ଅନୁଗୋଳ

କ୍ବାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ

ଅନୁଗୋଳ ଅଫିସ, ୧୭।୪- ବଅଁରପାଳ ବ୍ଲକ ପ୍ରଶାସନ ପକ୍ଷରୁ ହୋଇଥିବା କ୍ବାରାଣ୍ଟାଇନ୍‌ ସେଣ୍ଟରକୁ ଜିଲାପାଳ ମନୋଜ କୁମାର ମହାନ୍ତି ଓ ଉପଜିଲାପାଳ ବାସୁଦେବ ଶତପଥୀ ପରିଦର୍ଶନ କରିଛନ୍ତି। ବଅଁରପାଳ ସେବାଶ୍ରମ ଓ ଉଚ୍ଚ ବିଦ୍ୟାଳୟରେ ହୋଇଥିବା ଏହି ସେଣ୍ଟର ପରିଦର୍ଶନ...

ପୋଲିସକୁ ଛତା, ଅସହାୟଙ୍କୁ ଖାଦ୍ୟ

ଅନୁଗୋଳ ଅଫିସ, ୧୭।୪ – କରୋନା ମହାମାରୀ ସଂକ୍ରମଣ ଭୟ ଓ ଲକ୍‌ ଡାଉନ୍‌ ଯୋଗୁ ଅନୁଗୋଳ ଜିଲାରେ ବହୁ ଗରିବ, ଅସହାୟ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନଜରରେ ରଖି ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ, କମ୍ପାନୀ କର୍ତ୍ତୃପକ୍ଷ...

ଅଗ୍ନିକାଣ୍ଡରେ ୪ ବଖରା ପାଉଁଶ

ବନ୍ତଳା, ୧୬ା୪(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ପୁରୁଣାଗଡ଼ ମାଟିଆ ସାହି ପଞ୍ଚାୟତ ମଦନମୋହନ ପାଟଣାରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟିଛି । ଏଥିରେ ଗ୍ରାମର ୪ ପରିବାର ସରୋଜ ବେହେରା, ପଳଉ ବେହେରା, ବ୍ରଜବନ୍ଧୁ ବେହେରା ଓ ହାଡ଼ିବନ୍ଧୁ...

ଟିକିରା ନଦୀରେ ବୁଡ଼ି ଜଣେ ମୃତ

କଣିହାଁ, ୧୬ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଏନଟିପିସି ଟାଉନ ଥାନା ଟୋଲକବେଡା ଗ୍ରାମର ପଞ୍ଚାନନ ସାହୁ(୫୮) ଗୁରୁବାର ଟିକିରା ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ପୋଲିସ ତାଙ୍କ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।...

କଟକଣା ଉଲ୍ଲଂଘନ, ୨୦ ଗିରଫ

ଅନୁଗୋଳ ଅଫିସ, ୧୬।୪- ଅନୁଗୋଳ ଜିଲାରେ ଲକ୍‌ଡାଉନ୍‌ କଟକଣା ଉଲ୍ଲଂଘନ ଅଭିଯୋଗରେ ମୋଟ୍‌ ୨୦ ଜଣ ଗିରଫ ହୋଇଛନ୍ତି। ନିୟମ ଉଲ୍ଲଂଘନକାରୀଙ୍କ ପାଖରୁ ୫ଟି ମୋଟର ସାଇକେଲ, ଗୋଟିଏ ଅଟୋ ରିକ୍ସା ଓ ମଦ ଜବତ କରାଯାଇଥିବା ଏସ୍‌ପି ଜଗମୋହନ...

ଭୂତ ବେଶରେ ସଚେତନତା

ପାଲଲହଡ଼ା, ୧୬ା୪(ଡି.ଏନ.ଏ.) ମହାମାରୀ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ଅଭିନବ ଉପାୟ ବାଛିଛନ୍ତି ପାଲଲହଡ଼ା ଅଞ୍ଚଳର ସ୍ବେଚ୍ଛାସେବୀ ଦିଲୀପ କୁମାର ପ୍ରଧାନ। ଭୂତ ଭଳି ବେଶ ହୋଇ ସାଇକେଲରେ ବୁଲି କରୋନା କେତେ ଭୟଙ୍କର ତାହା ଲୋକଙ୍କୁ ବୁଝାଉଛନ୍ତି। ବିଶେଷକରି...

ନିରାଡ଼ମ୍ବରରେ ହିଙ୍ଗୁଳାଯାତ୍ରା ସମ୍ପନ୍ନ

ତାଳଚେର,୧୬ା୪(ନି.ପ୍ର.)- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ଶୀତୁଳା ଯାତ୍ରା ବୁଧବାର ସମ୍ପନ୍ନ ହୋଇଛି। କରୋନା କଟକଣା ପାଇଁ ଚଳିତବର୍ଷ ଏହା ସମ୍ପୂର୍ଣ୍ଣ ନିରାଡମ୍ବର ଭାବେ ପାଳନ କରାଯାଇଥିଲା। ଅପରାହ୍ନରେ ମା’ ହିଙ୍ଗୁଳା ଓ କୁଟେଇଶୁଣୀଙ୍କ ଚଳନ୍ତି ପ୍ରତିମା ଆଲମକୁ...

କୁଟୁରା ମାଂସ ସହ ବନ୍ଧୁକ ଜବତ, ୨ ଗିରଫ

ଆଠମଲ୍ଲିକ, ୧୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବନବିଭାଗ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇ ଶିକାର କୁଟୁରା ମାଂସ ଜବତ ସହ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଆଠମଲ୍ଲିକ ଥାନା ଦୁଧିଆନାଳୀ ଗ୍ରାମର ନରେନ୍ଦ୍ର ମୁଣ୍ଡା(୪୨) ଓ ଖମ୍ବେଶ୍ୱରପାଲି...

କଙ୍କାଳ ବେଶରେ କରୋନା ସଚେତନତା

ପାଲଲହଡ଼ା, ୧୫ା୪(ଡି.ଏନ.ଏ.)- ମହାମାରୀ କରୋନା ସଂକ୍ରମଣରୁ ବଞ୍ଚିବା ପାଇଁ ଲୋକଙ୍କୁ ସଚେତନ କରିବାକୁ ଅଭିନବ ଉପାୟ ବାଛିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ଅଞ୍ଚଳର ସ୍ବେଚ୍ଛାସେବୀ ଦିଲୀପ କୁମାର ପ୍ରଧାନ। କଙ୍କାଳ ପୋଷାକ ପିନ୍ଧି କରୋନା ରୋଗ କେତେ ଭୟଙ୍କର ସେ...

ବନବିଭାଗ ଦେଲା ୧ ଲକ୍ଷ

ଆଠମଲ୍ଲିକ, ୧୫ା୪(ଡି.ଏନ.ଏ.)- କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ଆଠମଲ୍ଲିକ ବନବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏ ନେଇ ଡିଏଫ୍ଓ ସମ୍ୟକ୍ ସାମନ୍ତରା ସୂଚନା ଦେଇଛନ୍ତି। ଡିଏଫ୍ଓ, ଏସିଏଫ୍, ଫରେଷ୍ଟର ଓ...

୬ ବଖରା ଭସ୍ମ, ୩ ଲକ୍ଷର କ୍ଷୟକ୍ଷତି

କଣିହାଁ, ୧୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଦଲକ ଗ୍ରାମରେ ବୁଧବାର ପୂର୍ବାହ୍ନ ୧୧ଟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଚନ୍ଦ୍ରମଣି ଗଡନାୟକ ଓ ଭୋଳା ଗଡନାୟକଙ୍କ ୬ ବଖରା ବାସଗୃହ ସହ ଗୁହାଳ ଘର ସମ୍ପୂର୍ଣ୍ଣ ଜଳିଯାଇଛି । ବିଦ୍ୟୁତ...

୫ ଦୋକାନ ସିଲ୍‌

ଅନୁଗୋଳ ଅଫିସ, ୧୫।୪ – କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ପ୍ରଶାସନ ସହ ପୋଲିସ ଦିନ ରାତି କାମ କରୁଛି। ଲୋକମାନଙ୍କୁ ଘରେ ରହିବା ପାଇଁ ସଚେତନ କରାଉଛି। କିନ୍ତୁ ଅନେକ ସମୟରେ ଅମାନିଆ ଲୋକମାନେ ଅଯଥାରେ ରାସ୍ତାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri