Advertisement

ଅନୁଗୋଳ

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି କ୍ଷେତ୍ର…

12 months ago
ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି ଅନୁଗୋଳରେ…

12 months ago
ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ ସହିତ…

1 year ago
ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର, ଆଠମଲ୍ଲିକ…

1 year ago
ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣାବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ ସମର୍ଥକ…

1 year ago
ଶଙ୍ଖ ଚିହ୍ନ ପାଇଁ ଭୋଟ କରଶଙ୍ଖ ଚିହ୍ନ ପାଇଁ ଭୋଟ କର

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଥିଲେ…

1 year ago
ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନିଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ କରାଯାଇ…

1 year ago
ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ ରାସ୍ତାକୁ…

1 year ago
ପୁଣି ଝୁଲିଲା ରଜନୀକାନ୍ତଙ୍କ ଭାଗ୍ୟପୁଣି ଝୁଲିଲା ରଜନୀକାନ୍ତଙ୍କ ଭାଗ୍ୟ

ପୁଣି ଝୁଲିଲା ରଜନୀକାନ୍ତଙ୍କ ଭାଗ୍ୟ

ଅନୁଗୋଳ,୧୨।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ଦଳ କାହାକୁ ପ୍ରାର୍ଥୀ କରିବ ତାହା ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା ପରେ ମଧ୍ୟ ସ୍ପଷ୍ଟ ହୋଇନାହିଁ। ଏପରି…

1 year ago
ତୁଟୁନି ବିଜେଡିର ଟିକେଟ ଝମେଲାତୁଟୁନି ବିଜେଡିର ଟିକେଟ ଝମେଲା

ତୁଟୁନି ବିଜେଡିର ଟିକେଟ ଝମେଲା

ଭୁବନେଶ୍ୱର,(ଅନିଲ ଦାସ)/ ଅନୁଗୋଳ, ୧୦ା୪ (ଅମିତ କୁମାର ସାମଲ):ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିର ଟିକେଟ ଝମେଲା ତୁଟୁନି। ଏହି ଆସନ ପାଇଁ ପ୍ରାର୍ଥୀ ଘୋଷଣା ଯେତିକି…

1 year ago