ଅନୁଗୋଳ

କୁକୁଡ଼ା ନେବାକୁ ଗଁ।ରେ ଡେଙ୍ଗୁରା

ଅନୁଗୋଳ ସହର,୧୭ା୩ କରୋନା ଭାଇରସ ଆତଙ୍କ ବ୍ରଏଲର କୁକୁଡ଼ା ଚାଷୀ ଓ କମ୍ପାନୀକୁ ତଳିତଳାନ୍ତ କରିଦେଲାଣି। କୁକୁଡ଼ା ମାଂସ କି ଅଣ୍ଡା ସହିତ କରୋନାର କୌଣସି ସମ୍ପର୍କ ନ ଥିବା ଡାକ୍ତର, ବିଶେଷଜ୍ଞମାନେ ବାରମ୍ବାର କହୁଥିଲେ ମଧ୍ୟ ସାଧାରଣରେ ତାହା...

ନିର୍ବାହୀ ଅଧିକାରୀଙ୍କୁ ସହର, ବିଡିଓଙ୍କୁ ଗାଁ ଦାୟିତ୍ୱ

ଅନୁଗୋଳ ଅଫିସ୍‌, ୧୬।୩:  କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରବିବାର ପୂର୍ବାହ୍ନରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାକୁ ଆସୁଥିବା ପର୍ଯ୍ୟଟକଙ୍କ ଉପରେ କଡ଼ା ନଜର ରଖିବା...

ବିଜୁଳି ବିଲ୍‌ ଆଦାୟ ବେଳେ ମାଡ଼

ଅନୁଗୋଳ ଅଫିସ୍‌, ୧୬।୩: ବକେୟା ବିଦ୍ୟୁତ୍‌ ବିଲ ଆଦାୟ କରିବାକୁ ଯାଇଥିବାବେଳେ ରବିବାର ଅନୁଗୋଳ ଏନଜେନ୍‌ କନିଷ୍ଠ ଯନ୍ତ୍ରୀ ଦୀପକ କୁମାର ପାତ୍ରଙ୍କୁ ମାଡ଼ ମରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଅଙ୍ଗାରବନ୍ଧ ଗ୍ରାମର ଜଣେ ଉପଭୋକ୍ତା ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗରେ...

୧୨୭ ପିଲାଙ୍କୁ ପଢାଉଛନ୍ତି ୨ ଶିକ୍ଷକ

ବଇଣ୍ଡା,୧୬।୩(ଡି.ଏନ.ଏ.) ଶିକ୍ଷାର ବିକାଶ ପାଇଁ ସରକାରଙ୍କ ଯୋଜନା ବହୁ ବିଦ୍ୟାଳୟରେ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁନି। ଭିତ୍ତିଭୂମି, ଶିକ୍ଷକ ଅଭାବ ପିଲାଙ୍କ ପାଠପଢାରେ ବ୍ୟାଘାତ ସୃଷ୍ଟି କରୁଥିବାରୁ ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ବେସରକାରୀ ବିଦ୍ୟାଳୟମୁହାଁ କରାଉଥିବା ଅଭିଯୋଗ ହେଉଛି। ବିଦ୍ୟାଳୟ ଭଳି...

ମ୍ୟାଜିକ୍‌ ବଦଳାଇଛି ଜୀବନ ମୋଡ଼

ଅନୁଗୋଳ ଅଫିସ୍‌, ୧୬।୩ (ଅମିତ କୁମାର ସାମଲ) : ପୋଲିସ ବିଭାଗରେ ଚାକିରି କରି ବି ମନରେ ସନ୍ତୋଷ ନ ଥିଲା। ଚାକିରି ସହ ଅନ୍ୟ କିଛି କରି ଲୋକଙ୍କ ହୃଦୟ ଜିଣିବାକୁ ସେ ଚାହୁଁଥିଲେ। ତେଣୁ ତବଲା, ବେହେଲାଠାରୁ ସଙ୍ଗୀତ...

୨୬ ବର୍ଷ ବୟସରେ ୭୨ ପରିବାରକୁ ରୋଜଗାର

ଉପେନ୍ଦ୍ର ରାଉତ ବଅଁରପାଳ,୧୫ା୩ – ନିଜେ ଉଚ୍ଚଶିକ୍ଷିତ। ହେଲେ ଚାକିରି ନ କରି ଅନ୍ୟମାନଙ୍କୁ କିପରି ଚାକିରି ଦେଇପାରିବେ ସେ ଦିଗରେ ପ୍ରଚେଷ୍ଟା ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବଳରାମପ୍ରସାଦର ସତ୍ୟବ୍ରତ ପ୍ରଧାନ (୨୬)ଙ୍କୁ ପ୍ରତିଷ୍ଠା ଦେଇପାରିଛି। ମାତ୍ର ୨୬...

ସୁନ୍ଦରୀର ଚର୍ବି ବଢ଼ାଉଛି ଘୁଷୁରି ମାଂସ

ବନ୍ତଳା, ୧୫ା୩(ଦିନେଶ ଦେହୁରୀ) – ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଏନ୍‌କ୍ଲୋଜର ମଧ୍ୟରେ ବର୍ଷେ ୩ ମାସ ହେଲା ବନ୍ଦୀ ଜୀବନ କାଟୁଥିବା ବାନ୍ଧବଗଡ଼ର ବାଘୁଣୀ ସୁନ୍ଦରୀ ଶରୀରରେ ଚର୍ବି ବଢ଼ାଉଛି ଘୁଷୁରି ମାଂସ। ଏନ୍‌କ୍ଲୋଜରରେ ରହିବା ପରଠାରୁ...

ମୁଖ୍ୟ ଚିକିତ୍ସାଳୟରୁ ରୋଗୀ ଗାଏବ

ଅନୁଗୋଳ ଅଫିସ୍‌, ୧୫।୩ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଯକ୍ଷ୍ମା ୱାର୍ଡରୁ ଜଣେ ରୋଗୀ ଶୁକ୍ରବାର ରାତି ସାଢ଼େ ୧୦ଟାରେ କେଉଁ ଆଡ଼େ ଚାଲିଯାଇଥିବା ଥାନାରେ ଅଭିଯୋଗ ହୋଇଛି। କିନ୍ତୁ ମେଡିକାଲ କର୍ତ୍ତୃପକ୍ଷ ସମ୍ପୃକ୍ତ ରୋଗୀଙ୍କ ପରିବାର ଲୋକଙ୍କ...

ସଂଯୋଗ ନ ଥାଇ ପହଞ୍ଚିଲା ବିଲ୍‌

ବନ୍ତଳା, ୧୫।୩(ଡ଼ି.ଏନ୍‌.ଏ) – ୪ ବର୍ଷ ହେଲା ଟ୍ରାନ୍ସଫର୍ମର ଚୋରି ହୋଇଯାଇଛି। ସେବେଠାରୁ ନୂଆ ଟ୍ରାନ୍ସଫର୍ମର ଲାଗିନି କି ବିଦ୍ୟୁତ୍‌ ସଂଯୋଗ ହୋଇନି। ତଥାପି ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଚାଷୀଙ୍କ ପାଖକୁ ପଠାଯାଇଛି ବିଲ୍‌। ଏ ନେଇ ଅନୁଗୋଳ ଜିଲା...

ଅଭିଯୁକ୍ତଙ୍କୁ ୭ ବର୍ଷ କାରାଦଣ୍ଡାଦେଶ

ଅନୁଗୋଳ ଅଫିସ୍‌, ୧୪।୩ ଏକ ଡକାୟତି ମାମଲାର ବିଚାର କରି ଅନୁଗୋଳ ଆସିଷ୍ଟାଣ୍ଟ ସେସନ୍‌ସ ଜଜ୍‌ କମ୍‌ ସିଜେଏମ୍‌ କୋର୍ଟ ଅଭିଯୁକ୍ତ ଜରାସିଂହାର କାଳିଆ ଓରଫ ପ୍ରଦୀପ ବେହେରା(୨୮)ଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ କାରାଦଣ୍ଡାଦେଶ ପ୍ରଦାନ...

ବଇଣ୍ଡାକୁ ଆସିଲା ନୂତନ ୧୦୮ ଆମ୍ବୁଲାନ୍ସ

ବଇଣ୍ଡା,୧୪।୩(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳକୁ ଏକ ନୂତନ ୧୦୮ ଆମ୍ବୁଲାନ୍ସ ଗୁରୁବାର ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଯୋଗାଇ ଦିଆଯାଇଛି। ଦୀର୍ଘବର୍ଷ ହେବ ଏଠାରେ ଥିବା ୧୦୮ ଆମ୍ବୁଲାନ୍ସ ଭାଙ୍ଗି ଯାଇଥିବା ବେଳେ ଡୋର୍‌ରେ ଦଉଡି ଭିଡି ସେବା ଯୋଗାଇ ଦିଆଯାଉଥିଲା।...

ଭିତ୍ତିଭୂମି ନାହିଁ, ଶିକ୍ଷାଦାନ ବାଧାପ୍ରାପ୍ତ

ଛେଣ୍ଡିପଦା,୧୪।୩(ସ୍ବ.ପ୍ର.) ଏକଦା ଶିକ୍ଷାକ୍ଷେତ୍ରରେ ନାଁ କମାଇଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ ପୁରାତନ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବେ ନାନା ସମସ୍ୟାରେ ଗତି କରୁଛି। ଭିତ୍ତିଭୂମି, ଆନୁଷଙ୍ଗିକ ବ୍ୟବସ୍ଥା ପ୍ରତି ଗୁରୁତ୍ୱ ଦିଆଯାଉ ନ ଥିବା ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri