ଅନୁଗୋଳ

ପେନସନ ଦାନ କଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୨୫।୩(ସ୍ବ.ପ୍ର.)- କରୋନା ଭାଇରସ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମାସକର ପେନସନ ଦାନ କରିଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦାର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା। ସେ ପେନସନ ବାବଦ ୩୦ ହଜାର ଟଙ୍କାର ଚେକ୍‌ ବୁଧବାର ଜିଲାପାଳଙ୍କ ଉଦ୍ଦେଶ୍ୟରେ...

ବାହାନା କରି ବୁଲୁଛନ୍ତି: ୨୫ ଜଣଙ୍କ ନାମରେ ମାମଲା

ଅନୁଗୋଳ ଅଫିସ୍‌, ୨୫ା୩- କରୋନା ସଂକ୍ରମଣକୁ ରୋକିବା ପାଇଁ ପୂରା ଦେଶକୁ ଲକ୍‌ଡାଉନ ଘୋଷଣା କରାଯାଇଥିଲେ ହେଁ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ଏହି କଟକଣା ଉଲ୍ଲଂଘନ କରାଯାଉଥିବା ଦେଖାଯାଉଛି। ଜରୁରୀ କାମ ନ ଥିଲେ ବି ଅନେକ...

ପ୍ରଶାସନ ଟାଣିଲା ଲକ୍ଷ୍ମଣ ରେଖା

ଅନୁଗୋଳ ଅଫିସ, ୨୫।୩- ଲକ୍‌ଡାଉନ ଘୋଷଣା ପରଠାରୁ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ କିଣିବାକୁ ଅନୁଗୋଳ ସହରର ବିଭିନ୍ନ ଦୋକାନରେ ଭିଡ଼ ବଢ଼ୁଛି। ବୁଧବାର ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସହର ପରିଦର୍ଶନ କରି ଏପରି ଭିଡ଼ ନ ଲଗାଇବାକୁ...

ଜେଏସ୍‌ପିଏଲ୍‌ର ବ୍ୟାପକ ପ୍ରସ୍ତୁତି

ଅନୁଗୋଳ ଅଫିସ, ୨୫।୩- କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ୍‌ (ଜେଏସ୍‌ପିଏଲ୍‌) ପକ୍ଷରୁ ଅନୁଗୋଳସ୍ଥିତ ଇସ୍ପାତ କାରଖାନା ସମେତ ଏହାର ସମସ୍ତ କାରଖାନାରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଜିଲା ପ୍ରଶାସନ ଅନୁମୋଦନ କ୍ରମେ...

ଅଗ୍ନିକାଣ୍ଡରେ ତିନି ବଖରା ଜଳିଗଲା

ମାଧପୁର, ୨୫।୩(ଡି.ଏନ୍‌.ଏ.): ଆଠମଲ୍ଲିକ ବ୍ଲକ ବାସୁଦେବପୁର ପଞ୍ଚାୟତ ନକଟିଦେଉଳ ଗ୍ରାମରେ ବୁଧବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରାଜନ ପେରେକଙ୍କ ଦୁଇ ବଖରା ଏବଂ ମୁରଲୀ ପେରେକଙ୍କ ଏକ ବଖରା ଘର ଜଳିଯାଇଛି। ଖବର ପାଇ ଆଠମଲ୍ଲିକ ଅଗ୍ନିଶମ କର୍ମଚାରୀ...

ଡାକ୍ତରଖାନା କର୍ମଚାରୀ ମୃତ

ଅନୁଗୋଳ ଅଫିସ୍, ୨୫ା୩- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ବୁଧବାର ସକାଳେ ସେ ରହୁଥିବା ଭଡ଼ା ଘରୁ ଉଦ୍ଧାର କରାଯାଇଛି। ମୃତକ ଯକ୍ଷ୍ମା ବିଭାଗର ଲାବୋରେଟାରି ଟେକ୍ନିସିଆନ ସୁରେଶ ସାହୁ ବୋଲି ଜଣାପଡିଛି ।...

ବାହାନା କରି ବାହାରୁଛନ୍ତି ଲୋକେ, ୨୪ ଜଣଙ୍କ ନାମରେ ମାମଲା

ଅନୁଗୋଳ ଅଫିସ୍, ୨୫ା୩- କରୋନା ସଂକ୍ରମଣକୁ ଅଟକାଇବା ପାଇଁ ସାରା ଦେଶରେ ସରକାର ଲକଡାଉନ ଘୋଷଣା କରିଥିଲେ ହେଁ ଅନେକେ ଏହାକୁ ପାଳୁ ନ ଥିବା ଦେଖିବାକୁ ମିଳିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବାକୁ ଲୋକଙ୍କୁ ଅନୁମତି ଦିଅଆଯାଇଥିବାବେଳେ ଲୋକେ...

୫ ବଖରା ଜଳିଗଲା

ଭୁବନ/ମାଧପୁର, ୨୫ା୩(ଡି.ଏନ.ଏ.)- ଅଗ୍ନିକାଣ୍ଡ ଘଟି ଢେଙ୍କାନାଳ ଜିଲା ଭୁବନ ବ୍ଲକ ବର୍ଣ୍ଣାଳି ଗ୍ରାମର ଈଶ୍ୱର ମାହୁନ୍ତଙ୍କ ୨ ବଖରା ଘର ମଙ୍ଗଳବାର ରାତିରେ ଜଳିଯାଇଛି । ସମସ୍ତେ ଘରେ ଶୋଇଥିବାବେଳେ ହଠାତ୍ ନିଆଁ ଲାଗି ଯାଇଥିଲା। ଈଶ୍ୱରଙ୍କ ପରିବାର ଲୋକେ...

ଏକାଦଶାହରେ କଲେ ଦଶାହ କାର୍ଯ୍ୟ: ଜନତା କର୍ଫ୍ୟୁକୁ ସମର୍ଥନ କରି ଚର୍ଚ୍ଚାରେ ପରିବାର

ଅନୁଗୋଳ ଅଫିସ, ୨୫।୩ – କରୋନା ଭାଇରସ୍‌ ସଂକ୍ରମଣ ରୋକିବା ଉଦ୍ଦେଶ୍ୟରେ ଗତ ୨୨ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନକ୍ରମେ ଦେଶରେ ଜନତା କର୍ପ୍ୟୁ ପାଳନ କରାଯାଇଥିଲା। ଏହାକୁ ଦେଶବ୍ୟାପୀ ସ୍ବାଗତ କରାଯାଇଥିବା ବେଳେ ଅନୁଗୋଳ ଜିଲା ସୁନାଭୁଇ ଗ୍ରାମର ଏକ...

ପରିବହନ ସଂଘ ସହ ପ୍ରଶାସନର ବୈଠକ: ମାଲ୍‌ ପରିବହନ ପାଇଁ ସଜାଗ ରୁହ

ଅନୁଗୋଳ ଅଫିସ, ୨୫।୩ – ଅନୁଗୋଳ ଜିଲାରେ ଲକ୍‌ଡାଉନ ସହ ୧୪୪ ଧାରା ବଳବତ୍ତର ଥିବାରୁ ଲୋକମାନଙ୍କୁ କିପରି ଅତ୍ୟାବଶ୍ୟକ ସାମଗ୍ରୀ ସହଜରେ ଉପଲବ୍ଧ କରାଯାଇପାରିବ ସେଥିପାଇଁ ମଙ୍ଗଳବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ...

ଘରେ ପହଞ୍ଚି ପାରିଲେନି: ଦୁର୍ଘଟଣାରେ ସ୍ବାମୀ ମୃତ, ସ୍ତ୍ରୀ ଓ ୨ ଶିଶୁ ଗୁରୁତର

ଛେଣ୍ଡିପଦା, ୨୪।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳ ଦେଇଯାଇଥିବା ୫୫ନଂ. ଜାତୀୟ ରାଜପଥ ତୁକୁଡା ମୁଣ୍ଡାସାହି ନିକଟରେ ମଙ୍ଗଳବାର ଭୋର୍‌ ସମୟରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ତ୍ରୀ ଏବଂ...

ଓଲଟିଲା ଟ୍ରକ୍‌: ବର୍ତ୍ତିଲେ ଡ୍ରାଇଭର, ହେଲ୍‌ପର

ବଅଁରପାଳ, ୨୪।୩(ଡି.ଏନ.ଏ.): ନାଲ୍‌କୋ ଥାନା କୁଲାଡ଼ ଥର୍ମାଲ ରାସ୍ତାର ବଳରାମପ୍ରସାଦ କେନ୍ଦୁଢ଼ିପ ସାହି ନିକଟରେ ମଙ୍ଗଳବାର ଏକ ଟ୍ରକ୍‌ ଓଲଟି ପଡ଼ିଛି। ତେବେ ଟ୍ରକ୍‌ ଡ୍ରାଇଭର ଏବଂ ହେଲ୍‌ପର ଏଥିରୁ ବର୍ତ୍ତିଯାଇଛନ୍ତି। ଉକ୍ତ ଟ୍ରକ୍‌ଟି ତାଳଚେରରୁ କୋଇଲା ନେଇ ଜିଏମ୍‌ଆର୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri