ଅନୁଗୋଳ

ମଧ୍ୟାହ୍ନଭୋଜନ ଯାଞ୍ଚ କଲେ ବିଧାୟକ

ଛେଣ୍ଡିପଦା,୪।୧୨(ସ୍ବ.ପ୍ର.)-ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମଙ୍ଗଳବାର ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ପରିଦର୍ଶନ ଯାଇଥିଲେ। ଏହି ଅବସରରେ ଏକ ନୂତନ ଶ୍ରେଣୀ ଗୃହକୁ ବିଧାୟକ ଉଦ୍‌ଘାଟନ କରିଥିଲେ। ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ...

ପାଚିଲା ଧାନ କ୍ଷେତରେ କୋଇଲା ଖଣି ପାଣି: ଅମଳ ଚିନ୍ତାରେ ଚାଷୀ

କଣିହାଁ,୪।୧୨(ଡି.ଏନ.ଏ.)-କଣିହାଁ ବ୍ଲକ ପଥରମୁଣ୍ଡା ଗ୍ରାମର ଅନେକ ଚାଷ ଜମିରେ ଏମ୍‌ସିଏଲ୍‌ର କଣିହାଁ କୋଇଲା ଖଣି ପାଣି ପଶି ଯାଇଥିବା ଅଭିଯୋଗ ହେଉଛି। କୋଇଲା ଖଣି କର୍ତ୍ତୃପକ୍ଷ ସୋମବାର ବର୍ଜ୍ୟପାଣି ଚାଷ ଜମିକୁ ଛାଡ଼ିବା ଦ୍ୱାରା ଗ୍ରାମର ଚାଷୀମାନେ ଅସନ୍ତୋଷ ପ୍ରକାଶ...

ମିଶ୍ରପଡ଼ାରେ ଏମ୍‌ସିସି ନିର୍ମାଣକୁ ବିରୋଧ ଜାରି:ସଚେତନ କରି ନ ପାରି ଫେରିଲେ ପୌର କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ, ୪।୧୨-ଅନୁଗୋଳ ପୌରାଞ୍ଚଳର ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ନିର୍ମାଣ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟି ସେଣ୍ଟର(ଏମ୍‌ସିସି)କୁ ବିରୋଧ ଜାରି ରହିଛି। ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଅପରାହ୍ନରେ ଆଲୋଚନା ପାଇଁ ପୂର୍ବରୁ ସମୟ ଧାର୍ଯ୍ୟ କରାଯାଇଥିଲେ ବି ବୈଠକ...

ମଦ ଜବତ, ୨ ଗିରଫ

ବଇଣ୍ଡା,୩।୧୨(ଡି.ଏନ.ଏ.)-ହଣ୍ଡପା ଓ ବଇଣ୍ଡା ଫାଣ୍ଡି ପୋଲିସ ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢାଉ କରି ମଦ ଜବତ କରିବାସହ ୨ ଜଣଙ୍କୁ ଗିରଫ କରି ଆଠମଲ୍ଲିକ କୋର୍ଟଚାଲାଣ କରିଛି। ଧଉରାଗୋଠ ଗ୍ରାମରେ ଚଢାଉ କରି ଦେବଶ୍ରୀ ପ୍ରଧାନଙ୍କ ଘରୁ ୪ ଲିଟର,...

ମଧ୍ୟାହ୍ନଭୋଜନ ଯାଞ୍ଚ କଲେ ବିଧାୟକ

ଛେଣ୍ଡିପଦା,୩।୧୨(ସ୍ବ.ପ୍ର)-ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମଙ୍ଗଳବାର ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ପରିଦର୍ଶନ ଯାଇଥିଲେ। ଏହି ଅବସରରେ ଏକ ନୂତନ ଶ୍ରେଣୀ ଗୃହକୁ ବିଧାୟକ ଉଦ୍‌ଘାଟନ କରିଥିଲେ। ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ...

ପ୍ରାଥମିକ ବିଦ୍ୟାଳୟକୁ ହାଇସ୍କୁଲରେ ମିଶ୍ରଣ ଦାବି

ବନ୍ତଳା,୩।୧୨(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ମିଶାଇବା ପାଇଁ ସୋମବାର ଜିଲାପାଳଙ୍କ ନିକଟରେ ଗ୍ରାମର ଯୁବକମାନେ ଦାବି କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଗ୍ରାମରେ ଖେଳ ପଡିଆ ନ ଥିବାରୁ...

ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ

କଣିହାଁ, ୩ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ବାଲିପଶିସାହିର ଏକ କୂଅରୁ ଗତ ୨୮ ତାରିଖରେ ଦୁର୍ଯ୍ୟୋଧନ ତୁଙ୍ଗଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ପରକୀୟା ପ୍ରୀତି ଯୋଗୁ ଏହି ହତ୍ୟାକାଣ୍ଡ ଘଟିଥିବା...

ଭିଜିଲାନ୍ସ ଜାଲରେ କିରାଣି

ଅନୁଗୋଳ ଅଫିସ,୨।୧୨: ଅନୁଗୋଳ ଜିଲା ବଅଁରପାଳ ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣି ବିଜୟ କୁମାର ମହାପାତ୍ର ଲାଞ୍ଚନେଉଥିବା ବେଳେ ସୋମବାର ଅନୁଗୋଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବିଜୟ ନିଶା ଥାନା ଅନ୍ତର୍ଗତ ତୁବେ ଆରଆଇ ଅଧୀନରେ ଥିବା ପଥୁରିଆ ଗାଁର...

ବାର୍‌ହା ଶିକାରୀ ଗିରଫ: ମାଂସ ସହିତ ଅନ୍ୟାନ୍ୟ ସାମଗ୍ରୀ ଜବତ

ଛେଣ୍ଡିପଦା,୨।୧୨(ସ୍ବ.ପ୍ର.) : ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ଜାମୁଣ୍ଡା ବିଟ ବଅଁରଡିହ ଅଞ୍ଚଳରୁ ରବିବାର ରାତିରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ଜଣେ ଶିକାରୀଙ୍କୁ ଗିରଫ କରାଯିବା ସହିତ ତାଙ୍କଠାରୁ ୫ କିଗ୍ରା ମାଂସ,...

ଫେକ୍‌ ଆଇଡିରୁ ଶୁଭ୍ରାଂଶୁଙ୍କ ନିକଟକୁ ଆସିଥିଲା ଚିଠି; ନାସା ନାଁରେ ଭୁଆଁ ବୁଲାଇଥିଲେ ନାବାଳକ

ଅନୁଗୋଳ ଅଫିସ,୨।୧୨: ମାତ୍ର ୬୫ ହଜାର ଟଙ୍କାରେ ଅନୁଗୋଳ ଗାନ୍ଧୀମାର୍ଗ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୯ମ ଶ୍ରେଣୀ ଛାତ୍ର ଶୁଭ୍ରାଂଶୁ ନାୟକ ପ୍ରସ୍ତୁତ କରିଥିବା ‘ମାଭିକ୍‌’ ଡ୍ରୋନ୍‌କୁ ମିରାକିଲ୍‌ କହି ତାଙ୍କୁ ଆମେରିକା ଆମନ୍ତ୍ରଣ ପାଇଁ ପଠାଯାଇଥିବା ଚିଠି...

ଝିଅ ହତ୍ୟାକାରୀ ମା’ଙ୍କୁ ଆଜୀବନ ଜେଲ

ଅନୁଗୋଳ ଅଫିସ, ୧।୧୨ – ଅନୁଗୋଳ ଜିଲା ନାଲ୍‌କୋ ଥାନା ବାଙ୍କିହଟିଂ ଅଞ୍ଚଳରେ ସାଢେ ୪ ବର୍ଷ ତଳେ ଜଣେ ନାବାଳିକା ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ଅଦାଲତରେ ଅନୁଗୋଳ ଅତିରିକ୍ତ ଜିଲା ଦୌରାଜଜ୍‌...

୨୯ରେ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ବାର୍ଷିକ ଅଧିବେଶନ: ଯୋଗଦେବେ ସୁପ୍ରିମକୋର୍ଟ ବିଚାରପତି

ଅନୁଗୋଳ ଅଫିସ, ୧।୧୨ – ରାଜ୍ୟ ଆଇନଜୀବୀମାନଙ୍କ ସର୍ବପୁରାତନ ସଙ୍ଗଠନ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ଉତ୍ସବ ଅନୁଗୋଳ ଷ୍ଟାଡ଼ିୟମଠାରେ ଆସନ୍ତା ଡିସେମ୍ବର ୨୯ ଓ ୩୦ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ଅନୁଗୋଳ ଓକିଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri