ଅନୁଗୋଳ

୨୨୨ ଛାତ୍ରୀଛାତ୍ରଙ୍କୁ ୫ ଶିକ୍ଷକ

ବଇଣ୍ଡା,୩।୯(ପରିକ୍ଷିତ ସାହୁ)ଶିକ୍ଷାର ବିକାଶ ପାଇଁ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଅନେକ ପୁରୁଣା ବିଦ୍ୟାଳୟରେ ବହୁ ସମସ୍ୟା ଲାଗି ରହିଥିବା ବେଳେ ଏହାର ସମାଧାନ କରାଯାଉନାହିଁ। କେଉଁଠି ଶିକ୍ଷକ ଅଭାବ ତ ଆଉ କେଉଁଠି ଶ୍ରେଣୀ ଗୃହ...

ସ୍ବଚ୍ଛ ବାୟୁ ସର୍ବେକ୍ଷଣରେ ଅନୁଗୋଳ ଦେଶରେ ତୃତୀୟ

ଅନୁଗୋଳ, ୩।୯(ଅମିତ କୁମାର ସାମଲ)କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ କରାଯାଇଥିବା ସ୍ବଚ୍ଛ ବାୟୁ ସର୍ବେକ୍ଷଣରେ ଅନୁଗୋଳ ପୌରପାଳିକା ଦେଶରେ ତୃତୀୟ ସ୍ଥାନ ଅଧିକାର କରିଛି। ଆସନ୍ତା ୭ ତାରିଖରେ ମଧ୍ୟପ୍ରଦେଶସ୍ଥିତ ଭୋପାଳର କୁଶବାହୁ ଠାକ୍‌ରେ ହଲ୍‌ରେ ଜଙ୍ଗଲ...

ବିଧାୟକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୋମା

ତାଳଚେର,୨ା୯(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଭରତପୁରସ୍ଥିତ କାର୍ଯ୍ୟାଳୟ ସମ୍ମୁଖରୁ ଶୁକ୍ରବାର ବିକ୍ରମପୁର ପୋଲିସ ଏକ ବୋମା ଉଦ୍ଧାର କରିଛି। ସୂଚନା ଅନୁସାରେ, ସକାଳେ ବିଧାୟକଙ୍କ କେତେଜଣ ସହଯୋଗୀ ଭରତପୁରସ୍ଥିତ କାର୍ଯ୍ୟାଳୟ ସମ୍ମୁଖରେ ଏକ ବୋମା...

ବିଧାୟକ ବ୍ରଜକିଶୋର ପ୍ରଧାନଙ୍କୁ ବମ୍‌ ଲଗାଇ ଉଡ଼ାଇ ଦେବାକୁ ଯୋଜନା

ତାଳଚେର,୧ା୯(ମନୋଜ ନନ୍ଦ): ତାଳଚେର ବ୍ଲକ ଅନ୍ତର୍ଗତ ନନ୍ଦିରା ଛକସ୍ଥିତ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ କାର୍ଯ୍ୟାଳୟ ଗେଟ୍‌ ନିକଟରେ ଏକ ବମ୍‌ ପଡ଼ିଥିବା ଦେଖିବାକୁ ମିଲିଥିଲା। ଖବର ପାଇ ବିକ୍ରମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ କରିବା ସହିତ ଉକ୍ତ...

ଖଣି କର୍ମଚାରୀଙ୍କ ଘରେ ପଶି ଦୁର୍ବୃତ୍ତ ଲୁଟିନେଲେ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା

ତାଳଚେର,୩୧ା୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଲିୟାରୀ ଥାନା ବଲଣ୍ଡା ଫାଣ୍ଡି ଅଞ୍ଚଳରେ ଦୁର୍ବୃତ୍ତମାନେ ବୁଧବାର ରାତିରେ ଜଣେ ଖଣି କର୍ମଚାରୀଙ୍କ ଘରେ ପଶି ୩୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର ସୁନା ଓ ରୁପା ଗହଣା ନଗଦ ୪ଲକ୍ଷ ୧୦ ହଜାର...

ସ୍ବାଭାବିକ ହେଲା କୋଇଲା ପରିବହନ

ତାଳଚେର,୩୦।୮ (ମନୋଜ ନନ୍ଦ): କୋଇଲା ଟ୍ରକ୍‌ ପରିବହନକୁ ନେଇ ତାଳଚେର -ଛତିଶଗଡ଼ ମଧ୍ୟରେ ଦେଖାଦେଇଥିବା ବିବାଦରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ମଙ୍ଗଳବାର ଏ ନେଇ ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଛି। ପ୍ରକାଶ ଯେ, ତାଳଚେର ଟ୍ରକ୍‌ ମାଲିକ ସଂଘ ଓ...

କୋଇଲା ଖଣି ଖନନକୁ ସମର୍ଥନ

ଅନୁଗୋଳ,୩୦୮(ଅମିତ କୁମାର ସାମଲ): ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍‌ପି)ର ଉତ୍କଳ ବି୧ ଏବଂ ବି୨ କୋଇଲା ଖଣି ପାଇଁ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ପରାମର୍ଶଦାତା କମିଟି ବୈଠକ ମଙ୍ଗଳବାର ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର...

ଜ୍ବାଇଁ ହତ୍ୟାକାରୀ ଶ୍ୱଶୁରଙ୍କୁ ଆଜୀବନ ଜେଲ

ଅନୁଗୋଳ, ୨୯ା୮ (ଅମିତ କୁମାର ସାମଲ): ଅନୁଗୋଳ ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟରେ ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜ୍ୱାଇଁ ଜମେଶ୍ୱର ପୃଷ୍ଟିଙ୍କ ହତ୍ୟା ମାମଲାର ଅଭିଯୁକ୍ତ ରାଧାରମଣପଡ଼ାର ବିପିନ ସାହୁ(୭୦)ଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ...

ସାତକୋଶିଆରୁ ବିସ୍ଥାପନ ସ୍ଥଗିତ

ଅନୁଗୋଳ, ୨୭।୮(ଅମିତ ସାମଲ)ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ବସବାସ କରୁଥିବା ପରିବାର ବିସ୍ଥାପିତ ହେବେନାହିଁ। ବିସ୍ଥାପନ ପ୍ରକ୍ରିୟାରେ ଅନେକ ତ୍ରୁଟିବିଚ୍ୟୁତି ରହିଥିବାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସାମୟିକ ଭାବେ ଏହାକୁ ସ୍ଥଗିତ ରଖାଯାଇଛି। ଏହା ଜଣାପଡ଼ିବା ପରେ ବିସ୍ଥାପିତ ହେବାକୁ...

ଗୌରବ ବଢ଼ାଇଲେ ଓଡ଼ିଆ ବୈଜ୍ଞାନିକ

ଭୁବନ/ତାଳଚେର/କେନ୍ଦୁଝର/ ପଟ୍ଟାମୁଣ୍ଡାଇ/ବ୍ରହ୍ମପୁର, ୨୫।୮(ବିପିନ ବିହାରୀ ସେଠୀ/ମନୋଜ ନନ୍ଦ/ନରେଶ ଚନ୍ଦ୍ର ପଟ୍ଟନାୟକ/କଳ୍ପତରୁ ନାୟକ/ ସ୍ମୃତିରଞ୍ଜନ ମହାଲିକ): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ‘ଚନ୍ଦ୍ରାୟନ-୩’ ମିଶନ ସଫଳ ହେବା ପରେ ଚନ୍ଦ୍ରର ଦକ୍ଷିଣ ମେରୁରେ ୧୪ ଦିନିଆ ଅଭିଯାନ ଆରମ୍ଭ କରିଛି...

ହାତୀ ନେଲା ଦୁଇ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରେ ବସିଲେ ଲୋକେ

ଅନୁଗୋଳ,୨୪ା୮(ଅମିତ କୁମାର ସାମଲ): ହାତୀ ଆକ୍ରମଣରେ ଦୁଇ ଜଣଙ୍କ ଜୀବନ ଯାଇଛି। ମୃତକ ଦ୍ୱୟ ହେଲେ ଅନୁଗୋଳ ବନଖଣ୍ଡ ପାତେଳି ଗାଁର ଶଙ୍କର ବିଶ୍ୱାଳ ଓ ଝିଲି ମାଝି। ତେବେ ପ୍ରତିବାଦରେ ଅନୁଗୋଳ-ବନ୍ତଳା ରାସ୍ତାକୁ ଉତ୍ତ୍ୟକ୍ତ ଲୋକେ ଅବରୋଧ କରିଛନ୍ତି।...

ଶିକ୍ଷାନୁଷ୍ଠାନରେ ଠପ୍‌ ସଂସ୍କୃତ ଶିକ୍ଷା

ବଇଣ୍ଡା,୨୦ା୮(ପରିକ୍ଷିତ ସାହୁ)ଅନୁଗୋଳ ଜିଲା କିଶୋରନଗର ବ୍ଲକ ଉରୁକୁଳା ପଞ୍ଚାୟତ ଠାରେ ଥିବା ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟ (ପର୍ଶୁମାଳ) ନାନା ସମସ୍ୟା ଦେଇ ଗତି କରୁଛି। ଆବଶ୍ୟକ ଶିକ୍ଷକ ନ ଥିବା ଯୋଗୁ ଏଠାରେ ଶିକ୍ଷାଦାନ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି। ଖାଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri