ଅନୁଗୋଳ

ସପକ୍ଷରେ ୨୧, ବିପକ୍ଷରେ ୮ ଗାଁ

ବଇଣ୍ଡା, (ପରିକ୍ଷିତ ସାହୁ ) ୩ା୯: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ଧଉରାଗୋଠ ବାରବାଙ୍କିଆ ନାଳଠାରେ ହେବାକୁ ଥିବା ମଧ୍ୟମ ଜଳସେଚନ ପ୍ରକଳ୍ପର ସ୍ଥିତି ଏଯାଏ ସ୍ପଷ୍ଟ ହୋଇପାରି ନାହିଁ। ଏହି ପ୍ରକଳ୍ପକୁ ଆଠମଲ୍ଲିକ ଓ କିଶୋରନଗର ବ୍ଲକର ୨୧ ଖଣ୍ଡ...

ଟ୍ରକ ସହ ମୁହାଁମୁହିଁ: ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଖସିଲା ବସ୍‌

ଛେଣ୍ଡିପଦା,୨ା୯(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ତୁକୁଡ଼ା ଗ୍ରାମ ନିକଟ ଦେଇ ଯାଇଥିବା ଅନୁଗୋଳ – ସମ୍ବଲପୁର ୫୫ନଂମ୍ବର ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଖସିପଡ଼ିଛି। ତେବେ ଏହି ଦୁର୍ଘଟଣାରୁ ୪୦ ଜଣରୁ...

ରାତି ଦେଖିଲା ଅନୁଗୋଳ ବଜାର

ଅନୁଗୋଳ ଅଫିସ, ୨ା୯ – ଗତ ୫ ମାସ ହେଲା ବାରମ୍ବାର ଶଟ୍‌ଡାଉନ୍‌, ଲକ୍‌ଡାଉନ୍‌ ଓ କର୍ଫ୍ୟୁ ପରେ ମଙ୍ଗଳବାରଠାରୁ ଅନୁଗୋଳରେ ସ୍ବାଭାବିକ ହୋଇଛି ବ୍ୟବସାୟ ବାଣିଜ୍ୟ। ପୂର୍ଣ୍ଣକାଳୀନ ଦୋକାନ ଖୋଲାଯାଇଥିବା ବେଳେ ରାତି ଦେଖିଛି ଅନୁଗୋଳ ବଜାର। ସରକାରଙ୍କ...

ମଉଳୁଛି କୁମ୍ଭକାରଙ୍କ ଆଶା

ବଅଁରପାଳ,୧ା୯(ଡି.ଏନ.ଏ.) – ଖରା ହେଉ କି ବର୍ଷା, ସର୍ବଦା ଚଳଚଞ୍ଚଳ ଥାଏ କୁମ୍ଭାରଶାଳ। ବର୍ଷକ ବାର ମାସ ମାଟି ସାମଗ୍ରୀ ବିକି ଭଲ ଆୟ କରନ୍ତି କୁମ୍ଭକାରମାନେ। ବିଶେଷକରି ଭାଦ୍ରବ ମାସରୁ ଆରମ୍ଭ ହେଉଥିବା ପୂଜା ଋତୁରେ ବିଭିନ୍ନ ଦେବଦେବୀଙ୍କ...

ନାଳରେ ଭାସୁଥିଲେ ଅଜଣା ଯୁବତୀ, ଗଳା କାଟି ହତ୍ୟା ସନ୍ଦେହ

ମାଧପୁର,୩୧।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ଟୁସର ପଞ୍ଚାୟତ କିଆକଟା ରେଢାଖୋଲ ବୋର୍ଡର ଓରଡା କେରାଣ୍ଡି ନାଳରେ ସୋମବାର ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଦେଖିବାକୁ ମିଳିଛି । ଏହି ମୃତଦେହଟି ନାଳ ପାଣିରେ ଭାସି ଆସିଥିବା ସନ୍ଦେହ...

ଅଭିବୃଦ୍ଧିରେ ସହାୟକ ହେବ ଆବର୍ଜନା

ଅନୁଗୋଳ ଅଫିସ, ୩୧ା୮: କରୋନା କଟକଣା ମଧ୍ୟରେ ସୋମବାର ସ୍ବାୟତ୍ତ ଶାସନ ଦିବସ ପାଳିବ ଅନୁଗୋଳ ପୌରପାଳିକା। ଏଥିପାଇଁ ବିଭିନ୍ନ ପ୍ରକାର ପ୍ରସ୍ତୁତି କରାଯାଇଛି। ନିରାଡମ୍ବର ଭାବେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଅବସରରେ ଚଳିତବର୍ଷ ପୌରପାଳିକାର ୩ଟି ମାଇକ୍ରୋ କମ୍ପୋଷ୍ଟିଂ...

ପୀଡ଼ା ଭୋଗୁଛନ୍ତି ପ୍ରାଣୀଧନ

ବଇଣ୍ଡା, (ପରିକ୍ଷିତ ସାହୁ) ୩୦ା୮: କୃଷି ଅର୍ଥନୀତିର ପ୍ରମୁଖ ଅଙ୍ଗ ପ୍ରାଣୀ ସମ୍ପଦ। ଗୃହପାଳିତ ପ୍ରାଣୀଙ୍କ ଉପରେ ନିର୍ଭର କରେ ଚାଷୀଙ୍କ ସମୃଦ୍ଧି। ସେଥିପାଇଁ ଚାଷ ସହିତ ପଶୁପାଳନକୁ ଦିଆଯାଉଛି ଗୁରୁତ୍ୱ। ଏହାକୁ ଠିକଣା ଢଙ୍ଗରେ କାର୍ଯ୍ୟକାରୀ କରିବାକୁ ଅନେକ...

ଅନୁମୋଦନରେ ବିଳମ୍ବ କରୁଛି ତାମଡ଼ା

ଅନୁଗୋଳ ଅଫିସ, ୨୯ା୮ ଜମି କିସମ ପରିବର୍ତ୍ତନ ପାଇଁ ଆସୁଥିବା ଫାଇଲ ପଡ଼ିରହୁଛି। ଏହାକୁ ମାସେ ମଧ୍ୟରେ ଅନୁମୋଦନ ଦେବାର ନିୟମ ରହିଥିଲେ ବି ତାହାକୁ ପାଳନ କରାଯାଉ ନାହିଁ। ଦୁର୍ନୀତିକୁ ପ୍ରଶ୍ରୟ ଦେବାକୁ ତାଳଚେର-ଅନୁଗୋଳ-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ (ତାମଡା)...

ରେଙ୍ଗାଳି ଡ୍ୟାମର ୩ଗେଟ ଖୋଲିଲା

କଣିହାଁ,୨୭।୮(ଡି.ଏନ୍‌.ଏ): ରାଜ୍ୟରେ ଗତ କିଛି ଦିନରୁ ଲଗାତର ଭାବେ ପ୍ରବଳ ବର୍ଷା ଜାରି ରହିଛି। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ତଳିଆ ଅଞ୍ଚଳ ଏବେ ଜଳମଗ୍ନ ହୋଇପଡ଼ିଛି। ଇତିମଧ୍ୟରେ କଣିହାଁ ବ୍ଲକ ସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମରୁ ବନ୍ୟାଜଳ...

୨ ରହୁଛି ଖୋଲା, ୫ରେ ତାଲା

ବଇଣ୍ଡା,(ପରିକ୍ଷିତ ସାହୁ) ୨୭ା୮:  ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ହୋମିଓପ୍ୟାଥି ଓ ଆୟୁର୍ବେଦ ଚିକିତ୍ସାସେବା। ଉପଖଣ୍ଡର ଆଠମଲ୍ଲିକ ଓ କିଶୋରନଗର ବ୍ଲକର ଜଙ୍ଗଲ ଅଧ୍ୟୁଷିତ ୭ ପଞ୍ଚାୟତର ୪୦ ଗ୍ରାମବାସୀଙ୍କୁ ତ୍ୱରିତ ଚିକିତ୍ସା ସୁବିଧା ଯୋଗାଇ ଦେବା...

ଟ୍ୟାକ୍ସ ଛୁଇଁପାରୁନି ଟାର୍ଗେଟ୍‌

ଅନୁଗୋଳ ଅଫିସ, ୨୬।୮ – ପ୍ରତି ଆର୍ଥିକ ବର୍ଷରେ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ଟ୍ୟାକ୍ସ ଟାର୍ଗେଟ୍‌କୁ ଅନୁଗୋଳ ପୌରପାଳିକା ପୂରଣ କରିପାରୁ ନାହିଁ। ବିଶେଷକରି ହୋଲ୍ଡିଂ ଟ୍ୟାକ୍ସ ଆଦାୟ ଶତପ୍ରତିଶତ ହୋଇପାରୁ ନ ଥିବାରୁ ଉକ୍ତ ଧାର୍ଯ୍ୟଲକ୍ଷ୍ୟ ଛୁଇଁବା ଅସମ୍ଭବ...

ଅର୍ଥ ଅଛି, ଅନୁମତି ନାହିଁ

ବଇଣ୍ଡା, ୨୫ା୮(ଡି.ଏନ୍‌.ଏ.)ବହୁ ଆପତ୍ତି ଅଭିଯୋଗ ପରେ ୨ ବ୍ଲକକୁ ଯୋଡ଼ୁଥିବା ୯.୪ କିଲୋମିଟର ସଡ଼କକୁ ପକ୍କା କରିବା ପାଇଁ ସରକାର ଅର୍ଥ ଯୋଗାଇ ଦେଇଛନ୍ତି। ପୂର୍ତ୍ତ ବିଭାଗ ପକ୍ଷରୁ ଏ ନେଇ ଟେଣ୍ଡର ମଧ୍ୟ କରାଯାଇଛି। ହେଲେ କୋଭିଡ୍‌ କଟକଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri