ଅନୁଗୋଳ

୪ ବାଲି ବୋଝେଇ ଟ୍ରାକ୍ଟର ଜବତ

ତାଳଚେର,୧୭ା୧୨(ନି.ପ୍ର.)- ତାଳଚେର ଭାରପ୍ରାପ୍ତ ତହସିଲଦାର ଗୌରୀ ନାଏକ ମଙ୍ଗଳବାର କୁମୁଣ୍ଡା ଓ ଡେରା ନିକଟରେ ଚଢାଉ କରି ଆବଶ୍ୟକ କାଗଜପତ୍ର ନ ଥିବାରୁ ୪ଟି ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କରିଛନ୍ତି। ଉକ୍ତ ୪ଟି ଟ୍ରାକ୍ଟରର ୱାଇ ଫର୍ମ ନ...

ପରିଚୟ ଦେଇଛି ଖବରକାଗଜ

ଛେଣ୍ଡିପଦା,୧୭ା୧୨(ସ୍ବ.ପ୍ର.) ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ରୋଜଗାର ଆଶାରେ ମାତ୍ର ୧୫ ବର୍ଷ ବୟସରେ ଘରୁ ଗୋଡ଼ କାଢ଼ିଥିବା ଛେଣ୍ଡିପଦା ବ୍ଲକ ସାଲୁଇଖମଣ ଗ୍ରାମର ନୀଳମଣି ପଣ୍ଡା ଆଜି ଜଣେ ଜଣାଶୁଣା ମଣିଷ। ପରିଶ୍ରମ ବଳରେ ସେ...

ମାଷ୍ଟର୍ସ ସେଫ୍‌ରେ ଅନୁଗୋଳର ଲଳନା ସ୍ମୃତିଶ୍ରୀ:ବିଚାରକଙ୍କ ମନ ଜିଣିଲା ‘କୁଟ୍ଟୁ-ଏ-ପାସ୍ତା’

ଅନୁଗୋଳ ଅଫିସ, ୧୭।୧୨ ଷ୍ଟାର ପ୍ଲସର ରିଏଲିଟି ଶୋ’ ମାଷ୍ଟର୍ସ ସେଫ୍‌ର ଶ୍ରେଷ୍ଠ ୧୫ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଅନୁଗୋଳର ଲଳନା ସ୍ମୃତିଶ୍ରୀ ସିଂହ (୨୬)। ଭୁବନେଶ୍ୱରରେ ଅନୁଷ୍ଠିତ ‘ମାଷ୍ଟର୍ସ ସେଫ୍‌ ସିଜନ୍‌-୬’ର ଅଡିସନରେ ସ୍ମୃତିଶ୍ରୀ ୫୦ ପ୍ରତିଯୋଗୀ...

ସରିଆସୁଛି ସମୟସୀମା, ସରିନି ଚଉଠେ କାମ:୧୬୮ ଜୀବନ ନେଲାଣି ଏନ୍‌ଏଚ୍‌ ୫୫

ଅନୁଗୋଳ ଅଫିସ, ୧୭।୧୨- ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥର ଦୋହରୀକରଣ କାର୍ଯ୍ୟକୁ ନେଇ ଏବେ ବଢ଼ୁଛି ଅସନ୍ତୋଷ। ଏହି କାର୍ଯ୍ୟ କରୁଥିବା ଠିକାସଂସ୍ଥା ଅତ୍ୟନ୍ତ କଛପ ଗତିରେ କାମ କରୁଥିବାରୁ ନିର୍ଦ୍ଧାରିତ ସମୟସୀମା ଶେଷ ହେବାକୁ...

ସାତକୋଶିଆରେ ୧୮୪୫ ପିଆଇପି, ୨୪୬ ଟ୍ରାଞ୍ଜାକ୍ଟ ଲାଇନ:ବାଘ ସର୍ବେକ୍ଷଣ ଆରମ୍ଭ

ବନ୍ତଳା,୧୭ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା ଆଞ୍ଚଳିକ ବନ ସଂରକ୍ଷଣ ଅଧୀନରେ ଥିବା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ ସୋମବାରଠାରୁ ତୃଣଭୋଜି ଓ ମାଂସାସୀ ପ୍ରାଣୀଙ୍କ ସର୍ବେକ୍ଷଣ ଆରମ୍ଭ ହୋଇଛି। ଏହା ୨୧ ତାରିଖ ପର୍ଯ୍ୟନ୍ତ ୬ ଦିନ ଧରି ଚାଲିବ। ୧୮ ତାରିଖ...

ଅନୁଗୋଳ ଜିଲାରେ ଖୋଲିଲା ୩ ମଣ୍ଡି

ଅନୁଗୋଳ ଅଫିସ/ତାଳଚେର/ପାଲଲହଡ଼ା/ବଇଣ୍ଡା, ୧୭।୧୨ ଅନୁଗୋଳ ଜିଲାର ୩ଟି ବ୍ଲକ ଅଞ୍ଚଳରେ ସୋମବାର ଧାନମଣ୍ଡି ଉଦ୍‌ଘାଟିତ ହୋଇଛି। ପାଲଲହଡ଼ା ବ୍ଲକ ନିଜିଗଡ଼ରେ ଜିଲାପାଳ ମନୋଜ କୁମାର ମହାନ୍ତି ମଣ୍ଡି ଉଦ୍‌ଘାଟନ କରିଥିବାବେଳେ କଳମଛୁଇଁରେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ...

ଅସହାୟଙ୍କୁ ସହାୟ ହେଲେ ସାମାଜିକ କର୍ମୀ: ଠିକଣା ଖୋଜିଲେ, ପରିବାର ସହ ଭେଟକଲେ

ଅନୁଗୋଳ ଅଫିସ, ୧୬।୧୨: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପୋଡ଼ି ଯାଇ ୬ ମାସ ହେଲା ଅସହାୟ ଅବସ୍ଥାରେ ମେଡିକାଲରେ ପଡିରହିଥିବା ଜଣେ ଅସହାୟଙ୍କ ପାଇଁ ଦେବଦୂତ ପାଲଟିଛନ୍ତି ଅନୁଗୋଳର ସାମାଜିକକର୍ମୀ ପ୍ରତାପ ମହାପାତ୍ର। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିବାଠାରୁ ଆରମ୍ଭ...

କୋଇଲା ଉତ୍ତୋଳନରେ ଏମ୍‌ସିଏଲର ରେକର୍ଡ:ଡିସେମ୍ବର ୧୪ରେ ୬.୪୬ ଲକ୍ଷ ଟନ୍‌

ତାଳଚେର,୧୫ା୧୨(ନି.ପ୍ର.)- ମହାନଦୀ କୋଲ ଫିଲ୍ଡସ୍‌ ଲିମିଟେଡ (ଏମ୍‌ସିଏଲ)ଚଳିତ ଆର୍ଥିକ ବର୍ଷର ଡିସେମ୍ବର ୧୪ ତାରିଖରେ ୬.୪୬ ଲକ୍ଷ ଟନ କୋଇଲା ଉତ୍ତୋଳନ କରି ନୂତନ ରେକର୍ଡ କରିଛି। ତାଳଚେର କୋଲଫିଲ୍ଡସରୁ ୩.୯୭,୧୩୯ ମିଲିୟନ ଟନ ଏବଂ ଇବଭାଲିରୁ ୨.୪୯.୨୬୨ ମିଲିୟନ...

ଆକ୍ଟିଭାକୁ ଧକ୍କାଦେଲା ଟ୍ରଲର: ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ଗୁରୁତର

ଅନୁଗୋଳ ଅଫିସ,୧୫।୧୨: ଅନୁଗୋଳ ଟ୍ରାଫିକ ଛକଠାରେ ଟ୍ରଲର ଓ ଆକ୍ଟିଭା ମଧ୍ୟରେ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଚାଲିଯାଇଛି। ରବିବାର ସମ୍ବଲପୁରରୁ କଟକ ଅଭିମୁଖେ ଏକ ଟ୍ରଲର ଯାଉଥିବାବେଳେ ଆକ୍ଟିିଭାକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରୁ ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ...

ବିଧାୟକଙ୍କ ଗାଡ଼ି ପୋଡ଼ି ଘଟଣା: ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର

ତାଳଚେର,୧୫।୧୨(ନି.ପ୍ର.): ତାଳଚେର ବିଧାୟକଙ୍କ ଗାଡ଼ି ପୋଡି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରବିବାର ସକାଳେ ତାଳଚେର ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରାଯାଇଥିଲା। ସେଠାରେ ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି। ସୂଚନାଯୋଗ୍ୟ, ଗତ ୮ ତାରିଖ ବିଳମ୍ବିତ ରାତିରେ ବିଧାୟକଙ୍କ ଭରତପୁରସ୍ଥିତ...

ବିଧାୟକଙ୍କ ଗାଡ଼ି ପୋଡ଼ି ଘଟଣା: ୨ ଅଭିଯୁକ୍ତ କୋର୍ଟ ଚାଲାଣ

ତାଳଚେର,୧୫।୧୨(ନି.ପ୍ର.): ତାଳଚେର ବିଧାୟକଙ୍କ ଗାଡ଼ି ପୋଡି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରବିବାର ସକାଳେ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଯୁବ ସମାଜସେବୀ ସଂଗଠନର ଦୁଇ ପ୍ରମୁଖ କର୍ମକର୍ତ୍ତା। ଗତ ୮ ତାରିଖରେ ବିଧାୟକଙ୍କ ଭରତପୁରସ୍ଥିତ କ୍ୟାମ୍ପ୍‌ ଅଫିସରେ ବିଳମ୍ବିତ...

ବିଳମ୍ବରେ ଚେତିଲା ପୌରପାଳିକା:ବେଆଇନ ପୋଷ୍ଟର କାଟିଲା, ସଂସ୍ଥାକୁ ତାଗିଦ

ଅନୁଗୋଳ ଅଫିସ, ୧୫।୧୨ ବିଳମ୍ବରେ ଚେତିଛି ଅନୁଗୋଳ ପୌରପାଳିକା। ସହରର ଗଳି କନ୍ଦିରେ ଲାଗିଥିବା ବେଆଇନ ପୋଷ୍ଟର ଓ ହୋର୍ଡିଂ କାଟିବା କାର୍ଯ୍ୟ ଶନିବାର ପୌରସଂସ୍ଥା ପକ୍ଷରୁ ଆରମ୍ଭ କରାଯାଇଛି। ଏପରି ଅଭିଯାନ ଆଗକୁ ଜାରି ରହିବ ବୋଲି ପୌର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri