ଅନୁଗୋଳ

ଅନୁଗୋଳ ଆସିବେ ମୋଦି

ଅନୁଗୋଳ,୧୩।୫(ଅମିତ କୁମାର ସାମଲ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଅନୁଗୋଳ ଆସି ଭାଜପାର ନିର୍ବାଚନୀ ସଭାରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବା ପରେ ଜିଲା ଭାଜପା ଶିବିରରେ ଭରପୂର ଉତ୍ସାହ ଦେଖାଦେଇଛି। ଏହି ସଭାରେ ଅନୁଗୋଳ...

ଆଜି ଅନୁଗୋଳରେ ପାଣ୍ଡିଆନଙ୍କ ରୋଡ୍‌ ଶୋ

ଅନୁଗୋଳ,୧୩ା୫(ଅମିତ କୁମାର ସାମଲ): ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋମବାର ଅନୁଗୋଳ ଜିଲାରେ ଦଳୀୟ ନିର୍ବାଚନ ପ୍ରଚାରର ମଙ୍ଗ ଧରିବେ। ଅପରାହ୍ନ ସାଢ଼େ ୩ଟାରେ ସେ ପାଲଲହଡ଼ା ନିର୍ବାଚନମଣ୍ଡଳୀରେ ପହଞ୍ଚି ସାଧାରଣ ସଭାରେ ଯୋଗଦେବେ। ପରେ...

ଦଳକୁ ବଳ ଯୋଗାଇବେ ହେଭିୱେଟ୍‌

ଅନୁଗୋଳ,୧୨।୫ (ଅମିତ କୁମାର ସାମଲ)ଅନୁଗୋଳ ଜିଲାର ୫ ବିଧାନସଭା ଆସନରେ ଆସନ୍ତା ୨୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ହାତରେ ଆଉ ମାତ୍ର ଦିନକେଇଟା ଥିବାରୁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ବିଧାୟକ ପ୍ରାର୍ଥୀମାନେ ପ୍ରଚାର...

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି ଓ ବାଡ଼ିରେ ପଶି ଫସଲ ଖାଇବା ସହ ଦଳିଚକଟି ନଷ୍ଟ କରିଦେଉଛନ୍ତି। ଏପରି...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ ଶୋଭାଯାତ୍ରାରେ ଆସିଥିଲେ ହେଁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ଫେରିଯାଇଛନ୍ତି। କେଉଁ କାରଣରୁ ନଳିନୀ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି ଅଧ୍ୟକ୍ଷ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର ହେବ। ଓଡ଼ିଶାରେ ସର୍ବାଧିକ ସିଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସପକ୍ଷରେ ଯିବ। ପ୍ରଧାନମନ୍ତ୍ରୀଙ୍କ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ, ଦୁର୍ନୀତିଗ୍ରସ୍ତ ଓ ଅତ୍ୟାଚାରୀ ସରକାରକୁ ବଦଳାଇବା ଦରକାର। ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ ହେଉନାହିଁ। ଅନେକ ସ୍ଥାନରେ ଅଧାପନ୍ତରିଆ ନିର୍ମାଣ ଯୋଗୁ ଦୈନିକ ଦୁର୍ଘଟଣା ଘଟୁଛି। ବିଶେଷକରି...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ ଦିଆଯାଇଥିଲା। କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର କିଶୋରନଗର ବ୍ଲକ ଜାମ୍ବୁନାଳିଠାରୁ ଭାଙ୍ଗମୁଣ୍ଡା...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ ନୁହେଁ, ଓଡ଼ିଆ ଅସ୍ମିତା, ସ୍ବାଭିମାନ ଓ ସ୍ବାଧୀନତାରେ ପ୍ରଗାଢ଼ ବିଶ୍ୱାସ ରଖନ୍ତି ବୋଲି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ ୨୦ ବର୍ଷ ପରେ ଏଠାରେ ପ୍ରାର୍ଥୀ ବଦଳାଇ ପ୍ରଥମ କରି ଜଣେ ମହିଳାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri