ଅନୁଗୋଳ

କୁମ୍ପି ଭାଙ୍ଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୦ ହଜାର ଟଙ୍କା ଦାନକଲେ ଭଉଣୀ-ଭାଇ

ତାଳଚେର,୧୯ା୪(ନି.ପ୍ର.): କରୋନା ମୁକାବିଲା ପାଇଁ ସାରା ଦେଶ ଆଜି ଏକାଠି ହୋଇଛି । କରୋନା ଯୁଦ୍ଧରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ କରିବା ଲାଗି ପିଏମ୍‌ କେୟାର୍ସ ଫଣ୍ଡ ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଅନେକ ବଦାନ୍ୟ...

କରୋନା ଯୋଦ୍ଧାଙ୍କୁ ମିଳୁନି ଦରମା

ଅନୁଗୋଳ ଅଫିସ, ୧୯।୪ – କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସ୍ତୁତ ଥିବା ୧୦୪ ଜଣ ଆଉଟସୋର୍ସିଂ କର୍ମଚାରୀଙ୍କୁ ୩ ମାସ ହେଲା ଦରମା ମିଳିନାହିଁ। ମେଡିକାଲ କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ କାରଣରୁ ଏହି କରୋନା...

ଏନ୍‌ଟିପିସିରେ ହ୍ରାସ ହେବନି ବିଦ୍ୟୁତ୍‌ ଉତ୍ପାଦନ

ତାଳଚେର,୧୯ା୪(ନି.ପ୍ର.) – ଅନୁଗୋଳ ଜିଲା କଣିହାଁସ୍ଥିତ ଏନ୍‌ଟିପିସି ଉଦ୍ୟୋଗର ବିଦ୍ୟୁତ୍‌ ଉତ୍ପାଦନ ନେଇ ସିଏମ୍‌ଡି ଗୁରୁଦୀପ ସିଂ ଏବଂ ଆଞ୍ଚଳିକ ମୁଖ୍ୟଙ୍କ ମଧ୍ୟରେ ଆଲୋଚନା ହୋଇଛି। କୌଣସି ସ୍ଥିତିରେ ପ୍ଲାଣ୍ଟର ଶକ୍ତି ଉତ୍ପାଦନ ରେ ହ୍ରାସ ଘଟିବାକୁ ଦିଆଯିବ ନାହିଁ...

ବିତରଣରେ ହେରଫେର ଅଭିଯୋଗ

ଅନୁଗୋଳ ଅଫିସ, ୧୯।୪ – ଅନୁଗୋଳ ଜିଲା ଛେଳିଆପଡ଼ାସ୍ଥିତ ଖାଉଟି ଦ୍ରବ୍ୟ ବିତରକ ଜନ୍ମେଜୟ ସାହୁ (ଡିଲର ନମ୍ବର- ୦୧୦୧ପି୦୬୦) ୩ ମାସର ରାଶନ ସାମଗ୍ରୀ ଲୋକଙ୍କୁ ଦେଉ ନ ଥିବା ଅଭିଯୋଗ ହୋଇଛି। କିରୋସିନର ସରକାରୀ ମୂଲ୍ୟ ୪୧...

ବଳାତ୍କାରୀଙ୍କୁ ୭ ବର୍ଷ ଦଣ୍ଡାଦେଶ

ତାଳଚେର,୧୮ା୪(ନି.ପ୍ର)- ଏକ ବଳାତ୍କାର ମାମଲାର ବିଚାର କରି ତାଳଚେର ଅତିରିକ୍ତ ଜିଲା ଦୌରାଜଜ୍‌ ଅମୃତ ରଞ୍ଜନ ନନ୍ଦ ମଙ୍ଗଳବାର ଖମାର ଉପଖଣ୍ଡ ବଡ଼ଗୁଣ୍ଡୁ ଗ୍ରାମର ସାଲୁକା ବାଇପେଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ ସଶ୍ରମ କାରାଦଣ୍ଡା ଦେଶ...

କରୋନା ନିୟମ କଡ଼ାକଡ଼ି ପାଳନ କର

ଅନୁଗୋଳ ଅଫିସ, ୧୮।୪ – ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟିର ଏକ ସ୍ବତନ୍ତ୍ର ବୈଠକ ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ମନୋଜ କୁମାର ମହାନ୍ତି ଅଧ୍ୟକ୍ଷତା କରି ଚଳିତ ଗ୍ରୀଷ୍ମ ସମୟରେ ଜଳକ୍ଳିଷ୍ଟ...

ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ନାହିଁ

ଅନୁଗୋଳ ଅଫିସ, ୧୮।୪ – ଶୁକ୍ରବାର ଥିଲା ପ୍ରବାଦ ପୁରୁଷ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ। କରୋନା କଟକଣା ପାଇଁ ଅନୁଗୋଳ ବିଜେଡି ପକ୍ଷରୁ ଏହାକୁ ପାଳନ କରାଯାଇ ନାହିଁ। ହେଲେ ଏହି ଅବସରରେ ଦଳ ପକ୍ଷରୁ ଏକ ରକ୍ତଦାନ ଶିବିରର...

ମାହେଶ୍ୱରୀ ରାଇସ ମିଲ ଦେଲା ୧୦ ହଜାର

ମାଧପୁର, ୧୭ା୪- କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ମାହେଶ୍ୱରୀ ରାଇସ ମିଲ୍ ତରଫରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି । ମିଲର ମ୍ୟାନେଜିଂ ଡାଇରେକ୍ଟର ଚିତ୍ତରଞ୍ଜନ ମେହେର ଉକ୍ତ...

ଟ୍ରକ ଧକ୍କାରେ ଗଲା ଜୀବନ

ବଅଁରପାଳ, ୧୭ା୪(ଡି.ଏନ.ଏ.)- ବଅଁରପାଳ ଥାନା ୧୪୯ ନଂ. ଜାତୀୟ ରାଜପଥର ବଅଁରପାଳ ଓଭରବ୍ରିଜ ନିକଟରେ ଏକ ଟ୍ରକ ଧକ୍କାରେ ଶୁକ୍ରବାର ଜଣଙ୍କ ମୃତ୍ୟୁ ଘଟିଛି । ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ତାଳଚେର ବଡଦାଣ୍ଡସାହିର ଅଶୋକ ଦାସ...

ସ୍ବାସ୍ଥ୍ୟ କ୍ୟାମ୍ପରେ ୫୦ ଜଣଙ୍କ ସ୍ବାବ ସଂଗ୍ରହ

ବଇଣ୍ଡା, ୧୭ା୪(ଡି.ଏନ.ଏ.)- କରୋନା ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ନମୁନା ସଂଗ୍ରହ ଓ ପରୀକ୍ଷାକୁ ବ୍ୟାପକ କରିବାକୁ ବିଭିନ୍ନ ସ୍ଥାନରେ ଅସ୍ଥାୟୀ ସ୍ବାସ୍ଥ୍ୟ କ୍ୟାମ୍ପ କରାଯାଇଛି। କିଶୋରନଗରରେ ବ୍ଲକ ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟଠାରେ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକ୍ୟାମ୍ପରେ ଅନୁଗୋଳ...

ରୋଷେଇ ନିଆଁରୁ ଘର ଜଳିଗଲା

କଣିହାଁ, ୧୭ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ କମରେଇ ପଞ୍ଚାୟତ ଜୁଲିବନ୍ଧ ଗ୍ରାମରେ ଅଗ୍ନିକାଣ୍ଡରେ ଚିତ୍ରା ସାହୁଙ୍କ ଚାଳଘର ସମ୍ପୂର୍ଣ୍ଣ ଜଳିଯାଇଛି । ଏଥିରେ ଘରେ ଥିବା  ସମସ୍ତ ଆସବାବ ପତ୍ର, ଖାଦ୍ୟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି ।...

ଉଦ୍‌ଘାଟନ ପୂର୍ବରୁ ସମୀକ୍ଷା: ଅନୁଗୋଳ କୋଭିଡ-୧୯ ହସ୍ପିଟାଲ ଭିତ୍ତିଭୂମି, ପ୍ରସ୍ତୁତି ବୁଲି ଦେଖିଲେ ୫-ଟି ସଚିବ

ତାଳଚେର,୧୭।୪(ନି.ପ୍ର.): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ୍‌-୧୯ ଡାକ୍ତରଖାନା ନିର୍ମାଣ କରାଯାଉଛି। ଏହି କ୍ରମରେ ଅନୁଗୋଳ ଜିଲାରେ ମଧ୍ୟ ଗୋଟିଏ ଡାକ୍ତରଖାନା ନିର୍ମାଣର ପ୍ରସ୍ତୁତି ଚାଲିଛି। ଶୁକ୍ରବାର ସ୍ଥାନୀୟ ନେହୁରୁ ଶତାବ୍ଦୀ କେନ୍ଦ୍ରୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri