ଅନୁଗୋଳ

ଛେଣ୍ଡିପଦାରେ ସଶସ୍ତ୍ର ଡକାୟତି: ଆଜବେଷ୍ଟ ଭାଙ୍ଗି ଘରେ ପଶି ଲକ୍ଷାଧିକ ଟଙ୍କା, ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ଛେଣ୍ଡିପଦା,୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ୬ଜଣ ଦୁର୍ବୃତ୍ତ ଗ୍ରାମର ଶିବ ମନ୍ଦିର ସମ୍ମୁଖରେ ରହୁଥିବା ପ୍ରମୋଦ ମହାପାତ୍ରଙ୍କ ଘର ଆଜବେଷ୍ଟ ଭାଙ୍ଗି ଘରେ ପଶିଥିଲେ। ପରେ ସେମାନେ...

ଦଲାଲ ପଶିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ୍‌, ୧।୩ – ଅକ୍ଟୋବର ୧ରୁ ଜିଲାରେ ଆରମ୍ଭ ହୋଇଥିବା ଧାନ ସଂଗ୍ରହର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ଓ ଏଥିରେ ସୃଷ୍ଟି ହେଉଥିବା ସମସ୍ୟାକୁ ନେଇ ଶନିବାର ପୂର୍ବାହ୍ନରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀଙ୍କ ଅଧ୍ୟକ୍ଷତାରେ ଜିଲା...

ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଉଦ୍‌ଘାଟିତ

ଅନୁଗୋଳ ଅଫିସ୍‌, ୨୯।୨ – ଅନୁଗୋଳ ଜିଲା କୋର୍ଟର ଦ୍ୱିତୀୟ ମହଲାରେ ଥିବା ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟରେ ଶୁକ୍ରବାର ଏକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଉଦ୍‌ଘାଟିତ ହୋଇଯାଇଛି। ଜିଲା ଓ ଦୌରାଜଜ୍‌ ଅଶାନ୍ତ କୁମାର ଦାସ ଏହି...

ଅସଦାଚରଣ ମାମଲାରେ ୧୩ ମାସ କାରାଦଣ୍ଡ: ୧୩ ବର୍ଷ ପରେ ଆସିଲା ରାୟ

ଅନୁଗୋଳ ଅଫିସ୍‌, ୨୯।୨ – ୧୩ ବର୍ଷ ତଳେ ଅନୁଗୋଳ ବସ୍‌ଷ୍ଟାଣ୍ଡରେ ଜଣେ ମହିଳାଙ୍କୁ କରାଯାଇଥିବା ଅସଦାଚରଣ ମାମଲାର ବିଚାର କରି ଅନୁଗୋଳ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ତାରିଣୀ ପ୍ରସାଦ ସାହୁ ଅଭିଯୁକ୍ତ ବିଜୟ କୁମାର...

ଦୋକାନ ଘର ଉଚ୍ଛେଦ ବେଳେ ଉତ୍ତେଜନା

ତାଳଚେର,୨୯ା୨(ନି.ପ୍ର.) – ତାଳଚେର ପୌର ପରିଷଦ ପକ୍ଷରୁ ଶୁକ୍ରବାର ୩ଟି ଦୋକାନ ଘର ଉଚ୍ଛେଦ କରାଯିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ହେଲେ ବ୍ୟବସାୟୀମାନେ ପ୍ରଶାସନ ସହ ଆଲୋଚନା କରି ଭଡ଼ା ଜମା କରିବା ପରେ ଉଚ୍ଛେଦ କାର୍ଯ୍ୟକୁ ବନ୍ଦ...

କୃଷ୍ଣପୁର ଲେଭଲ କ୍ରସିଂରେ ହେବ ଓଭରବ୍ରିଜ୍‌

ବଇଣ୍ଡା,୨୮।୨(ଡି.ଏନ.ଏ.) – ତାଳଚେର-ସମ୍ବଲପୁର ରେଳପଥର କିଶୋରନଗର ବ୍ଲକ କୃଷ୍ଣପୁର ଲେଭଲ କ୍ରସିଂଠାରେ ଏକ ଫ୍ଲାଏ ଓଭରବ୍ରିଜ୍‌ ନିର୍ମାଣ କରିବା ପାଇଁ ରେଳମନ୍ତ୍ରୀ ପୀୟୂଷ ଗୋଏଲ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ନିକଟକୁ...

ଫୁଡ୍‌ ସପ୍ଲିମେଣ୍ଟକୁ ନେଇ ଯୁବପିଢ଼ିଙ୍କ ମଧ୍ୟରେ ଅସନ୍ତୋଷ

ଅନୁଗୋଳ ଅଫିସ, ୨୮।୨ – ଫିଟ୍‌ ରହିବା ବା ସୁନ୍ଦର ସ୍ବାସ୍ଥ୍ୟ ପ୍ରତି ଏବେକାର ଯୁବିପିଢ଼ି ବେଶ୍‌ ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଜିମ୍‌ ଯିବାକୁ ସେମାନଙ୍କ ମଧ୍ୟରେ ଅଧିକରୁ ଅଧିକ ଆଗ୍ରହ ପ୍ରକାଶ ପାଉଛି। କେବଳ ଯୁବପିଢ଼ି ନୁହନ୍ତି, ଅନେକେ...

ଏମ୍‌ସିଏଲ୍‌ ଖଣି ପରିଦର୍ଶନ କଲେ ସିଆଇଏଲ୍‌ ଅଧ୍ୟକ୍ଷ: ଉତ୍ପାଦନ ସହ ସୁରକ୍ଷାକୁ ଅଧିକ ପ୍ରାଧାନ୍ୟ

ତାଳଚେର,୨୮ା୨(ନି.ପ୍ର.) – ଦେଶ ଅଗ୍ରଗତି କରୁଥିବା ବେଳେ କୋଇଲାର ଚାହିଦା ଦିନକୁ ଦିନ ବଢୁଛି। ତେଣୁ କୋଇଲା ଉତ୍ପାଦନ ଓ ସୁରକ୍ଷାକୁ ଅଧିକ ପ୍ରାଧାନ୍ୟ ଦିଆଯିବ ବୋଲି ଶୁକ୍ରବାର ତାଳଚେର ଗସ୍ତ ଅବସରରେ କୋଲ୍‌ ଇଣ୍ଡିଆ ଲିମିଟେଡ (ସିଆଇଏଲ୍‌) ଅଧ୍ୟକ୍ଷ...

ଆଠମଲ୍ଲିକ ସହର ରାସ୍ତା ବିପର୍ଯ୍ୟସ୍ତ

ଆଠମଲ୍ଲିକ, ୨୮|୨(ଡି.ଏନ.ଏ.) – ଆଠମଲ୍ଲିକ ସହରରେ ବିଭିନ୍ନ ସ୍ଥାନରେ ରାସ୍ତା ଅବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଦୀର୍ଘ ଦିନ ହେଲା ଏଗୁଡିକର ମରାମତି କରାଯାଉ ନ ଥିବାରୁ ଲୋକେ ଯାତାୟାତରେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ସହରର ଟାଙ୍ଗିଆନିଶା-ବରଗାଁ ରାସ୍ତା,...

ରାସ୍ତା, ପାଣି ପାଇଁ ହୀନସ୍ତା

ବଅଁରପାଳ, ୨୭ା୨(ଡି.ଏନ.ଏ.) – ପାନୀୟଜଳଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ସୁବିଧାରୁ ବଞ୍ଚିତ ଅନୁଗୋଳ ଜିଲା ବଅଁରପାଳ ବ୍ଳକ ବଳରାମପ୍ରସାଦ ଆଶପଣ୍ଡ ନିକଟରେ ଥିବା ଲକ୍ଷ୍ମଣପୁର ଗ୍ରାମବାସୀ। ୬ ଶହରୁ ଊର୍ଦ୍ଧ୍ୱ ଲୋକ ବାସ କରୁଥିବା ଏହି ଗ୍ରାମ...

ପଦବୀ ପାଇଁ ଚାଲିଛି ଅଙ୍କକଷା

ଅନୁଗୋଳ ଅଫିସ, ୨୭।୨ – ଅନୁଗୋଳ ପୌରପାଳିକାରେ ଖାଲି ପଡ଼ିଥିବା ବିଭିନ୍ନ ପଦପଦବୀକୁ ନେଇ ଏବେ କର୍ମଚାରୀଙ୍କ ମଧ୍ୟରେ ଚାଲିଛି ଅଙ୍କକଷା। ଘଣ୍ଟାକୁ ଘଣ୍ଟା ସେମାନେ ମେଳି ବାନ୍ଧି କାହାକୁ କେଉଁ ଚୌକି ମିଳିବ ସେ ସମ୍ପର୍କରେ ଆଲୋଚନା କରୁଛନ୍ତି।...

କଲ୍ୟାଣମଣ୍ଡପ, ମାର୍କେଟ କମ୍ପ୍ଲେକ୍ସ ଦାବି

ବଇଣ୍ଡା, ୨୭ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ଠେଲକନାଳୀ ପଞ୍ଚାୟତ ଠେଲକନାଳୀ ଗ୍ରାମରେ ବିଭିନ୍ନ ସମସ୍ୟା ଲାଗିରହିଥିଲେ ହେଁ ଏଥିପ୍ରତି ଗୁରୁତ୍ୱ ଦିଆଯାଉନାହିଁ। ପଞ୍ଚାୟତ ଗଠନ ହୋଇଥିଲେ ମଧ୍ୟ ଗ୍ରାମର ବିକାଶ ହୋଇପାରୁନାହିଁ। ବିଶେଷକରି ସରକାରୀ ଯୋଜନାମାନ ଏଠାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri