ଅନୁଗୋଳ

ପୂରଣ ହେଉନି ବସ୍‌ଷ୍ଟାଣ୍ଡ ପ୍ରତିଶ୍ରୁତି

ଛେଣ୍ଡିପଦା,୨୧ା୧୨ (ସ୍ବ.ପ୍ର.) ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକରେ ରହିଛି କୋଇଲା ଖଣି। ଦୈନିକ ଶତାଧିକ ଟ୍ରକ୍‌ରେ ଏଠାରୁ କୋଇଲା ବିଭିନ୍ନ କାରଖାନାକୁ ଯାଉଛି। ଆଗାମୀ ଦିନରେ ଆହୁରି ଅଧିକ କୋଇଲା ଖଣି ଖୋଳାଯିବାର ଯୋଜନା ସରକାରଙ୍କ ନିକଟରେ ରହିଛି। ବ୍ଲକ ସଦରମହକୁମାରୁ...

ଶତ୍ରୁତାରୁ ଟାର୍ଗେଟ୍‌ ଶିଶୁ

ଅନୁଗୋଳ/ ଢେଙ୍କାନାଳ ଅଫିସ,୧୯ା୧୨ ରାଜ୍ୟରେ ବଢ଼ୁଛି ଶିଶୁ ନିଖୋଜ ଓ ହତ୍ୟା ଘଟଣା। ଏନ୍‌ସିଆର୍‌ବି ତଥ୍ୟ ଅନୁଯାୟୀ ଓଡ଼ିଶାରୁ ଦୈନିକ ୧୨ ଜଣ ଶିଶୁ ନିଖୋଜ ହେଉଛନ୍ତି। ତେବେ କିଛିଦିନ ହେଲା ଏପରି ମାମଲାରେ ତୀବ୍ରତା ପରିଲକ୍ଷିତ ହେଉଛି। ବିଶେଷକରି...

ଲମ୍ବୁଛି ଚୋରା ମଦ ଚେର

ବଇଣ୍ଡା,୧୮ା୧୨(ପରିକ୍ଷିତ ସାହୁ) ଚୋରା ମଦ କାରବାର ରୋକିବାକୁ ସ୍ବତନ୍ତ୍ର ଅବକାରୀ ଥାନା ପ୍ରତିଷ୍ଠା ହୋଇଛି। ଅବକାରୀ ବିଭାଗ ସହ ପୋଲିସ ମିଳିତ ପଦକ୍ଷେପ ନେଉଛି। ନୂତନ କରି ଗଠନ ହୋଇଥିବା ବିବିଧ ଶୃଙ୍ଖଳା ଟିମ୍‌ ମଧ୍ୟ ଚଢ଼ାଉରେ ସାମିଲ ହେଉଛି।...

ବିହନ ଯୋଗାଉନି ବିଭାଗ

ବଅଁରପାଳ,୧୭ା୧୨(ଡି.ଏନ.ଏ.) ରବି ଚାଷ ପାଇଁ କୃଷି ସମବାୟ ସମିତିଗୁଡ଼ିକୁ ଆବଶ୍ୟକ ବିହନ ଯୋଗାଇ ଦେଉନି କୃଷି ବିଭାଗ। ଫଳରେ ଅନୁଗୋଳ କୃଷି ଜିଲା ଅଧୀନ ବଅଁରପାଳ ବ୍ଲକ ଅଞ୍ଚଳର ଚାଷୀ ଅଧିକ ଜମିରେ ଫସଲ କରିପାରୁ ନ ଥିବା ଅଭିଯୋଗ ହେଉଛି।...

ପ୍ରକୃତିକୁ ଫେରନ୍ତୁ ପର୍ଯ୍ୟଟକ

ଅନୁଗୋଳ ଅଫିସ, ୧୬।୧୨ – ରାଜ୍ୟ ପର୍ଯ୍ୟଟନରେ ଅନୁଗୋଳ ଜିଲାର ବେଶ୍‌ ଗୁରୁତ୍ୱ ରହିଛି। ସରକାରୀ ମାନଚିତ୍ରରେ ଏଠାକାର ୧୩ଟି ପର୍ଯ୍ୟଟନସ୍ଥଳୀ ସ୍ଥାନ ପାଇଛି। ସେଥିରୁ ସାତକୋଶିଆର ସୌନ୍ଦର୍ଯ୍ୟ କାହାକୁ ବା ଅଛପା। ସେଥିପାଇଁ ପ୍ରକୃତିର ଗନ୍ତାଘର ଏହି ଅଭୟାରଣ୍ୟକୁ...

ସମ୍ପଦ ଦେଉନି ସମୃଦ୍ଧି

ଛେଣ୍ଡିପଦା,୧୫ା୧୨(ସ୍ୱ.ପ୍ର.): ପ୍ରାକୃତିକ ସମ୍ପଦର ସଦ୍‌ବିନିଯୋଗ ସମୃଦ୍ଧିର ଦ୍ୱାର ଉନ୍ମୁକ୍ତ କରେ। ଲୋକଙ୍କ ଆର୍ଥିକ ଅଭିବୃଦ୍ଧିକୁ ଏହା ବଳ ଯୋଗାଏ। କିନ୍ତୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ୬ଟି ପଞ୍ଚାୟତ ବସନ୍ତପୁର, ମାଛକୁଟା, ପାତ୍ରପଡ଼ା, ଶିମିଳିପାଳ, ରାଇଝରଣ ଓ କଙ୍କରେଇବାସୀଙ୍କ କ୍ଷେତ୍ରରେ...

ଜଗା ପାଇଁ ଉଚ୍ଛନ୍ନ ଜନମନ

ଅନୁଗୋଳ ଅଫିସ, ୧୪।୧୨:  ଆସନ୍ତା ୨୩ ତାରିଖରେ ଭକ୍ତଙ୍କ ପାଇଁ ବଡ଼ଦେଉଳ ଦ୍ୱାର ଖୋଲିବାକୁ ଛତିଶାନିଯୋଗ ବୈଠକରେ ଆଲୋଚନା ହୋଇଥିବା ଶ୍ରୀମନ୍ଦିର ପ୍ରଶାସନ କହିବା ପରେ ଆଉ ସମ୍ଭାଳି ହେଉନି ଶ୍ରଦ୍ଧାଳୁଙ୍କ ମନ। ଦୀର୍ଘ ୯ ମାସ ହେଲା ଜଗା...

ପର ଘର ପ୍ରତିବନ୍ଧକ

ବଇଣ୍ଡା,୧୨ା୧୨: ମା’ ପେଟରେ ଥିବା ପିଲାଟି ଯେପରି ଅପପୁଷ୍ଟିର ଶିକାର ନ ହେବ ଏବଂ ଏକ ସୁରକ୍ଷିତ ଭବିଷ୍ୟତ ଦିଗରେ ଅଗ୍ରସର ହେବ ସେଥିପାଇଁ ଅଙ୍ଗନଓ୍ବାଡି ଉପରେ ଗୁରୁ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ସରକାର। କିନ୍ତୁ ଏହି ମହତ୍‌ ଉଦ୍ଦେଶ୍ୟ...

ଶେଷ ହେଉନି ସମ୍ପ୍ରସାରଣ

ଅନୁଗୋଳ ଅଫିସ, ୧୧।୧୨: କେନ୍ଦ୍ରାଞ୍ଚଳ ଦେଇ ପୂର୍ବରୁ ପଶ୍ଚିମ ଓଡ଼ିଶାକୁ ଯୋଡ଼ୁଥିବା ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣରେ ଅହେତୁକ ବିଳମ୍ବ ହେଉଛି। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଏହି କାର୍ଯ୍ୟ ଠିକାସଂସ୍ଥା ଗାୟତ୍ରୀ ପ୍ରୋଜେକ୍ଟକୁ ଦିଆଯାଇଛି।...

ପଲିଥିନ ବ୍ୟାନ୍‌ ପ୍ରହସନ

ଅନୁଗୋଳ ଅଫିସ, ୧୦।୧୨: ଅନୁଗୋଳ ସହରକୁ ପଲିଥିନ ମୁକ୍ତ କରିବାକୁ ଗତବର୍ଷ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। ୨୦୧୯ ଅକ୍ଟୋବର ୨ରୁ ଏହି ନିୟମକୁ ସହରରେ ଲାଗୁ କରାଯାଇଥିଲା। ବେଆଇନ କାରବାର ହେଲେ ଦୋକାନୀଙ୍କ ଉପରେ ଚଢ଼ାଉ ସହ ଜରିମାନା...

ଫାଇନ୍‌ରେ ନ ଅଟକୁ ଆଇନ

ଅନୁଗୋଳ ଅଫିସ, ୯ା୧୨ – ରାଜ୍ୟରେ କ୍ରମାଗତ ଭାବେ ବଢ଼ୁଛି ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ହାର। ୨୦୧୯ ବର୍ଷରେ ମୋଟ୍‌ ୧୧,୦୬୪ଟି ଦୁର୍ଘଟଣା ଘଟିଛି। ୫,୩୩୩ ଜଣ ଏହାର ଶିକାର ହୋଇଥିବାବେଳେ କେବଳ ୨,୩୯୮ ବାଇକ୍‌ ଆରୋହୀଙ୍କ...

ସୁରକ୍ଷା ଦିଆ ନ ଗଲେ ସଫା ହୋଇଯିବ

ବଇଣ୍ଡା,୮।୧୨(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଚାରଖମଣ ଜଙ୍ଗଲରୁ ଚାଲିଛି କାଠ ଚୋରା ଚାଲାଣ। ଗତ ୩ ମାସ ମଧ୍ୟରେ ଚୋରା ବେପାରୀମାନେ ୭୮୦ ଗଛ କାଟି ନେଇଛନ୍ତି। ତେଣୁ ସୁରକ୍ଷା ଦିଆ ନ ଗଲେ ଏହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri