Advertisement

ଅନୁଗୋଳ

ଟ୍ରକ୍‌ ଧକ୍କାରେ ଭାଇ ମୃତ, ଭଉଣୀ ଗୁରୁତରଟ୍ରକ୍‌ ଧକ୍କାରେ ଭାଇ ମୃତ, ଭଉଣୀ ଗୁରୁତର

ଟ୍ରକ୍‌ ଧକ୍କାରେ ଭାଇ ମୃତ, ଭଉଣୀ ଗୁରୁତର

ବଅଁରପାଳ, ୨୮ା୧ (ଡି.ଏନ.ଏ.): ସମ୍ପର୍କୀୟ ଭାଇଙ୍କ ମଙ୍ଗନ ଉତ୍ସବରୁ ଫେରୁଥିବା ବେଳେ ଏକ ଟ୍ରକ୍‌ ଧକ୍କାରେ ଭାଇଙ୍କ ମୃତ୍ୟୁ ହୋଇଛି। ତାଙ୍କ ସହ ସ୍କୁଟିରେ ଥିବା ଦାଦା…

2 years ago
ଆପେ ଇଲେକ୍ଟ୍ରିକ ୩ ଚକିଆ ଯାନର ବଜାର ପ୍ରବେଶଆପେ ଇଲେକ୍ଟ୍ରିକ ୩ ଚକିଆ ଯାନର ବଜାର ପ୍ରବେଶ

ଆପେ ଇଲେକ୍ଟ୍ରିକ ୩ ଚକିଆ ଯାନର ବଜାର ପ୍ରବେଶ

ଅନୁଗୋଳ ଅଫିସ, ୨୮ା୧: ଅନୁଗୋଳ ପଞ୍ଚମହାଲସ୍ଥିତ ଲକ୍ଷ୍ମୀ ଅଟୋ କମ୍ବାଇନଠାରେ ଆପେ ଇଲେକ୍ଟ୍ରିକ ତିନି ଚକିଆ ଯାନର ବଜାର ପ୍ରବେଶ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଲକ୍ଷ୍ମୀଜୀ…

2 years ago
ମେଶିନରେ କାମ, ଶ୍ରମିକ ହତାଶମେଶିନରେ କାମ, ଶ୍ରମିକ ହତାଶ

ମେଶିନରେ କାମ, ଶ୍ରମିକ ହତାଶ

ବଇଣ୍ଡା, ୨୫।୧(ଡି.ଏନ୍‌.ଏ.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) ମାଧ୍ୟମରେ ଶ୍ରମିକଙ୍କୁ କାମ ଯୋଗାଇଦେବାର ସୁବିଧା କରିଛନ୍ତି କେନ୍ଦ୍ର ସରକାର। ହେଲେ ଗ୍ରାମାଞ୍ଚଳରେ…

2 years ago
ସ୍ବତନ୍ତ୍ର ଡାକ ଲଫାପା ଉନ୍ମୋଚିତସ୍ବତନ୍ତ୍ର ଡାକ ଲଫାପା ଉନ୍ମୋଚିତ

ସ୍ବତନ୍ତ୍ର ଡାକ ଲଫାପା ଉନ୍ମୋଚିତ

ଛେଣ୍ଡିପଦା,୨୪ା୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗଡିଆ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ ଜୁବିଲି ପାଳନ ହେଉଛି। ସୋମବାର ଦ୍ୱିତୀୟ ଦିବସରେ ଡାକ ଲଫାପା ଉନ୍ମୋଚିତ ହୋଇଛି। ଜୁବିଲି…

2 years ago
ପାଇପ୍‌ ଲାଇନ୍‌ ବିଛାଯିବାକୁ ଖୋଳାଯାଇଥିଲା ଗାତ: ବାଇକ୍‌ ସହ ପଡ଼ି ଆଖି ବୁଜିଲେ ବ୍ୟକ୍ତିପାଇପ୍‌ ଲାଇନ୍‌ ବିଛାଯିବାକୁ ଖୋଳାଯାଇଥିଲା ଗାତ: ବାଇକ୍‌ ସହ ପଡ଼ି ଆଖି ବୁଜିଲେ ବ୍ୟକ୍ତି

ପାଇପ୍‌ ଲାଇନ୍‌ ବିଛାଯିବାକୁ ଖୋଳାଯାଇଥିଲା ଗାତ: ବାଇକ୍‌ ସହ ପଡ଼ି ଆଖି ବୁଜିଲେ ବ୍ୟକ୍ତି

ଖମାର,୨୨।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ଅନ୍ତର୍ଗତ ଗହମଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ ଠିକା ସଂସ୍ଥା ଦ୍ୱାରା ରାସ୍ତା କଡରେ ଖୋଳାଯାଇଥିବା…

2 years ago
ଯାଯାବର, ମନ ମୋର..ଯାଯାବର, ମନ ମୋର..

ଯାଯାବର, ମନ ମୋର..

ଅନୁଗୋଳ ଅଫିସ, ୨୧ା୧: ଯାଯାବର, ମନ ମୋର.., ଏକ୍‌ ହୋ ଗୟେ ହମ୍‌ ଔର ତୁମ୍‌.., ଟିକ୍‌ ଟିକ୍‌ ହୁଏ ମୋ ଛାତି.., କମଲି କମଲି..। ଓଲିଉଡ୍‌…

2 years ago
୨୩ରୁ ତାଳଚେର ପୁସ୍ତକମେଳା୨୩ରୁ ତାଳଚେର ପୁସ୍ତକମେଳା

୨୩ରୁ ତାଳଚେର ପୁସ୍ତକମେଳା

ତାଳଚେର, ୧୯ା୧ (ନି.ପ୍ର.): ବିଂଶତମ ତାଳଚେର ପୁସ୍ତକ ମେଳା ଆସନ୍ତା ୨୩ ତାରିଖରୁ ହାଟତୋଟାସ୍ଥିତ ପ୍ରଜାମଣ୍ଡଳ ଭବନ ପରିସରରେ ଆରମ୍ଭ ହେବ। ଏଥିପାଇଁ ଏକ ପ୍ରସ୍ତୁତି ବୈଠକ…

2 years ago
ଉତ୍ତେଜନା ବଢ଼ାଇଲା ପିଏମ୍‌-ଆବାସଉତ୍ତେଜନା ବଢ଼ାଇଲା ପିଏମ୍‌-ଆବାସ

ଉତ୍ତେଜନା ବଢ଼ାଇଲା ପିଏମ୍‌-ଆବାସ

ଛେଣ୍ଡିପଦା, ୧୮।୧(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପ୍ରକାଶିତ ତାଲିକାକୁ ନେଇ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ବିଭିନ୍ନ ସ୍ଥାନରେ ଉତ୍ତେଜନା ଦେଖାଦେଇଛି। ବହୁ ଯୋଗ୍ୟ ହିତାଧିକାରୀ ତାଲିକାରୁ…

2 years ago
ଆଜିଠାରୁ ଜିଲା ମହୋତ୍ସବଆଜିଠାରୁ ଜିଲା ମହୋତ୍ସବ

ଆଜିଠାରୁ ଜିଲା ମହୋତ୍ସବ

ଅନୁଗୋଳ ଅଫିସ, ୧୮।୧: ଝୁମାଇବେ ବଲିଉଡ୍‌, ଓଲିଉଡ୍‌ କଳାକାର। ଶୀତୁଆ ସନ୍ଧ୍ୟାକୁ ରୋମାଞ୍ଚତ୍ତ କରିବ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। ଦୁଲୁକିବ ମଞ୍ଚ। ବୁଧବାର ଉଦ୍‌ଘାଟନୀ ସନ୍ଧ୍ୟାରୁ ୨୨ ତାରିଖ…

2 years ago
ଝୁମାଇବେ ବଲିଉଡ୍‌, ଓଲିଉଡ୍‌ କଳାକାରଝୁମାଇବେ ବଲିଉଡ୍‌, ଓଲିଉଡ୍‌ କଳାକାର

ଝୁମାଇବେ ବଲିଉଡ୍‌, ଓଲିଉଡ୍‌ କଳାକାର

ଅନୁଗୋଳ ଅଫିସ, ୧୭ା୧: ଆସନ୍ତା ୧୮ରୁ ୨୨ ତାରିଖ ଯାଏ ଉତ୍ସବମୁଖର ହେବ ଅନୁଗୋଳ ସହର। ୫ ଦିନିଆ ଜିଲା ମହୋତ୍ସବ ଆରମ୍ଭ ହେବାକୁ ଯାଉଥିବାରୁ ଜିଲାବାସୀଙ୍କୁ…

2 years ago