ମହାନଦୀରେ କୂଳ ଛୁଇଁଲା ବନ୍ୟା ପାଣି
ଆଠମଲ୍ଲିକ,୩୦ା୭ (ଉଦୀପ୍ତ ପୁରୋହିତ): ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଓ ହୀରାକୁଦ ଡ୍ୟାମ୍ରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ଯୋଗୁ ମହାନଦୀରେ ପାଣି ବଢ଼ିବାରେ ଲାଗିଛି। ଅନୁଗୋଳ ଜିଲାର ଆଠମଲ୍ଲିକଠାରେ ହୀରାକୁଦର ପାଣି ପହଞ୍ଚିବା ପରେ ମହାନଦୀର ଜଳସ୍ତର ବୃଦ୍ଧି...
ଶ୍ରେଣୀଗୃହରେ ଛତା ଧରି ବସିଲେ ଛାତ୍ରୀଛାତ୍ର
ଖମାର,୨୪।୭ (ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଶଙ୍ଖମୁରସ୍ଥିତ ଲକ୍ଷ୍ମୀ ନାରାୟଣ ସରକାରୀ ବିଦ୍ୟାଳୟ ଶ୍ରେଣୀଗୃହରେ ମଙ୍ଗଳବାର ଛତା ଧରି ବସିଛନ୍ତି ଛାତ୍ରୀଛାତ୍ର। ଗତବର୍ଷ ୫-ଟି ଅଧୀନରେ ଏହି ବିଦ୍ୟାଳୟର ଉନ୍ନତୀକରଣ ହୋଇଥିବା ବେଳେ କିଛି ମାସ ନ...
ଶ୍ରମିକଙ୍କ ପେଟରେ ପଶିଗଲା ବାଉଁଶ: ଲଢ଼ୁଛନ୍ତି ଜୀବନ ମରଣସହ
କଣିହାଁ,୨୩ା୭(ସଚ୍ଚିଦାନନ୍ଦ ପ୍ରଧାନ): ଅନୁଗୋଳ ଜିଲା କଣିହାଁ ବ୍ଲକ ସ୍ଥିତ ଏନ୍ଟିପିସି ବିଦ୍ୟୁତ୍ ପ୍ରକଳ୍ପର ଇଏସ୍ପି ସାଇଟରେ କାର୍ଯ୍ୟ କରୁଥିବା ଠିକା ଶ୍ରମିକ ସାନତ୍ରୀବିଡା ଗ୍ରାମର ଲିପୁନ ଭୂତିଆ (୨୬)ଙ୍କ ପେଟରେ ବାଉଁଶ ପଶିଯିବାରୁ ଗୁରୁତର ହୋଇଛନ୍ତି। ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ...
ବଳାତ୍କାର କରି ଭିଡିଓ ଭାଇରାଲ କରିଦେଲେ, ପରେ…
ଛେଣ୍ଡିପଦା,୨୪।୭ (ଅଜିତ ଧଳ): ଅନୁଗୋଳ ଜିଲା ବାଗଡ଼ିଆ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବଳାତ୍କାର ସହ ଭିଡିଓ ଭାଇରାଲ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ଯୁବକ ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଗମ୍ଭାରୀପାଳ ଗ୍ରାମର ରମାକାନ୍ତ ବେହେରା (୩୮)ଙ୍କୁ ଗିରଫ...
ଭିଜିଲାନ୍ସ ଜାଲରେ ସୁସୁବା ସରପଞ୍ଚ, ତାଙ୍କ ସ୍ବାମୀ
କଣିହାଁ, ୨୪ା୭ (ସଚ୍ଚିଦାନନ୍ଦ ପ୍ରଧାନ): ଅନୁଗୋଳ ଜିଲା କଣିହାଁ ବ୍ଲକ ସୁସୁବା ପଞ୍ଚାୟତର ସରପଞ୍ଚ ମାମାଲି ସାମଲ ଓ ତାଙ୍କ ସ୍ବାମୀ ଶିଶିର ସାମଲ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଜଣେ ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କାର ବିଲ୍ ପାସ୍ କରାଇଦେବାକୁ...
ନିର୍ମାଣର ୧୦ ଦିନ ପରେ ଫାଟି ଆଁ
ବଇଣ୍ଡା,୧୭।୭(ପରିକ୍ଷିତ ସାହୁ): ଦୀର୍ଘ ୬ବର୍ଷ ହେବ କାମ ଚାଲୁଛି, ହେଲେ ଏହା ସମାପ୍ତ ହୋଇପାରୁନାହଁି। ଗୋଟିଏ ଠିକାସଂସ୍ଥାରୁ ଆଉ ଗୋଟିଏ ଠିଆ ସଂସ୍ଥାକୁ ଦାୟିତ୍ୱ ଦିଆଯାଉଛି। ଏପରିକି ମାର୍ଚ୍ଚ ୨୦୨୪ ସୁଦ୍ଧା ସମସ୍ତ କାମ ସାରିବା ପାଇଁ ପ୍ରଶାସନିକସ୍ତରରେ ନିର୍ଦ୍ଦେଶନାମା...
କଲେଜ ବସ୍ରେ ନିଆଁ
ଅନୁଗୋଳ,୪।୭: ଅନୁଗୋଳ ରାଧାରମଣପଡ଼ାଠାରେ ଗୁରୁବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଛାତ୍ରୀଛାତ୍ରଙ୍କୁ ଧରି ଯାଉଥିବା ଏକ ଘରୋଇ କଲେଜ ବସ୍ରେ ନିଆଁ ଲାଗି ବସ୍ଟି ସମ୍ପୂର୍ଣ୍ଣ ପୋଡି ଯାଇଛି। ହେଲେ ବସ୍ରେ ଥିବା ସମସ୍ତ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତିଯାଇଛନ୍ତି।...
ସାତକୋଶିଆ ଗଣ୍ଡରେ କୁମ୍ଭୀର ଆକ୍ରମଣ : ମୃତ ନାବାଳକଙ୍କ ପରିବାରକୁ ଭେଟିଲା ଭାଜପା ପ୍ରତିନିଧିମଣ୍ଡଳୀ
ଅନୁଗୋଳ,୩।୭ (ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଟିକରପଡାସ୍ଥିତ ସାତକୋଶିଆ ଗଣ୍ଡରେ ଗତ ଶନିବାର କୁମ୍ଭୀର ଆକ୍ରମଣରେ ପ୍ରାଣ ହରାଇଥିବା ନାବାଳକ ସମୀର ନାଏକ (୧୩)ଙ୍କ ପରିବାରକୁ ଭେଟିଛନ୍ତି ଭାଜପା ପ୍ରତିନିଧିମଣ୍ଡଳୀ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶରେ ସୋମବାର...
କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା; ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ
ଭୁବନେଶ୍ୱର,୨୯ା୬(ଅସମାପିକା ସାହୁ): ଅନୁଗୁଳ ଜିଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।...
ନଦୀକୂଳରେ ଖେଳୁଥିବା ବେଳେ ନାବାଳକଙ୍କୁ ଟାଣିନେଲା କୁମ୍ଭୀର
ଅନୁଗୋଳ,୨୯ା୬: ଅନୁଗୋଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଜଣେ ୮ ବର୍ଷର ନାବାଳକଙ୍କୁ ମହାନଦୀକୁ ଟାଣି ନେଇଥିଲା କୁମ୍ଭୀର। ଟିକରପଡ଼ା ମହାନଦୀ କୂଳରେ ନାବାଳକ ଜଣକ ଖେଳୁଥିବା ବେଳେ ହଠାତ୍ କୁମ୍ଭୀରଟି ପଛପଟୁ ଆସି ଟାଣି ନେଇଥିଲା। ଖବର...
ଶିଶୁଙ୍କୁ କାମରେ ଲଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଅନୁଗୋଳ,୨୩ା୬: ଅନୁଗୋଳ ଜିଲା କାର୍ଯ୍ୟାଳୟ ଠାରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜିଲାସ୍ତରୀୟ ଶିଶୁ ଏବଂ କିଶୋର ଶ୍ରମିକ ଆଇନ ୧୯୯୮ ଅଧୀନରେ ଏକ ସମନ୍ବୟ ବୈଠକ ହୋଇଥିଲା। ଶିଶୁ୍ମାନଙ୍କୁ ଶ୍ରମିକ ଭାବରେ କାର୍ଯ୍ୟରେ ଲଗାଇଥିବା ମାଲିକମାନଙ୍କ ବିରୋଧରେ କିପରି ଦୃଢ଼ କାର୍ଯ୍ୟାନୁଷ୍ଠାନ...
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା ସ୍ଥାପନ ଦାବି
ବଇଣ୍ଡା,୨୩।୬(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ସହ ବଇଣ୍ଡା ଫାଣ୍ଡିକୁ ଥାନା କରିବା ପାଇଁ ଶୁକ୍ରବାର ବଇଣ୍ଡା ଗ୍ରାମ ଉପ ସଭାପତି ଅରବିନ୍ଦ ସାହୁ ଭୁବନେଶ୍ବରଠାରେ ମୁଖ୍ୟମନ୍ତ୍ରୀ...
Archives


