ଅନୁଗୋଳ ଅଫିସ,୨୦।୧: ଅନୁଗୋଳ ବ୍ଲକ ଖଲାରି ଗାଁରେ ବୁଧବାର ସକାଳେ ୨୦ଟି ହାତୀ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ହାତୀପଲ ଗାଁ ପାଖ ବୁଦୁବୁଦିଆ ଜଙ୍ଗଲରେ…
ବଇଣ୍ଡା,୧୯।୧ (ଡି.ଏନ.ଏ.): ‘ଧରିତ୍ରୀ’ର ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଖବରଦାତା ଜୟଗୋପାଳ ଷଡ଼ଙ୍ଗୀ (୫୯)ଙ୍କ ମଙ୍ଗଳବାର ହୃଦ୍ଘାତରେ ପରଲୋକ ହୋଇଯାଇଛି। ସକାଳେ ଦେହ ଅସୁସ୍ଥ ଲାଗିବାରୁ ପରିବାର…
ବଅଁରପାଳ/ ବଇଣ୍ଡା/ ଛେଣ୍ଡିପଦା, ୧୮।୧(ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ ହୋଇଛି। ନିୟମ ଅନୁଯାୟୀ ଏହା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୨୨…
ବଇଣ୍ଡା,୧୭।୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତରେ ଥିବା ବଇଣ୍ଡା ଛକ ଓ ଆଠମଲ୍ଲିକ ରୋଡ୍ ଓଭରବ୍ରିଜ୍ ନିକଟରେ ଲାଗିଥିବା ଷ୍ଟ୍ରିଟ ଲାଇଟଗୁଡିକ ଦୀର୍ଘ ୧…
ବଅଁରପାଳ,୧୭।୧(ଡି.ଏନ.ଏ.) କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ବଅଁରପାଳଠାରୁ ଅନୁଗୋଳ ସହର ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି। ବଡ଼ବଡ଼ ଖାଲଖମା ସହ ଅନେକ ସ୍ଥାନରେ ଗର୍ତ୍ତମାନ ସୃଷ୍ଟି ହୋଇଛି।…
ଛେଣ୍ଡିପଦା,୧୬।୧: ପାଖେଇ ଆସିଲାଣି ପଞ୍ଚାୟତ ନିର୍ବାଚନ। ବିଜ୍ଞପ୍ତି ଅନୁଯାୟୀ ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ପ୍ରାର୍ଥିପତ୍ର ଦାଖଲ। ତେଣୁ ତରବର ହୋଇ ନେତା ହୋଇଛନ୍ତି ଜନତା ମୁହାଁ।…
ବଇଣ୍ଡା,୧୪।୧(ଡି.ଏନ.ଏ.) ଆଠମଲ୍ଲିକ ବ୍ଲକ କନ୍ତପଡା ପଞ୍ଚାୟତ ପିତାବଳିବାହାଳ ଛକଠାରୁ ବିପ୍ରଡିହ ପର୍ଯ୍ୟନ୍ତ ୧୨.୫୦ କି.ମି. ପିଚୁ ରାସ୍ତା ନିମ୍ନମାନର ହୋଇଥିବା ଗୁରୁବାର ତରଣ୍ଡା ଓ ବିପ୍ରଡିହ ଗ୍ରାମବାସୀ…
ବଇଣ୍ଡା,୧୩।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଉଷ୍ମ ହେଲାଣି ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀ। ପୂର୍ବରୁ ଆସନ ସଂରକ୍ଷଣ ସରିଥିବା ବେଳେ ଇତିମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ ଓ ଭୋଟଗ୍ରହଣ ତାରିଖ…
ଆଠମଲ୍ଲିକ,୧୨।୧(ଡି.ଏନ.ଏ.) - ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ମଙ୍ଗଳବାର ଅଦିନିଆ ବର୍ଷା ସହ ପ୍ରବଳ ପବନ ଓ କୁଆପଥର ମାଡ଼ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଝଡ଼ତୋଫାନ ଯୋଗୁ…
ବଇଣ୍ଡା,୧୨।୧(ଡି.ଏନ.ଏ.) - କିଶୋରନଗର ବ୍ଲକ ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟ ଠାରେ ନିର୍ମାଣାଧୀନ ୯ଟି ନୂତନ ଶ୍ରେଣୀଗୃହ କାର୍ଯ୍ୟ ନିମ୍ନମାନର ହେଉଥିବା ସୋମବାର ଅନୁଗୋଳ ଜିଲାପାଳଙ୍କ ଠାରେ…