,୧୯।୪(ଡି.ଏନ୍‌.ଏ.):ଆସିକା ଥାନା ବାବନପୁର-ଢୁଙ୍କୁଣି ରାସ୍ତା କଡରେ ଏକ ଚାଷଜମିରୁ ଗୁରୁବାର ରାତିରେ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣକ ଏହି ଥାନା ଅନ୍ତର୍ଗତ…

6 years ago

୩ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି,୧୯।୪ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ୩ ଜଣ ହାର୍ଡକୋର ମାଓବାଦୀଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ମଙ୍ଗଳ କୁଞ୍ଜାମି୍‌, ବୁଦୁରା ମାଡକାମି ଓ …

6 years ago