ଅନୁଗୋଳ

ଆଗେଇପାରିନି ଟ୍ରାଙ୍କୁଲାଇଜ୍‌ ଅପରେଶନ

ବନ୍ତଳା,୧୮ା୧(ଡି.ଏନ.ଏ.) – ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ନରହନ୍ତା ଦନ୍ତାକୁ ଟ୍ରାଙ୍କୁଲାଇଜ କରିବା ପାଇଁ ଶୁକ୍ରବାରଠାରୁ ଅପରେଶନ ଆରମ୍ଭ ହେବାକୁ ଥିଲେ ହେଁ ପ୍ରଥମ ଦିନରେ କାର୍ଯ୍ୟ ସେପରି କିଛି ଆଗେଇପାରି ନାହିଁ। କାରଣ ସାତକୋଶିଆ ଅଭୟାରଣ୍ୟ ଟିକରପଡାରେ...

ସଚେତନତାରେ ସୀମିତ ‘ରାବଣଛାୟା’

ପାଲଲହଡା,୧୮।୧ – କଳାର ରାଜ୍ୟ ଓଡ଼ିଶାରେ ଏକଦା ମନୋରଞ୍ଜନର ମୁଖ୍ୟ ମାଧ୍ୟମ ଥିଲା ଲୋକକଳା ରାବଣଛାୟା। ଅନୁଗୋଳ ଜିଲା ପାଲଲହଡ଼ା ଗଡ଼ଜାତରୁ ଦିନେ ଏହା ଦେଶବିଦେଶରେ ପହଞ୍ଚି ପାରିଥିଲା। ପୋଥି, ପୁରାଣମନସ୍କ ସେତେବେଳର ମଣିଷଙ୍କୁ ଆହୁରି ସଂସ୍କୃତିସମ୍ପନ୍ନ କରିବାରେ ଏହା...

କଲେଜ ଅଧ୍ୟକ୍ଷଙ୍କୁ ରିପୋର୍ଟ ଦେଉନି ପୋଲିିସ: ମହିଳା ଫରେଷ୍ଟରଙ୍କୁ ବ୍ଲାକମେଲ, ବଳାତ୍କାର ଅଭିଯୋଗ ଘଟଣା

ଅନୁଗୋଳ ଅଫିସ, ୧୭।୧ – ଜଣେ ମହିଳା ଫରେଷ୍ଟରଙ୍କୁ ବ୍ଲାକମେଲ ଓ ବଳାତ୍କାର ଅଭିଯୋଗରେ ଅନୁଗୋଳସ୍ଥିତ ଫରେଷ୍ଟ ରେଞ୍ଜର କଲେଜର କନିଷ୍ଠ କିରାଣି ବିଶ୍ୱଜିତ ନାଏକଙ୍କୁ ଗତ ୩ ତାରିଖରେ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। କିନ୍ତୁ...

ଗର୍ତ୍ତରେ ବାଲି ଭର୍ତ୍ତି ନେଇ ଆଲୋଚନା

ତାଳଚେର,୧୭ା୧(ନି.ପ୍ର.) – ଅନୁଗୋଳ ଜିଲା ତାଳଚେର ପୌରାଞ୍ଚଳ ୧୮ ନଂ. ଓ୍ବାର୍ଡ ଦେଉଳବେଡ଼ା ତେଲିସାହି ଗ୍ରାମର ଅକ୍ଷୟ କୁମାର ସାହୁଙ୍କ ଧାନ ବିଲଠାରେ ବୁଧବାର ମାଟି ଦବି ହୋଇଥିବା ଗର୍ତ୍ତ ଗୁରୁବାର ଆହୁରି ବଡ଼ ହୋଇଯାଇଛି। ତେବେ ଉକ୍ତ ସ୍ଥାନକୁ...

ନରହନ୍ତା ଦନ୍ତାକୁ କରାଯିବ ଟ୍ରାଙ୍କୁଲାଇଜ

ବନ୍ତଳା,୧୭ା୧(ଡି.ଏନ.ଏ.) – ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ ଶୁକ୍ରବାର ଟ୍ରାଙ୍କୁଲାଇଜ୍‌ କରାଯିବାକୁ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଚାଲିଥିବା ସୂଚନା ମିଳିଛି। ଏଥିପାଇଁ ଶିମିଳିପାଳର କୁମ୍‌କୀ ହାତୀ ସହ ସାତକୋଶିଆ ଟିକରପଡାଠାରେ...

ଚାଷଜମିରେ ମାଟି ଦବି ବିରାଟ ଗର୍ତ୍ତ: ଲୋକେ ଆତଙ୍କିତ

ତାଳଚେର,୧୫।୧(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ପୌରପରିଷଦ ୧୮ନଂ. ୱାର୍ଡ ଦେଉଳବେଡ଼ା ତେଲିସାହି ଅକ୍ଷୟ କୁମାର ସାହୁଙ୍କ ଚାଷଜମିରେ ମାଟି ଦବି ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି । ୨୦ଫୁଟ ଗୋଲେଇ ୧୦/୧୫ ଫୁଟ ଗଭୀରରେ ଏହି ଗର୍ତ୍ତ ହୋଇଥିବା...

ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ: ‘ମଦ ରାଜସ୍ବ ସରକାରଙ୍କ ଲକ୍ଷ୍ୟ ନୁହେଁ’

ଅନୁଗୋଳ ଅଫିସ, ୧୫।୧ – ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ମଙ୍ଗଳବାର ଅନୁଗୋଳ ଗସ୍ତରେ ଆସି ସର୍କିଟ ହାଉସ ଠାରେ ଜିଲା ଅବକାରୀ ବିଭାଗର ରାଜସ୍ବ ସଂଗ୍ରହ ଓ ମଲ୍ଟି ଡିସିପ୍ଲିନାରୀ ସ୍କ୍ବାଡ୍‌ର ନିୟମିତ ଚଢ଼ାଉ...

ରାଜସ୍ବ ଗାଁ ବଡ଼ମୂଳକୁ ମୁଖ୍ୟମନ୍ତ୍ରୀଙ୍କ ଆୱାର୍ଡ କମିଟିର ଗସ୍ତ

ଛେଣ୍ଡିପଦା,୧୫।୧(ସ୍ବ.ପ୍ର.)- ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କତଡା ପଞ୍ଚାୟତର ୮ନଂ ୱାର୍ଡ ବଡମୂଳ ଗ୍ରାମକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଆୱାର୍ଡ ଅଫ ଏକ୍ସଲାନ୍ସର ରାଜ୍ୟ ଅଧ୍ୟକ୍ଷ ରବିନାରାୟଣ ବହିଦାର, ପୂର୍ବତନ ଜିଲାପାଳ ତଥା...

ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ:ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ବନ୍ତଳା, ୧୪।୧(ଡି.ଏନ.ଏ.) ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବିରେ ଅନୁଗୋଳ ଜିଲା ବନ୍ତଳା ଥାନା ଗଡ଼ତରାସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ତାଲା ପକାଇ ଆନ୍ଦୋଳନ କରାଯାଇଛି। ସରପଞ୍ଚ ପୁଷ୍ପାଞ୍ଜଳି ମାଝି, ସମିତି ସଭ୍ୟା କାମିନୀ ସାମଲ, ଗ୍ରାମ ସଭାପତି ସାବର୍ଣ୍ଣି...

ଜିଲା ମୁଖ୍ୟ ଚିକିତ୍ସାଳୟରେ ଲାଗିଲା ଡାକବାଜି ଯନ୍ତ୍ର:ରୋଗୀଙ୍କୁ ଦିଆଯିବ ସ୍ବାସ୍ଥ୍ୟ ସମ୍ପର୍କିତ ସୂଚନା

ଅନୁଗୋଳ ଅଫିସ, ୧୪।୧ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏଣିକି ଡାକବାଜିରେ ରୋଗୀଙ୍କୁ ସ୍ବାସ୍ଥ୍ୟ ସମ୍ପର୍କରେ ସୂଚନା ମିଳିବ। ଏଥିସହ କେଉଁ ବିଭାଗରେ କେତେବେଳେ କେଉଁ ଡାକ୍ତର ରୋଗୀ ଦେଖିବେ ସେ ନେଇ ମଧ୍ୟ ସୂଚନା ପ୍ରଦାନ କରାଯିବ। ଏଥିପାଇଁ...

ଉନ୍ନୟନ ପ୍ରକଳ୍ପ ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ

କଣିହାଁ, ୧୩ା୧(ଡି.ଏନ.ଏ.):  ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ରେଙ୍ଗାଳି ଡ୍ୟାମ ସାଇଟ ଥାନା ଅଞ୍ଚଳକୁ ଶନିବାର ଏମପି ମହେଶ ସାହୁ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏଥିସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏମ୍‌ପି...

ପାନୀୟ ଜଳ ଯୋଗାଣ ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧୩।୧: ଅନୁଗୋଳ ଜିଲାର ସହରାଞ୍ଚଳର ପାନୀୟ ଜଳ ଯୋଗାଣ, ଆବର୍ଜନ ପରିଚାଳନା, ମୋ ଜାଗା ମିଶନ, ଭେଣ୍ଡିଂଜୋନ ବ୍ୟବସ୍ଥା ନେଇ ରବିବାର ପୂର୍ବାହ୍ନରେ ସର୍କିଟ ହାଉସ୍‌ରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ତଥା ଉପବାଚସ୍ପତି ରଜନୀକାନ୍ତ ସିଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri