ଅନୁଗୋଳ

ମୁଖ୍ୟ ଚାଷକୁ ଫେରିବ ମାଣ୍ଡିଆ

ଅନୁଗୋଳ ଅଫିସ, ୧୪ା୬: ଅନୁଗୋଳ ଜିଲାର ଖେତକୁ ଫେରିବ ମାଣ୍ଡିଆ। ମୁଖ୍ୟ ଚାଷରେ ପୁଣି ଯୋଡ଼ିହେବ ଏହି ଫସଲ। ଚାଉଳ ପରି ଏହାର ଚାହିଦା ବଢ଼ୁଥିବାରୁ ଆବଶ୍ୟକ ପ୍ରୋତ୍ସାହନ ଦେବ ଜିଲା ପ୍ରଶାସନ। ଓଡ଼ିଶା ସରକାର ଏଥିପାଇଁ ଅନୁମତି ଦେଇ ସାରିଛନ୍ତି।...

ପାଲଲହଡ଼ାକୁ ଅଣଦେଖା

ପାଲଲହଡ଼ା,୧୩।୬(ଡି.ଏନ୍‌.ଏ.)  ଅନୁଗୋଳ ଜିଲାର ସମସ୍ତ ପେଟ୍ରୋଲ ପମ୍ପରେ କରୋନା ସଂକ୍ରମିତଙ୍କ ଲାଗି ନିଃଶୁଳ୍କ ଅକ୍ସିଜେନ ବ୍ୟବସ୍ଥା କରାଯାଇଥିବା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ହେଲେ ଏଥିରେ ପାଲଲହଡ଼ା ଉପଖଣ୍ଡକୁ ଅଣଦେଖା କରାଯାଇଥିବା ଅଭିଯୋଗ ହୋଇଛି। ଉପଖଣ୍ଡରେ ୯ ପେଟ୍ରୋଲ ପମ୍ପ ଥିବାବେଳେ...

ଟିକା ନେବାର ଘଣ୍ଟାକ ପରେ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): କୋଭିଡ୍‌ ଟିକା ନେବାର ଘଣ୍ଟାକ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତକ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଖମାର ଗ୍ରାମର ଶରତ ଚନ୍ଦ୍ର ସେନାପତି (୫୮)। ଅଭିଯୋଗ ପାଇ ଛେଣ୍ଡିପଦା...

କୋଭିଡ୍‌ ପରିଚାଳନାରେ ପ୍ରମୁଖ ଅସ୍ତ୍ର ସିଏମ୍‌ଏସ୍‌

ଅନୁଗୋଳ ଅଫିସ, ୧୨ା୬ କରୋନାର ଦ୍ୱିତୀୟ ଲହର ଭୟାନକ ସାବ୍ୟସ୍ତ ହୋଇଛି। ଏଥିରେ ଦ୍ରୁତ ସଂକ୍ରମଣ ସହ ଅଧିକ ମୃତ୍ୟୁ ଦେଖିବାକୁ ମିଳିଛି। କେବଳ ମେ’ ମାସରେ ଅନୁଗୋଳ ଜିଲାରେ ୧୮ ହଜାର ୪୯୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୬୬...

ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି

ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା କରୁଥିଲେ। କିନ୍ତୁ ସହର ପରିବେଶ ପରିଷ୍କାର ପରିବର୍ତ୍ତେ ଅପରିଷ୍କାର ହେଉଥିବା ନେଇ ଆପତ୍ତି...

ନଳକୂଅ ଧରାଇ ନୀରବ

ବଇଣ୍ଡା,୧୦ା୬:  ବସୁଧା ଯୋଜନାରେ ପ୍ରଚୁର ଅର୍ଥ ବ୍ୟୟ ହେଉଛି। ଏକାଧିକ ପାଣି ଟାଙ୍କି ଗ୍ରାମାଞ୍ଚଳ ଆକାଶ ଛୁଉଁଛି। ଘର ଟ୍ୟାପ୍‌ ଖୋଲିଲେ ଲୋକଙ୍କୁ ବିଶୁଦ୍ଧ ପାଇପ୍‌ ପାଣି ମିଳିପାରୁଛି। ହେଲେ ଅନୁଗୋଳ ଜିଲା କିଶୋରନଗର ବ୍ଲକର ୧୬ ଗ୍ରାମବାସୀ ଏଥିରୁ...

ନୂଆ ରୂପ ନେବ କୋଇଲା ନଗରୀ

ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ  – କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି କରାଯିବ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ। ହେଲ୍‌ଥ ସହ ହେରିଟେଜ୍‌ କରିଡର, ଅତ୍ୟାଧୁନିକ ଷ୍ଟାଡିୟମ, ପ୍ରଜାମଣ୍ଡଳ...

ଉତ୍ସବ ପରି ଉତ୍ସାହ

ଅନୁଗୋଳ/ ଢେଙ୍କାନାଳ ଅଫିସ, ୮ା୬ ମହାମାରୀ କରୋନାରୁ ଟିକା ହିଁ ସୁରକ୍ଷା ଦେଇପାରିବ। ଲୋକଙ୍କ ମନରେ ଏହି ବିଶ୍ୱାସ ଭରିବାରେ ସରକାର ସଫଳ ହୋଇଛନ୍ତି। ବିଶେଷଜ୍ଞମାନଙ୍କ ବିଶ୍ଲେଷଣ ମଧ୍ୟ ଏହି ବିଶ୍ୱସନୀୟତାକୁ ସ୍ପଷ୍ଟ କରୁଛି। ସେଥିପାଇଁ ଟିକାକୁ ନେଇ ସବୁଠି...

ଅତ୍ୟାବଶ୍ୟକ ସମୟରେ ଅବହେଳା

ବଇଣ୍ଡା,୭ା୬:  ଗାଁ ଗାଁରେ ପଶି ସାରିଛି କୋଭିଡ୍‌ ସଂକ୍ରମଣ। ଗୋଟିଏ ପରେ ଗୋଟିଏ ଅଞ୍ଚଳରେ ବଢ଼ୁଛି କଣ୍ଟେନମେଣ୍ଟ ଜୋନ୍‌। ମହାମାରୀର ଦ୍ୱିତୀୟ ଲହର ଗ୍ରାମାଞ୍ଚଳରେ ମାଡ଼ି ଚାଲିଥିବାବେଳେ ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଲୋକେ ଆତଙ୍କିତ। ଏପରି ସମୟରେ ଜରୁରୀ...

ବଦଳିବ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ରୂପରେଖ

ଅନୁଗୋଳ ଅଫିସ, ୬।୬: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ନବକଳେବର ହେବ। ମଲ୍ଟି ସ୍ପେଶିଆଲିଟି ଢାଞ୍ଚାରେ ଏହାକୁ ନିର୍ମାଣ କରାଯିବ। ନୂଆ କୋଠାରେ ପୃଥକ୍‌ ବହିର୍ବିଭାଗ (ଓପିଡି), ଟ୍ରମା କେୟାର ସେଣ୍ଟର, ବର୍ନ ୟୁନିଟ୍‌ ରହିବ। ଏହାର ଟେଣ୍ଡର ପ୍ରକ୍ରିୟା ଶେଷ...

କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟନକୁ ନେଇ ବିଜେଡି ଏମ୍‌ପି-ବିଧାୟକ ମୁହାଁମୁହିଁ

ପାଲଲହଡ଼ା,୫ା୬(ଡି.ଏନ୍‌.ଏ.): ଶନିବାର ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ସଦରମହାକୁମାଠାରେ କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟନକୁ ନେଇ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଏବଂ ପାଲଲହଡ଼ା ବିଧାୟକ ମୁକେଶ ପାଲଙ୍କ ମଧ୍ୟରେ ମୁଁହାମୁହିଁ ପରିସ୍ଥିତି ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଶନିବାର ଅନୁଗୋଳ...

କିନ୍ନର ଚିନ୍ମୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଫୋନ୍‌, ପ୍ରଶଂସା

ଛେଣ୍ଡିପଦା,୫।୬(ସ୍ବ.ପ୍ର.): ୫୦ କିଲୋମିଟର ଦୂରରେ ଥିଲେ ମଧ୍ୟ ଫୋନ୍‌ କଲ୍‌ଟିଏ ପାଇ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସଂସ୍କାର ନିମନ୍ତେ ପହଞ୍ଚିଯାଉଥିବା ଅନୁଗୋଳ ଜିଲା ଜରପଡ଼ାର ସାମାଜିକ କର୍ମୀ କିନ୍ନର ଚିନ୍ମୟୀ ଦାସଙ୍କୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ କରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri