ଅନୁଗୋଳ

ଏମ୍‌ସିଏଲ୍‌ ସିଏମ୍‌ଡି ପୁରସ୍କୃତ

ତାଳଚେର,୨୨।୧୦(ମନୋଜ ନନ୍ଦ): ସୁରକ୍ଷା ପରିଚାଳନା କ୍ଷେତ୍ରରେ ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇ ମହାନଦୀ କୋଲ୍‌ଫିଲ୍ଡସ ଲିମିଟେଡର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଓ. ପି. ସିଂଙ୍କୁ ସମ୍ମାନଜନକ ‘ଆପେକ୍ସ ଇଣ୍ଡିଆ ଭିଜନାରୀ ଲିଡର୍‌ ଆୱାର୍ଡ- ୨୦୨୩’ ପ୍ରଦାନ କରାଯାଇଛି। ଏଥିସହ...

ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ

ବଅଁରପାଳ,୨୧ା୧୦(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସଭାଘର ଓ ବଉଳିଗଡ଼ଠାରେ ଅନୁଗୋଳ ଜିଲା ଶ୍ରମ କାର୍ଯ୍ୟାଳୟ ଓ ଜିଲା ପ୍ରଶାସନ ପକ୍ଷରୁ ନିର୍ମାଣ ଶ୍ରମିକଙ୍କୁ ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅନୁଗୋଳ...

ବାଇକ୍‌ରେ ଚାଲାଣ ହେଉଛି ବିଦେଶୀ ମଦ

ବଇଣ୍ଡା,୧୯।୧୦(ପରିକ୍ଷିତ ସାହୁ)ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା ଅଞ୍ଚଳରେ ଥିବା ଏକ ବିଦେଶୀ ମଦ ଦୋକାନରୁ ବାଇକ୍‌ ଯୋଗେ ଗ୍ରାମାଞ୍ଚଳକୁ ପେଟି ପେଟି ମଦ ଚାଲାଣ କରାଯାଉଥିବା ଅଭିଯୋଗ ହେଉଛି। ପ୍ରତ୍ୟେକ ଦିନ ଏହି କାରବାର ଚାଲୁଥିଲେ ମଧ୍ୟ...

ଠେଙ୍ଗାରେ ପିଟିପିଟି ମାରିଦେଲେ

ଅନୁଗୋଳ,୧୮।୧୦(ଅମିତ କୁମାର ସାମଲ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା କୋଠଭୂଇଁ ଗ୍ରାମରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଯୁବକ ସଚିତା ଭୋଇ (୨୩)ଙ୍କୁ ଖୁଣ୍ଟରେ ବାନ୍ଧି ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି...

ବଇଣ୍ଡାରେ ପୁଣି ଭାଙ୍ଗିଲା ଡ୍ରେନ

ବଇଣ୍ଡା,୧୬।୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍‌ ଗୁଡିକ ଅତି ନିମ୍ନମାନର ହେଉଥିବା ଯୋଗୁ ଏବେ ବିଭିନ୍ନ ସ୍ଥାନରେ ଭାଙ୍ଗିଯାଉଛି। ଫଳରେ ଉକ୍ତ ଡ୍ରେନ୍‌ ଗୁଡିକର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।...

୬ ମାସ ଗଲାନି, ଭାଙ୍ଗିଗଲା ଡ୍ରେନ୍‌

ବଇଣ୍ଡା,୧୩ା୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍‌ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଆବଶ୍ୟକ ପରିମାଣର ଲୁହାରଡ୍‌ ଦିଆଯାଇ ନ ଥିବା ଯୋଗୁ କେତେକ ସ୍ଥାନରେ ଡ୍ରେନ ଭାଙ୍ଗିବା ଆରମ୍ଭ କଲାଣି।...

୨୦ ତାରିଖ ସୁଦ୍ଧା ନିର୍ଦ୍ଧାରଣ ହେବ ଭଡ଼ା

ତାଳଚେର,୧୧।୧୦ (ମନୋଜ ନନ୍ଦ): ତାଳଚେରରେ କୋଇଲା ପରିବହନ ଓ ଟ୍ରକ୍‌ର ଉଚିତ ଭଡ଼ାକୁ ନେଇ ସ୍ଥାନୀୟ ଉପଜିଲାପାଳ ମନୋଜ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ,...

୧୧ରୁ ବିଦ୍ୟାଳୟ ଖୋଖୋ ପ୍ରତିଯୋଗିତା

ଅନୁଗୋଳ,୧୦।୧୦(ଅମିତ କୁମାର ସାମଲ): ଅନୁଗୋଳ ଫରେଷ୍ଟ ରେଞ୍ଜର ଟ୍ରେନିଂ କଲେଜ ପଡ଼ିଆରେ ଆସନ୍ତା ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ବିଦ୍ୟାଳୟ ଖୋଖୋ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ରାଜ୍ୟର ବିଭିନ୍ନ ଜିଲାରୁ ୧୮ଶହ ଛାତ୍ରୀଛାତ୍ରଙ୍କ ସହ ଅଫିସିଆଲ୍‌ ଯୋଗଦେବାର...

୧୨ ଘଣ୍ଟିଆ  ତାଳଚେର ବନ୍ଦ

ତାଳଚେର,୧୦।୧୦(ମନୋଜ ନନ୍ଦ): ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ମଙ୍ଗଳବାର ୧୨ ଘଣ୍ଟିଆ  ତାଳଚେର ବନ୍ଦ ପାଳନ କରାଯାଇଛି। କ୍ରିୟାନୁଷ୍ଠାନ କମିଟି  ପକ୍ଷରୁ ଆହୂତ ଏହି ବନ୍ଦକୁ କଂଗ୍ରେସ,  ଆମ୍‌ ଆଦ୍‌ମୀ ପାର୍ଟି ସମେତ ବିଭିନ୍ନ  ଅନୁଷ୍ଠାନ  ପକ୍ଷରୁ ସମର୍ଥନ ...

ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବେଳେ ଯୁବକଙ୍କ ଗଳାକାଟି ହତ୍ୟା

ଅନୁଗୋଳ,୯ା୧୦(ଅମିତ କୁମାର ସାମଲ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଓଲାବିର ଗାଁରେ ରବିବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛ। ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବେଳେ ଜଣେ ଯୁବକଙ୍କ ବେକକୁ କେହି ଦୁର୍ବୃତ୍ତ ଆକ୍ରମଣ କରି ହତ୍ୟା କରିଛି।...

ବିପଦ ସଙ୍କେତ ଉପରେ ଜଳସ୍ତର

କଣିହାଁ, ୭ା୧୦ (ସଚ୍ଚିଦାନନ୍ଦ ପ୍ରଧାନ): କଣିହାଁ ବ୍ଲକ ସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମରୁ ଗୁରୁବାର ସାରୁ ୮ ନମ୍ବର ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏ ସମ୍ପର୍କରେ ଡ୍ୟାମ୍‌ ଡିଭିଜନର ଯନ୍ତ୍ରୀ ଶଙ୍କରାନନ୍ଦ ରଣା କହିଛନ୍ତି,...

୧୦ରେ ତାଳଚେର ବନ୍ଦ ଡାକରା

ତାଳଚେର, ୫ା୧୦ (ମନୋଜ ନନ୍ଦ)ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ଆସନ୍ତା ୧୦ ତାରିଖ ଦିନ ତାଳଚେରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯିବ ବୋଲି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଉପଜିଲାପାଳଙ୍କୁ ପ୍ରଦାନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri