ଅନୁଗୋଳ

୨୯ ବର୍ଷ ହେଲା ଚାଲିଛି ମାନସିକ ପୂରଣ

ବଇଣ୍ଡା,୨୪।୧୧: ଟିଏ ପଟେ ବୁଡ଼ି ଯାଉଥିବା କଳା, ସଂସ୍କୃତିକୁ ଉଜ୍ଜୀବିତ କରିବାକୁ ପ୍ରୟାସ ତ ଅନ୍ୟପଟେ ଧାର୍ମିକ ଭାବନା ବା ମାନସିକ ପୂରଣ ପାଇଁ ଚାଲିଛି ପ୍ରଚେଷ୍ଟା। ଏମିତି ବର୍ଷ ପରେ ବର୍ଷ ୨୯ ବର୍ଷ ଧରି ପାଲା ପରିବେଷଣ...

ଶବ ପାଇଁ ବିଛାନ୍ତି ଶେଯ

ବନ୍ତଳା,୨୪।୧୧: ଜଣା ହେଉ ଅବା ଅଜଣା, ଶବକୁ ଉପଯୁକ୍ତ ସମ୍ମାନ ଦେବାକୁ ଅନେକେ ଆଗ୍ରହ ଦେଖାନ୍ତିନି। ବଞ୍ଚିଥିବା ବେଳେ ଅତି ଆପଣାର ଲାଗୁଥିବା ମଣିଷଟିଏ ମୃତ୍ୟୁ ପରେ ହଠାତ୍‌ ଯେମିତି ପର ପରି ସ୍ବଭାବ ଦେଖାନ୍ତି। ଶ୍ମଶାନରେ ଯେନତେନ ସଂସ୍କାର...

ଜଣେ କର୍ମଚାରୀରେ ଚାଲିଛି ଉପକୋଷାଗାର

ଛେଣ୍ଡିପଦା,୨୪।୧୧(ସ୍ବ.ପ୍ର.) – ଜଣେ କର୍ମଚାରୀରେ ଚାଲିଛି ଛେଣ୍ଡିପଦା ଉପକୋଷାଗାର। ଦିନେ କି ମାସେ ନୁହେଁ, ବରଂ ବର୍ଷେ ହେଲା ଏପରି ଚାଲିଛି କାର୍ଯ୍ୟ। ଫଳରେ ଗ୍ରାମାଞ୍ଚଳରୁ ଆସୁଥିବା ବହୁ ବୃଦ୍ଧବୃଦ୍ଧା, ପେନ୍‌ସନ ଭୋଗୀ, ଛାତ୍ରୀଛାତ୍ରମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅଞ୍ଚଳବାସୀଙ୍କ...

ବନ ବିଭାଗ ଚଢ଼ାଉ: ୯ଖଣ୍ଡ ଶାଳ ଚଉକାଠ, ୨ ବାଇକ୍‌ ଜବତ

ଛେଣ୍ଡିପଦା,୨୩।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ପାତ୍ରପଡ଼ା ପଞ୍ଚାୟତ ବାୟାଣିପୀଠ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବନ ବିଭାଗ ଚଢ଼ାଉ କରି ଶାଳ ଚଉକାଠ ସହିତ ୨ ବାଇକ୍‌ ଜବତ କରିଛି। ବନାଞ୍ଚଳ ସୂତ୍ରରୁ ପ୍ରକାଶ, ହଣ୍ଡପା ବନାଞ୍ଚଳରୁ ୭ଫୁଟ...

ପିକ୍‌ଅପ ଧକ୍କାରେ ସାଇକେଲ ଆରୋହୀଙ୍କ ଜୀବନଗଲା

ଛେଣ୍ଡିପଦା,୨୩।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଲିପଟାର ପଳାସ ବଣିଆ ଛକ ନିକଟରେ ଶନିବାର ପୂର୍ବାହ୍ନରେ ପିକ୍‌ଅପ୍‌ ଧକ୍କାରେ ଜଣେ ସାଇକେଲ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ତେଣ୍ଟଲୋଇ ଗ୍ରାମର ହାଡିବନ୍ଧୁ ବାଘ ବୋଲି ଜଣାପଡିଛି। ପ୍ରକାଶ ଯେ,...

ଥଇଥାନ ଦାବିରେ ଆନ୍ଦୋଳନ: ଦୋକାନ ବନ୍ଦ କଲେ ମାଛ, ମାଂସ ବିକ୍ରେତା ସଂଘ

ପାଲଲହଡା,୨୩।୧୧(ଡି.ଏନ.ଏ.) – ଥଇଥାନ ଦାବି କରିଥିବା ପାଲଲହଡ଼ା ଉପଖଣ୍ଡ ମାଛ, ମାଂସ ବିକ୍ରେତା ସଂଘ ପକ୍ଷରୁ ଶୁକ୍ରବାରଠାରୁ ଆନ୍ଦୋଳନ ଆରମ୍ଭ କରାଯାଇଛି। ସଂଘ ସୋମବାରଠାରୁ ଦୋକାନ ବନ୍ଦ କରିବାକୁ ପୂର୍ବରୁ ଘୋଷଣା କରିଥିବା ବେଳେ ଆଜି ସଦରମହକୁମାର ସମସ୍ତ ଆମିଷ...

୩୪୦ ଗଞ୍ଜେଇ ଗଛ ନଷ୍ଟ କରାଗଲା

ଅନୁଗୋଳ ଅଫିସ, ୨୩।୧୧ – ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଶୁକ୍ରବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଅବକାରୀ ବିଭାଗ, ପୋଲିସ ଓ ବନ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇ ଜଙ୍ଗଲରେ ଚାଷ...

ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ରାୟଗଡ଼ା ଅଫିସ,୨୨।୧୧: ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି l କେନ୍ଦ୍ରର ଭାଜପା ଏବଂ ରାଜ୍ୟ ସରକାରଙ୍କ ଜନମାରଣ ତଥା ଶ୍ରମିକମାରଣ ନୀତି, ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଅହେତୁକ ମୂଲ୍ୟ ବୃଦ୍ଧି,...

ବେଧଡ଼କ ମୋରମ ଚୋରା ଚାଲାଣ: ୩ ହାଇଓ୍ବା ଜବତ

ଛେଣ୍ଡିପଦା,୨୨।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅନ୍ତର୍ଗତ ଜରପଡ଼ା ରାଜସ୍ବ ସର୍କଲ ଅଞ୍ଚଳରେ ସରକାରୀ ରାଜସ୍ବ ଫାଙ୍କି କିଛି ମାଫିଆ ବେଧଡ଼କ ଭାବେ ଚୋରାରେ ମୋରମ ଚାଲାଣ କରୁଛନ୍ତି। ଜାତୀୟ ରାଜପଥ ସଂପ୍ରସାରଣ କରୁଥିବା ଏକ ଠିକାସଂସ୍ଥା ପକ୍ଷରୁ ସରକାରୀ...

ବାମୁର ରେଞ୍ଜ୍‌ରେ ୨୨ ହାତୀ: ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ

ବଇଣ୍ଡା, ୨୧।୧୧(ଡି.ଏନ.ଏ.) – ରେଢାଖୋଲ ବନଖଣ୍ଡରୁ ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ରେଞ୍ଜକୁ ବୁଧବାର ସକାଳେ ଚାଲି ଆସିଥିବା ୨୨ଟି ହାତୀ ବ୍ୟାପକ ଉପଦ୍ରବ ସୃଷ୍ଟି କରିଛନ୍ତି। ବଣିଆଦୋହଲି, କଦଳୀମୁଣ୍ଡା, ବଡ଼ରୋହିଲା, କସୁଣି, ଭୀମପୁର ଗ୍ରାମରେ ହାତୀପଲ ଘରଦ୍ୱାରା...

ଆର୍‌ଟିଓ କାର୍ଯ୍ୟାଳୟରେ ଅବ୍ୟବସ୍ଥା: ଡିଏଲ ଟେଷ୍ଟ ପାଇଁ ଆସି ହନ୍ତସନ୍ତ

ଅନୁଗୋଳ ଅଫିସ, ୨୧।୧୧ – ଅନୁଗୋଳ ପଞ୍ଚମହଲାସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆରଟିଓ)ରେ ବୁଧବାର ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ଫାଇନାଲ ଡ୍ରାଇଭିଂ ପରୀକ୍ଷା ପାଇଁ ୫୦ରୁ ଊର୍ଦ୍ଧ୍ୱ ଆବେଦନକାରୀ ଆସିଥିବାବେଳେ ଅଫିସ ଛୁଟି ଥିବାରୁ ସେମାନେ ହନ୍ତସନ୍ତ ହୋଇଥିଲେ। ପ୍ରତିବାଦ ସ୍ବରୂପ...

ହାତରୁ ବନ୍ଧୁକ ଛଡ଼ାଇଲା ପ୍ରେମ

ବନ୍ତଳା, ୨୧।୧୧ – ଏକଦା ଲାଲ୍‌ଗଡ଼ରେ ଥିଲା ସେମାନଙ୍କ ରାଜୁତି। ଦୁର୍ନୀତି ବିରୋଧରେ ଉଠାଇଥିଲେ ବନ୍ଧୁକ। ମାଓବାଦୀ ସଙ୍ଗଠନ ବିଷୟରେ ମତାଉଥିଲେ ଲୋକଙ୍କୁ। ହେଲେ ହିଂସା ଯେ ସମସ୍ୟା ସମାଧାନର ବାଟ ନୁହେଁ, ତାହା ଅନୁଭବ ହେଲା ଯେତେବେଳେ ସେମାନଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri