ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ
ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର ଉଭୟ ପାର୍ଶ୍ୱରେ ଦୁଇ ମୃତଦେହ ପଡିଥିବା ସ୍ଥାନୀୟ ଲୋକ ଦେଖିବକୁ ପାଇଥିଲେ। ପରର...
ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ
ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି । ତେବେ ମୃତକଙ୍କ ମଧ୍ୟରେ ମାଆ ଏବଂ ଦୁଇ ପୁଅ ରହିଛନ୍ତି ।...
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ ଶିକ୍ଷକ ଧରଣୀଧର ବେହେରା ନିଶାସକ୍ତ ଅବସ୍ଥାରେ ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ବାଡ଼ିରେ ପିଟି...
ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି ନାୟକଙ୍କୁ ପଥରରେ ଛେଚି ବୁଧବାର ରାତିରେ ହତ୍ୟା କରିଛନ୍ତି। ମୃତ କୁନିଙ୍କ ପୁଅ...
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି । ଖବର ପାଇ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।...
ସକାଳୁ ସକାଳୁ ବାଜିଲା ଗୁଳି….
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ତାଙ୍କ ପରିଚୟ ମିଳିପାରି ନାହିଁ । Dharitri – Odisha’s...
ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ ଚଢ଼ିଯାଇଥିବା ଦେଖିବାକୁ ମିଳିଥିଲା। ଗ୍ରାମବାସୀ ବାସୀମାନେ ଚେଷ୍ଟା କରି ବିଫଳ ହୋଇ ବନ୍ତଳା...
ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…
ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ ବାଘ। ଏହି ବାଘ ଶିକାରୀ ଫାଶରେ ପଡ଼ିଥିବା ଖବର ପାଇ ଘଟଣାସ୍ଥଳରେ ବନ...
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା ବେଳେ ଅନୁଗୋଳର ବାୟୁ ସାଧାରଣ ଲୋକଙ୍କ ଶ୍ୱାସ ଅନୁପଯୋଗୀ ହେଉଛି। ଖଣିଖାଦାନ ସହ...
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା ବଡ଼କନ୍ତକୁଳ ପଞ୍ଚାୟତ ନୂଆକ୍ଷେତା-ନୂଆରାଇଗୁଡ଼ା ରାସ୍ତାର ଧାନମଞ୍ଚା ପାଖରେ ଘଟିଛି ଏହି ହତ୍ୟାକାଣ୍ଡ। ମୃତକ...
ଆଉଘରକୁ ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍ ସହ ହେଲା…
ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ବାଇକ ଚାଳକ କୃତ୍ତିବାସପୁର ଅଞ୍ଚଳର ସୁମନ୍ତ ନାୟକଙ୍କର ମୃତ୍ୟୁ ଘଟିଛିି ।...
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ହେଲେ ଆଠମଲ୍ଲିକ ଥାନା ନୂଆଗଡ଼ ଗ୍ରାମର ପ୍ରଦୀପ ନାୟକ (୪୫)। ଘଟଣାରୁ...
Archives


