ଅନୁଗୋଳ

ବିଜୟ ପରେ ନେତାଙ୍କ ପ୍ରଥମ ପ୍ରତିକ୍ରିୟା: ଅଧୁରା କାର୍ଯ୍ୟ କରିବେ ସମ୍ପୂର୍ଣ୍ଣ

ଅନୁଗୋଳ ଅଫିସ, ୨୫।୫-ଅନୁଗୋଳ ଜିଲାରେ ବିଜେଡି ବାଜିମାତ୍‌ କରିବା ପରେ ଏବେ ଭୋଟରମାନଙ୍କୁ ଧନ୍ୟବାଦ ଜଣାଉଛନ୍ତି ନବନିର୍ବାଚିତ ବିଧାୟକମାନେ। ଜିଲାର ୫ ବିଧାୟକ ସେମାନଙ୍କ ବିଜୟର ଶ୍ରେୟ…

5 years ago

୭ଷ୍ଠ ରାଉଣ୍ଡରେ ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୭ମ ରାଉଣ୍ଡରେ ବିଜେଡିର ମୁକେଶ ପାଲ ୫୪୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଭାଜପାର ଅଶୋକ ମହାନ୍ତି ପଛରେ ଅଛନ୍ତି।

5 years ago

ଅଭିଯୁକ୍ତ ଦେଉଛନ୍ତି ଧମକ, ପୋଲିସ ଚୁପ୍‌: ଭୟରେ ଦିନ କାଟୁଛନ୍ତି ବୃଦ୍ଧା

ଅନୁଗୋଳ ଅଫିସ, ୨୩।୫: ପଡୋଶୀ ପିଲା ଘରେ ପଶି ଜଣେ ଭିନ୍ନକ୍ଷମ ବୃଦ୍ଧାଙ୍କଠାରୁ ଚୋରି କରିବା ଅଭିଯୋଗରେ ଅନୁଗୋଳ ଜିଲା ଏନ୍‌ଟିପିସି ଥାନା ପୋଲିସ ଏକ ମାମଲା ରୁଜୁ…

5 years ago

ଅନୁଗୋଳ ଜିଲାରେ ୭୨.୮୧ ପ୍ରତିଶତ ପାସ୍‌

ଅନୁଗୋଳ ଅଫିସ, ୨୨।୫- ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଅନୁଗୋଳ ଜିଲାରେ ମୋଟ୍‌ ୭୨.୮୧ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ତେବେ ପୂର୍ବବର୍ଷ ଅପେକ୍ଷା ପାସ୍‌ ହାର ହ୍ରାସ…

5 years ago

ବିନୋଦ ହ୍ୟୁଣ୍ଡାଇରେ ଭେନ୍ୟୁର ବଜାର ପ୍ରବେଶ

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ କାଣ୍ଡସର ଠାରେ ଥିବା ବିନୋଦ ହ୍ୟୁଣ୍ଡାଇ ପରିସରରେ ହ୍ୟୁଣ୍ଡାଇର ନୂତନ ଯାନ ‘ଭେନ୍ୟୁ’ର ମଙ୍ଗଳବାର ବଜାର ପ୍ରବେଶ ହୋଇଛି। ଅନୁଗୋଳ ଷ୍ଟେଟ…

5 years ago

ମୁଖ୍ୟ ଚିକିତ୍ସାଳୟରେ ଦଲାଲ ସକ୍ରିୟ: ରୋଗୀଙ୍କଠାରୁ ନେଇଗଲେ ୪ ହଜାର

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଦଲାଲ ଜନୈକା ବୃଦ୍ଧାଙ୍କଠାରୁ ୪ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ,…

5 years ago

ନାଲ୍‌କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଟପ୍ପର ହେଲେ ଶୁଭମ୍‌ ଦାସ

ବଅଁରପାଳ,୨୧।୫(ଡି.ଏନ୍‌.ଏ.): ଚଳିତ ବର୍ଷର ମ୍ୟାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଅନୁଗୋଳ ଜିଲା ନାଲ୍‌କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି।…

5 years ago

ଅସୁରକ୍ଷିତ ୧୦୮ ଆମ୍ବୁଲାନ୍ସ

ବଇଣ୍ଡା, ୨୧।୫(ଡି.ଏନ.ଏ.) ଲୋକଙ୍କୁ ମାଗଣାରେ ଜରୁରିକାଳୀନ ସେବା ଯୋଗାଇବାକୁ ସରକାରଙ୍କ ୧୦୮ ଆମ୍ବୁଲାନ୍ସ ଯୋଜନା। ଏଥିପାଇଁ ଖର୍ଚ୍ଚ ହେଉଛି ବହୁ ଅର୍ଥ। ହେଲେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ…

5 years ago

ଆଠମଲ୍ଲିକ ଓ କିଶୋରନଗରରେ ବଢୁଛି ଗୋ-ଚାଲାଣ, ପ୍ରଶାସନ ନୀରବଦ୍ରଷ୍ଟା

ବଇଣ୍ଡା,୧୯।୫(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ଓ କିଶୋରନଗର ବ୍ଲକର ବିଭିନ୍ନ ଗ୍ରାମରୁ ବେଆଇନ ଭାବେ ଗୋ-ଚାଲାଣ ବୃଦ୍ଧି ପାଉଛି। ବିଶେଷ କରି ଗତ କିଛିମାସ ହେବ ଠାକୁରଗଡ଼, କୁର୍ତ୍ତିବାସପୁର,…

5 years ago

୯ ବର୍ଷରେ ମଶା ନେଇଛି ୫୩ ମୁଣ୍ଡ : ଡେଙ୍ଗୁରେ ୨୬, ମ୍ୟାଲେରିଆରେ ୨୭ ମୃତ୍ୟୁ

ଅନୁଗୋଳ ଅଫିସ, ୧୮।୫ - ମଶା ନେଉଛି ମଣିଷ ଜୀବନ। ବିଶେଷକରି ଅନୁଗୋଳର ପାହାଡ଼ିଆ ତଥା ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ଓ ଡେଙ୍ଗୁ ରୋଗରେ ଅଧିକ ଲୋକ…

5 years ago