ଅନୁଗୋଳ

ଯାତ୍ରୀ ବିଶ୍ରାମାଗାର ଜରାଜୀର୍ଣ୍ଣ

ବଅଁରପାଳ,୧୭ା୬(ଉପେନ୍ଦ୍ର ରାଉତ) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବଳରାମପ୍ରସାଦଠାରେ ଥିବା ଯାତ୍ରୀ ବିଶ୍ରାମାଗାର ଦୀର୍ଘଦିନ ହେବ ଜରାଜୀର୍ଣ୍ଣ ହୋଇ ରହିଛି। ଫଳରେ ପଥଚାରୀମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଉ ନ...

ଶୋଇଥିବା ଯୁବକଙ୍କୁ କଚାଡ଼ି ମାରିଲା ଦନ୍ତା

ଖମାର,୧୭ା୬ (ରଜନୀକାନ୍ତ ମହାରଣା) ଅସହ୍ୟ ଗରମରୁ ରକ୍ଷା ପାଇବା ପାଇଁ ବାରଣ୍ଡାରେ ଖଟ ପକାଇ ଶୋଇଥିବା ଜଣେ ଯୁବକଙ୍କୁ ଦଳିଦେଇଛି ହିଂସ୍ର ଦନ୍ତା। ଅନୁଗୋଳ ଜିଲା ପାଲଲହଡ଼ା ବନାଞ୍ଚଳ ଅଧୀନ ପେଚାମୁଣ୍ଡି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଏଭଳି...

ଶୋଇଥିବା ବେଳେ ଯୁବକଙ୍କୁ ଶୁଣ୍ଢରେ ଟେକିନେଇ କଚାଡ଼ି ମାରିଲା ଦନ୍ତା

ଖମାର,୧୬ା୬(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ପାଳଲହଡ଼ା ଥାନା ପାଲଲହଡ଼ା ବନାଞ୍ଚଳ ଅନ୍ତର୍ଗତ ପେଚାମୁଣ୍ଡି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ ଯୁବକକୁ ଟେକିନେଇ କଚାଡ଼ି ମାରିଛି ଦନ୍ତା ହାତୀ। ସୂଚନାନୁଯାୟୀ, ପେଚାମୁଣ୍ଡି ଗ୍ରାମର ପବିତ୍ର ନାଏକ...

ମାଟିରେ ମିଶିଲା କଳାକାର ଭବନ

ଅନୁଗୋଳ ଅଫିସ, ୧୪ା୬ (ଅମିତ କୁମାର ସାମଲ) ଅନୁଗୋଳ ପ୍ରଶାସନ ପକ୍ଷରୁ ସହରରୁ ଜବରଦଖଲ ଉଚ୍ଛେଦ କରାଯାଇ ସରକାରୀ ଜାଗାକୁ ନିଜ ଅକ୍ତିଆରକୁ ଅଣାଯାଇଛି। ମଙ୍ଗଳବାର କଳାକାର ଭବନ ସହ ସେଠାରେ ଥିବା ୨ଟି ଘରକୁ ବୁଲଡୋଜର ଲଗାଇ ମାଟିରେ...

ସ୍ବାଗତ କରିବାକୁ ସଜବାଜ

ଅନୁଗୋଳ ଅଫିସ, ୧୩ା୬: ସଜେଇ ହେଲାଣି ସହର। ଗାଁ ଗଛରେ ଲାଗିଲାଣି ଦୋଳି। ଛକ ଛକରେ ଖୋଲିଲାଣି ପାନର ପସରା। ପହଲି ରଜକୁ ସ୍ବାଗତ କରିବାକୁ ସବୁଠି ଆରମ୍ଭ ହୋଇଛି ସଜବାଜ। ଏଥିପାଇଁ ବଜାରରେ ବଢ଼ିଯାଇଛି ଗହଳି। ଘରେ ଘରେ...

ସରକାରୀ ଖାତାକୁ ଆସିଲା ଏକରେ ଜାଗା

ଅନୁଗୋଳ ଅଫିସ,୧୩।୬: ଅନୁଗୋଳ ସହରରେ ଜବରଦଖଲରେ ଥିବା ସରକାରୀ ଜାଗାକୁ ସରକାରୀ ଖାତାକୁ ଫେରାଇ ଆଣିବାକୁ ଜୋରଦାର ଉଚ୍ଛେଦ ପ୍ରକ୍ରିୟା ଜାର ରହିଛି। ସୋମବାର ପ୍ରଶାସନିକ ଅଧିକାରୀମାନେ ସରକାରୀ ଜାଗାରେ ଥିବା ଘର ଓ ଦୋକାନଘରକୁ ବୁଲଡୋଜର ଲାଗାଇ ଉଚ୍ଛେଦ...

୩ କି.ମି. ଜଙ୍ଗଲ ରାସ୍ତା ପିଚୁ ହେବ

ବଇଣ୍ଡା,୧୨।୬(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କନ୍ତପଡ଼ାରୁ ମଇମୁରା ପଞ୍ଚାୟତକୁ ସଂଯୋଗ କରୁଥିବା ୧୧ କି.ମି. ଦୀର୍ଘ ତରଣ୍ଡା-କେଞ୍ଚୁଆନାଳି-ବିପ୍ରଡିହ ସଡ଼କର ଅବଶିଷ୍ଟ ୩ କି.ମି. ମାଟି ରାସ୍ତା ପିଚୁ ଢଳେଇ ହେବ। ଶନିବାର ଏଭଳି ପ୍ରତିଶ୍ରୁତି ଦେଇଛନ୍ତି ଆଠମଲ୍ଲିକ ବିଧାୟକ...

ସେବା ମନୋଭାବ ନେଇ ସନ୍ଦେହ

ଜରୁରୀ ସ୍ଥିତିରେ ସହାୟକ ହେବ ପୋଲିସ। ୧୧୨କୁ ଡାଏଲ କଲେ ତୁରନ୍ତ ପହଞ୍ଚିବ ପିସିଆର୍‌। ଏହି ଉଦ୍ଦେଶ୍ୟରେ ଥାନାକୁ ଯୋଗାଇ ଦିଆଯାଇଛି ପାଟ୍ରୋଲିଂ ଭ୍ୟାନ। ହେଲେ ଦେଢ଼ମାସ ହେଲା ଅନୁଗୋଳ ଥାନାର ଏହି ଜରୁରିକାଳୀନ ଗାଡ଼ି ଅଚଳ ହୋଇ ପଡ଼ିଛି।...

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୮ ବଖରା

ଆଠମଲ୍ଲିକ,୧୦ା୬(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଏଡା ପଞ୍ଚାୟତ ଓଳଥ ଗ୍ରାମରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ଶର୍ଟସର୍କିଟ ଯୋଗୁ ୧୩ ପରିବାରର ୧୮ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ଖବରପାଇ ଆଠମଲ୍ଲିକ ଅଗ୍ନିଶମ କେନ୍ଦ୍ରର ୨ଟି ଗାଡ଼ି...

ମନମୁଖି ଯୋଗୁ ମନ୍ଥର

ବଇଣ୍ଡା,୯ା୬(ଡି.ଏନ.ଏ.): ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ କାର୍ଯ୍ୟରେ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ। ବାରମ୍ବାର ଠିକା ସଂସ୍ଥା ବଦଳାଯାଉଛି। ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରାଯିବ ବୋଲି କୁହାଯାଉଛି। ହେଲେ ସମ୍ପ୍ରସାରଣ କାମ ତ...

ପୋଖରୀ ଖୋଳାରେ ଅନିୟମିତତା ଅଭିଯୋଗ

ବଇଣ୍ଡା,୯।୬(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଆମ୍ବସରମୁଣ୍ଡା ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ୧୫ ଦିନ ହେବ ପଞ୍ଚାୟତର ଫୁଲରିବଣିଆ, ନବଦୀପପୁର ଗ୍ରାମରେ ୧୦ ଲକ୍ଷ ଟଙ୍କା...

ଦୁର୍ବଳ ପ୍ରଦର୍ଶନ ଦାୟୀ

ବ୍ୟାଙ୍କ ହେଉ କି ବଜାର, ଗଁା ହେଉ କି ସହର, ସବୁଠି ସକ୍ରିୟ ଏରାଗୋଲା ଗ୍ୟାଙ୍ଗ। ସୁଯୋଗ ପାଇବା ମାତ୍ରେ ଝାମ୍ପି ନେଉଛନ୍ତି ଟଙ୍କା ବ୍ୟାଗ। ଡିକି ଭାଙ୍ଗି କରୁଛନ୍ତି ଲୁଟ୍‌। ବିରୋଧ କଲେ ଆଖିରେ ଲଙ୍କା ଗୁଣ୍ଡ ପକାଉଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri