ଅନୁଗୋଳ

ଗଡ଼ିଲା କୋଭିଡ୍‌ ଟିକା ଏକ୍ସପ୍ରେସ୍‌

ଅନୁଗୋଳ ଅଫିସ,୨୨।୧ ଅନୁଗୋଳ ଜିଲାରେ କୋଭିଡ୍‌ ଟିକାକରଣକୁ ଶତ ପ୍ରତିଶତ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ଜିଲା କାର୍ଯ୍ୟାଳୟ ପରିସରରୁ ଟିକା ଏକ୍ସପ୍ରେସ୍‌ର ଶୁଭାରମ୍ଭ କରାଯାଇଛି। ଜିଲାରେ ବୁଲି…

3 years ago

ଭାଜପାର ସମ୍ପୂର୍ଣ୍ଣ, ବିଜେଡିର ଗୋଟିଏ ବାକି

ଅନୁଗୋଳ ଅଫିସ, ୨୧।୧ ଅନୁଗୋଳ ଜିଲାର ୨୮ଟି ଜିଲା ପରିଷଦ ଜୋନ୍‌ ପାଇଁ ଗୁରୁବାର ଭାଜପା ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏ କ୍ଷେତ୍ରରେ ବିଜେଡି…

3 years ago

ଖଲାରିରେ ପଶିଲେ ୨୦ ହାତୀ

ଅନୁଗୋଳ ଅଫିସ,୨୦।୧: ଅନୁଗୋଳ ବ୍ଲକ ଖଲାରି ଗାଁରେ ବୁଧବାର ସକାଳେ ୨୦ଟି ହାତୀ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ହାତୀପଲ ଗାଁ ପାଖ ବୁଦୁବୁଦିଆ ଜଙ୍ଗଲରେ…

3 years ago

ଖବରଦାତା ଜୟଗୋପାଳଙ୍କ ପରଲୋକ

ବଇଣ୍ଡା,୧୯।୧ (ଡି.ଏନ.ଏ.): ‘ଧରିତ୍ରୀ’ର ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଖବରଦାତା ଜୟଗୋପାଳ ଷଡ଼ଙ୍ଗୀ (୫୯)ଙ୍କ ମଙ୍ଗଳବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ସକାଳେ ଦେହ ଅସୁସ୍ଥ ଲାଗିବାରୁ ପରିବାର…

3 years ago

୫୪୫ ପ୍ରାର୍ଥିପତ୍ର ଦାଖଲ କଲେ ଆଶାୟୀ

ବଅଁରପାଳ/ ବଇଣ୍ଡା/ ଛେଣ୍ଡିପଦା, ୧୮।୧(ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ ହୋଇଛି। ନିୟମ ଅନୁଯାୟୀ ଏହା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୨୨…

3 years ago

ଅଚଳ ଷ୍ଟ୍ରିଟ୍‌ ଲାଇଟ ମରାମତି ହେଉନି

ବଇଣ୍ଡା,୧୭।୧(ଡି.ଏନ.ଏ.)  ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତରେ ଥିବା ବଇଣ୍ଡା ଛକ ଓ ଆଠମଲ୍ଲିକ ରୋଡ୍‌ ଓଭରବ୍ରିଜ୍‌ ନିକଟରେ ଲାଗିଥିବା ଷ୍ଟ୍ରିଟ ଲାଇଟଗୁଡିକ ଦୀର୍ଘ ୧…

3 years ago

ମରଣଯନ୍ତା ପାଲଟିଛି ଜାତୀୟ ରାଜପଥ

ବଅଁରପାଳ,୧୭।୧(ଡି.ଏନ.ଏ.)  କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ବଅଁରପାଳଠାରୁ ଅନୁଗୋଳ ସହର ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି। ବଡ଼ବଡ଼ ଖାଲଖମା ସହ ଅନେକ ସ୍ଥାନରେ ଗର୍ତ୍ତମାନ ସୃଷ୍ଟି ହୋଇଛି।…

3 years ago

ଜନତାମୁହାଁ ନେତା

ଛେଣ୍ଡିପଦା,୧୬।୧: ପାଖେଇ ଆସିଲାଣି ପଞ୍ଚାୟତ ନିର୍ବାଚନ। ବିଜ୍ଞପ୍ତି ଅନୁଯାୟୀ ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ପ୍ରାର୍ଥିପତ୍ର ଦାଖଲ। ତେଣୁ ତରବର ହୋଇ ନେତା ହୋଇଛନ୍ତି ଜନତା ମୁହାଁ।…

3 years ago

ନିମ୍ନମାନର ରାସ୍ତା ନେଇ ଜିଲାପାଳଙ୍କୁ ଅଭିଯୋଗ

ବଇଣ୍ଡା,୧୪।୧(ଡି.ଏନ.ଏ.) ଆଠମଲ୍ଲିକ ବ୍ଲକ କନ୍ତପଡା ପଞ୍ଚାୟତ ପିତାବଳିବାହାଳ ଛକଠାରୁ ବିପ୍ରଡିହ ପର୍ଯ୍ୟନ୍ତ ୧୨.୫୦ କି.ମି. ପିଚୁ ରାସ୍ତା ନିମ୍ନମାନର ହୋଇଥିବା ଗୁରୁବାର ତରଣ୍ଡା ଓ ବିପ୍ରଡିହ ଗ୍ରାମବାସୀ…

3 years ago

ବଢ଼ୁଛି ବିଜୟ ବିଶ୍ୱାସ

ବଇଣ୍ଡା,୧୩।୧:  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଉଷ୍ମ ହେଲାଣି ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀ। ପୂର୍ବରୁ ଆସନ ସଂରକ୍ଷଣ ସରିଥିବା ବେଳେ ଇତିମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ ଓ ଭୋଟଗ୍ରହଣ ତାରିଖ…

3 years ago