Advertisement

ଅନୁଗୋଳ

କଟକ ରେଫର ରୋଗୀଙ୍କୁ ନିଆଯାଉଛି ନର୍ସିଂହୋମ : ସରକାରୀ ଆମ୍ବୁଲାନ୍ସ ବ୍ୟବହାର ଅଭିଯୋଗକଟକ ରେଫର ରୋଗୀଙ୍କୁ ନିଆଯାଉଛି ନର୍ସିଂହୋମ : ସରକାରୀ ଆମ୍ବୁଲାନ୍ସ ବ୍ୟବହାର ଅଭିଯୋଗ

କଟକ ରେଫର ରୋଗୀଙ୍କୁ ନିଆଯାଉଛି ନର୍ସିଂହୋମ : ସରକାରୀ ଆମ୍ବୁଲାନ୍ସ ବ୍ୟବହାର ଅଭିଯୋଗ

ଅନୁଗୋଳ ଅଫିସ, ୨।୬- ଅନୁଗୋଳ ମେଡିକାଲରୁ ରେଫର ହେଉଥିବା ଗୁରୁତର ରୋଗୀଙ୍କ ମଧ୍ୟରୁ କେତେଜଣଙ୍କୁ କଟକ ବଦଳରେ ଅନୁଗୋଳର ଘରୋଇ ନର୍ସିଂହୋମ୍‌କୁ ନିଆଯାଉଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ…

6 years ago
ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର : ମଧ୍ୟାହ୍ନ ପରେ ମିଳୁନି ସେବାବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର : ମଧ୍ୟାହ୍ନ ପରେ ମିଳୁନି ସେବା

ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର : ମଧ୍ୟାହ୍ନ ପରେ ମିଳୁନି ସେବା

ବଇଣ୍ଡା, ୧।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ସେବା ପାଇପାରୁନାହାନ୍ତି ଅଞ୍ଚଳବାସୀ। ଡାକ୍ତର ସକାଳୁ ୨ରୁ ୩ ଘଣ୍ଟା ରହି ପଳାଉଛନ୍ତି। ମଧ୍ୟାହ୍ନ…

6 years ago
ଲୋକଙ୍କ ସମସ୍ୟା ସମାଧାନ କର: ବିଧାୟକଲୋକଙ୍କ ସମସ୍ୟା ସମାଧାନ କର: ବିଧାୟକ

ଲୋକଙ୍କ ସମସ୍ୟା ସମାଧାନ କର: ବିଧାୟକ

ବଇଣ୍ଡା,୩୧।୫(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଗୁରୁବାର ବିଧାନସଭାରେ ନୂତନ ଭାବେ ଶପଥ ନେବା ପରେ ନିଜ ନିର୍ବାଚନ ମଣ୍ଡଳୀକୁ ଆସି କାର୍ଯ୍ୟ ଆରମ୍ଭ କରିଛନ୍ତି। ଅପରାହ୍ନରେ…

6 years ago
ସିଲ୍‌ ହେଲା ଇଭିଏମ୍‌, ଭିଭିପିଏଟିସିଲ୍‌ ହେଲା ଇଭିଏମ୍‌, ଭିଭିପିଏଟି

ସିଲ୍‌ ହେଲା ଇଭିଏମ୍‌, ଭିଭିପିଏଟି

ଅନୁଗୋଳ ଅଫିସ, ୩୧।୫- ନିର୍ବାଚନରେ ବ୍ୟବହାର ହୋଇଥିବା ୧୧୬୩ଟି କଣ୍ଟ୍ରୋଲ ୟୁନିଟ୍‌, ୧୧୬୩ ବାଲଟ୍‌ ୟୁନିଟ୍‌ ଓ ୧୧୬୩ଟି ଭିଭିପିଏଟିକୁ ଗୁରୁବାର ସୌଭାଗ୍ୟନଗରସ୍ଥିତ ଗୃହରକ୍ଷୀ କାର୍ଯ୍ୟାଳୟ ପାର୍ଶ୍ୱରେ…

6 years ago
ଭଙ୍ଗା ଘରେ କଟୁଛି କରୁଣାକରଙ୍କ ଜୀବନଭଙ୍ଗା ଘରେ କଟୁଛି କରୁଣାକରଙ୍କ ଜୀବନ

ଭଙ୍ଗା ଘରେ କଟୁଛି କରୁଣାକରଙ୍କ ଜୀବନ

ଅନୁଗୋଳ ଅଫିସ, ୩୧।୫- ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତ ହମାମୀରା ଗ୍ରାମର କରୁଣାକର ସାହୁଙ୍କ ଛପର ଫନୀରେ କ୍ଷତିଗ୍ରସ୍ତ ହୋଇଥିଲା। ତାଙ୍କ ଘର ମଧ୍ୟ ଭାଙ୍ଗି ଯାଇଥିଲା।…

6 years ago
ଅଂଶୁଘାତରେ ମହିଳାଙ୍କ ମୃତ୍ୟୁ ଅଭିଯୋଗଅଂଶୁଘାତରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ଅଂଶୁଘାତରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବଇଣ୍ଡା,୩୦।୫(ଡି.ଏନ.ଏ.)-ହଣ୍ଡପା ଥାନା ନାକିଚି ଗ୍ରାମର ସୁରୁଚି ରଣା(୫୮) ଜଣେ ମହିଳାଙ୍କ ବୁଧବାର ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଘଟଣାରୁ ଜଣାପଡ଼ିଛି, ସୁରୁଚି ଅପରାହ୍ନରେ ତାଙ୍କ ଘର…

6 years ago
ଗୌତମପୁରରେ ଜଳ ସଙ୍କଟ: ଲୋକେ ହନ୍ତସନ୍ତଗୌତମପୁରରେ ଜଳ ସଙ୍କଟ: ଲୋକେ ହନ୍ତସନ୍ତ

ଗୌତମପୁରରେ ଜଳ ସଙ୍କଟ: ଲୋକେ ହନ୍ତସନ୍ତ

ମାଧପୁର, ୨୯।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ବାସୁଦେବପୁର ପଞ୍ଚାୟତ ଗୌତମପୁର ଗ୍ରାମରେ ପାନୀୟଜଳର ଘୋର ଅଭାବ ଦେଖାଦେଇଛି। ଏହି ଗ୍ରାମରେ ଗୋଟିଏ ନଳକୂପ ରହିଛି,…

6 years ago
ତାଣ୍ଡବ ରଚିଲା କାଳବୈଶାଖୀତାଣ୍ଡବ ରଚିଲା କାଳବୈଶାଖୀ

ତାଣ୍ଡବ ରଚିଲା କାଳବୈଶାଖୀ

ଅନୁଗୋଳ ଅଫିସ/ତାଳଚେର (ନି.ପ୍ର.) /କଣିହାଁ/ବନ୍ତଳା/ଛେଣ୍ଡିପଦା/ ପରଜଙ୍ଗ (ଡି.ଏନ୍‌.ଏ.), ୨୯ା୫- ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ତୋଫାନରେ ବ୍ୟାପକ କ୍ଷତି…

6 years ago
ଜାତୀୟ ଖୋ ଖୋ ପ୍ରତିଯୋଗିତା: ଓଡ଼ିଶା ଦଳର ଛତିଶଗଡ଼ ଯାତ୍ରାଜାତୀୟ ଖୋ ଖୋ ପ୍ରତିଯୋଗିତା: ଓଡ଼ିଶା ଦଳର ଛତିଶଗଡ଼ ଯାତ୍ରା

ଜାତୀୟ ଖୋ ଖୋ ପ୍ରତିଯୋଗିତା: ଓଡ଼ିଶା ଦଳର ଛତିଶଗଡ଼ ଯାତ୍ରା

ବଅଁରପାଳ, ୨୯।୫ (ଡି.ଏନ୍‌.ଏ.)- ସେଭେନ୍‌ କ୍ଲବ ଖୋ ଖୋ ଇଣ୍ଡିଆ ଆନୁକୂଲ୍ୟରେ ଚଳିତ ମାସ ୨୯ ତାରିଖ ଠାରୁ ୩୧ ପର୍ଯ୍ୟନ୍ତ ଛତିଶଗଡ଼ର ଦୁର୍ଗପୁରାଇ ଠାରେ ଆୟୋଜନ…

6 years ago

ପ୍ରେମିକାଙ୍କୁ ଗର୍ଭବତୀ କରି ପ୍ରେମିକ ଫେରାର: ପରିବାରକୁ ହତ୍ୟା ଧମକ ଦେଉଥିବା ଅଭିଯୋଗ

ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଶାରୀରିକ ସମ୍ପର୍କ ରଖି ଗର୍ଭବତୀ କରିବା ପରେ ଡେରଜାଙ୍ଗ…

6 years ago