ଅନୁଗୋଳ

୪୦ ଜଣଙ୍କ ନାମରେ ମାମଲା, ୪ ଅଟକ

ବଇଣ୍ଡା, ୧୨ା୬(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳରେ ଗତ ରବିବାର ରାତିରେ ପରକୀୟା ପ୍ରୀତି ବୋଲି କହି ଜଣେ ମହିଳାଙ୍କୁ ହଣ୍ଡପା ଥାନା ଅଞ୍ଚଳର ଯୁବକଙ୍କ ସହ ବିବାହ କରାଇଦେବା ଘଟଣା ଏବେ ଥାନାରେ...

ହାତୀ ସହ ମୁହାଁମୁହିଁ ଏଡ଼ାଇବ ମୋବାଇଲ ଆପ୍‌

ଅନୁଗୋଳ ଅଫିସ, ୧୨।୬ – ଜଙ୍ଗଲ ମଧ୍ୟରେ କ’ଣ ଘଟୁଛି, କେଉଁ ହିଂସ୍ରଜନ୍ତୁ ଜନବସତିର କେତେ ନିକଟରେ ଅଛନ୍ତି, କେଉଁଠି କାହା ପାଇଁ କିଛି ବିପଦ ଆଶଙ୍କା ରହିଛି କି ନାହିଁ, ଏହା ଏବେ ସିଧାସଳଖ ଜାଣିପାରିବେ ବନ ବିଭାଗ...

ବେଡ୍‌ ଛାଡ଼ି ଦୌଡ଼ି ପଳାଇଲେ ରୋଗୀ

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ରୋଗୀ ଗୁରୁବାର ହଠାତ୍‌ ବେଡ୍‌ ଛାଡ଼ି ବଜାରକୁ ଦୌଡ଼ି ପଳାଇବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ଉପସ୍ଥିତ ଥିବା ସୁରକ୍ଷା କର୍ମୀ ତାଙ୍କୁ କାବୁ କରିବା ପରେ...

ସୁରକ୍ଷାକର୍ମୀ ନିୟୋଜିତ କରୁନି ଠିକାସଂସ୍ଥା  

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁରକ୍ଷା କର୍ମୀ ନିୟୋଜିତ କରିବାକୁ ଏକ ଠିକାସଂସ୍ଥା ଦୁଇବର୍ଷ ତଳୁ ଟେଣ୍ଡର ନେଇଥିଲେ ବି ଏଯାଏ ଜଣକୁ ହେଲେ ନିଯୁକ୍ତି ଦେଇନାହିଁ। ଫଳରେ ନିଜ ତରଫରୁ ସୁରକ୍ଷା କର୍ମୀ ମୁତୟନ...

ଅନୁଗୋଳରେ ୬ କରୋନା ପଜିଟିଭ୍‌ ଚିହ୍ନଟ

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ଏକ ଅସ୍ଥାୟୀ ମେଡିକାଲ ସେଣ୍ଟରରୁ ଗୁରୁବାର ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ତାମିଲନାଡ଼ୁ ଫେରନ୍ତା ହୋଇଥିବାବେଳେ ବୟସ ୨୦ ରୁ ୪୪ ବର୍ଷ ମଧ୍ୟରେ...

ବ୍ରିଜ୍‌ ଉପରୁ ଖସିପଡ଼ିଲା ଟ୍ରାକ୍ଟର

ବଅଁରପାଳ,୧୧।୬: ବଅଁରପାଳ ନାଲାଜ ଥାନା କନ୍ୟାବେଡ଼ ଗାଁ ନିକଟରେ ଥିବା ରେଲଓ୍ବେ ବ୍ରିଜ୍‌ ଉପରୁ ଗୁରୁବାର ଏକ ଟ୍ରାକ୍ଟର ତଳକୁ ଖସିପଡ଼ିଛି। ଫଳରେ ଟ୍ରାକ୍ଟରରେ ଥିବା ଜଣେ ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଶ୍ରମିକଙ୍କ ଏଯାଏଁ ପରିଚୟ ମିଳିପାରିନାହିଁ।...

ଆସୁଛି ମୌସୁମୀ, ଆସିନି ବିହନ  

ବଅଁରପାଳ,୧୦ା୬(ଡି.ଏନ.ଏ.)- ମୌସୁମୀ ଆସୁଥିବା ବେଳେ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଗଲାଣି। ଏହାକୁ ଲକ୍ଷ୍ୟ କରି ଖରିଫ ଚାଷ ପାଇଁ ଚାଷୀମାନେ ପ୍ରସ୍ତୁତ ହେଲେଣି। ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅଞ୍ଚଳର ଚାଷୀମାନେ ଅକ୍ଷୟ ତୃତୀୟା ଠାରୁ ଧାନ...

ରାଷ୍ଟ୍ରାୟତ୍ତ ଉଦ୍ୟୋଗକୁ ସୁରକ୍ଷା: ଭାରତୀୟ ମଜଦୁର ସଂଘ ପକ୍ଷରୁ ବିକ୍ଷୋଭ

ବଅଁରପାଳ,୧୦।୬(ଡି.ଏନ୍‌.ଏ.): ଲାଭଦାୟକ ସଂସ୍ଥା ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କମ୍ପାନୀଗୁଡ଼ିକୁ କେନ୍ଦ୍ର ସରକାର ଘରୋଇକରଣ କରିବା ପାଇଁ ମସୁଧା କରୁଛନ୍ତି। ଏହାର ବିରୋଧରେ ଭାରତୀୟ ମଜଦୁର ସଂଘ ପକ୍ଷରୁ ବୁଧବାର ବିକ୍ଷୋଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଅନୁଗୋଳ ଜିଲା ନାଲ୍‌କୋ ଆଲୁମିନିୟମ...

ନାମ ଲେଖା ନେଇ ବଢ଼ୁଛି ଚିନ୍ତା

ଅନୁଗୋଳ ଅଫିସ, ୧୦।୬ – ଜୁନ୍‌ ୮ରୁ ଜୁଲାଇ ୧୫ ମଧ୍ୟରେ ସରକାରୀ ସ୍କୁଲଗୁଡ଼ିକରେ ନାମ ଲେଖାଯିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ପରେ ଏବେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅନୁଗୋଳ ଜିଲା ଶିକ୍ଷା ଅଧିକାରୀଙ୍କ...

ଯୁବକଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରୀତି: ବନ୍ଧାହେଲେ, ବିବାହ କଲେ

ବଇଣ୍ଡା,୮ା୬(ଡି.ଏନ.ଏ.)- ମିସ୍‌କଲ୍‌ରୁ ମହିଳାଙ୍କ ସହ ପ୍ରେମ ଓ ସ୍ବାମୀ ନ ଥିବା ବେଳେ ରାତିରେ ତାଙ୍କ ଘରେ ପଶିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ରାମବାସୀଙ୍କ ନଜରକୁ ଏହା ଆସିବା ପରେ ଯୁବକ ଜଣକ ବନ୍ଧାହେବା ସହ ସମ୍ପୃକ୍ତା ମହିଳାଙ୍କୁ...

ଅଧା ଶଟର ଖୋଲି ପରସା ଯାଉଛି ଖାଦ୍ୟ  

ଅନୁଗୋଳ ଅଫିସ, ୮।୬- ଅନୁଗୋଳରେ କୋଭିଡ୍‌ କଟକଣା ମାନୁନାହାନ୍ତି କେତେଜଣ ବ୍ୟବସାୟୀ। ଏହାର ମାଳ ମାଳ ଉଦାହରଣ ଥିଲେ ବି ସୋମବାର ରାତିରେ ପୌରପାଳିକାର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ଅମଲାପଡ଼ାର ଏକ ସାଉଥ୍‌ଇଣ୍ଡିଆନ ହୋଟେଲ ବ୍ୟବସାୟୀଙ୍କୁ ଧରିଛନ୍ତି।...

ପୁରୁଣା ଟଙ୍କା ଧରି ଜିଲା କାର୍ଯ୍ୟାଳୟରେ ଭିନ୍ନକ୍ଷମ  

ଅନୁଗୋଳ ଅଫିସ, ୮।୬- ସୋସିଆଲ ମିଡିଆରେ ବୁଲୁଥିବା ଏକ ଗୁଜବକୁ ଜାଣି ନ ପାରି ଅଧିକ ଅର୍ଥ ପାଇବା ଆଶାରେ ଅନୁଗୋଳ ଜିଲା ମୁଖ୍ୟ କାର୍ଯ୍ୟାଳୟକୁ ସୋମବାର ଧାଇଁ ଆସିଥିବା ବଅଁରପାଳ ବ୍ଲକ କୁଶପଙ୍ଗି ଗାଁର ଭିନ୍ନକ୍ଷମ ଅରବିନ୍ଦ ନାଏକ(୪୮)ଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri