ଅନୁଗୋଳ

କୋଇଲା ଖନନ ପାଇଁ ଗ୍ରାମ ଉଚ୍ଛେଦକୁ ବିରୋଧ ଘଟଣା : ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ଅନୁଗୋଳ ଅଫିସ,୩୦।୧୦: ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ ହିଙ୍ଗୁଳା କୋଇଲା ଖଣି ନିକଟରେ ଥିବା ଭାଲୁଗାଡିଆ ଗ୍ରାମକୁ ମଙ୍ଗଳବାର ଜବରଦସ୍ତ ଉଚ୍ଛେଦ ବେଳେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ତେବେ ଉଚ୍ଛେଦକୁ ବିରୋଧ କରି ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ...

ଭଡ଼ା ବୃଦ୍ଧି ନିଷ୍ପତ୍ତି ପୁନର୍ବିଚାର ଦାବିରେ ଧାରଣା

ତାଳଚେର,୩୦ା୧୦(ନି.ପ୍ର.)-ତାଳଚେର ପୌର ପରିଷଦ ପକ୍ଷରୁ ଆବଣ୍ଟିତ ହୋଇଥିବା ଦୋକାନ ଘର ଗୁଡ଼ିକରେ ବ୍ୟବସାୟ କରୁଥିବା ଦୋକାନୀଙ୍କ ଭଡ଼ା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର କରାଯିବା ଦାବିରେ ମଙ୍ଗଳବାର ତାଳଚେର ମ୍ୟୁନିସିପାଲିଟି କ୍ରିୟାନୁଷ୍ଠାନ କମିଟି ନେତୃତ୍ୱରେ ଶତାଧିକ ବ୍ୟବସାୟୀ ପୌର ପରିଷଦ କାର୍ଯ୍ୟାଳୟ...

ଥଇଥାନ ନ କରି ଉଚ୍ଛେଦକୁ ନିନ୍ଦା

ତାଳଚେର, ୩୦ା୧୦(ନି.ପ୍ର.)- ତାଳଚେର ଭାଲୁଗାଡିଆ ଗ୍ରାମରେ ୪ଶହ ପରିବାର ବସବାସ କରୁଛନ୍ତି। ଗ୍ରାମର ୬୬୩.୫୪ ଏକର ଜମି ଅଧିଗ୍ରହଣ ନିମନ୍ତେ ୨୦୦୩ରେ ୪(୧) ନୋଟିସ ହୋଇଥିଲା। ୧୭ା୧୨ା୨୦୧୦ କଟଅଫ ଡେଟ ଥିଲା। ୬୦ ପ୍ରତିଶତ ଲୋକ ଚାକିରି ପାଇଥିବା ବେଳେ...

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨ ଛାତ୍ରୀଛାତ୍ର ଅସୁସ୍ଥ: ଗୁଣିଆ ଡାକି ଝାଡ଼ିଲେ ଅଭିଭାବକ

ବନ୍ତଳା,୩୦।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଜଗନ୍ନାଥପୁର ପଞ୍ଚାୟତ ଟାକରିଶିଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଅସୁସ୍ଥ ହୋଇପଡ଼ିଥିବା ୧୨ ଛାତ୍ରୀଛାତ୍ରଙ୍କୁ ଝଡ଼ାଫୁଙ୍କା କରିଛନ୍ତି ଗୁଣିଆ। ଶିକ୍ଷକମାନଙ୍କ ବାରଣ ସତ୍ତ୍ୱେ କେତେଜଣ ଅଭିଭାବକ ଏପରି ଅନ୍ଧବିଶ୍ୱାସର ସାହାରା ନେବା ଚର୍ଚ୍ଚାର...

ଅନୁଗୋଳ ମେଡିକାଲ ପରିଦର୍ଶନ କଲେ ୫-ଟି ସଚିବ: ବାହାରୁ ମେଡିସିନ୍‌ କିଣାକୁ ନେଇ ଖପ୍ପା

ଅନୁଗୋଳ ଅଫିସ, ୩୦ା୧୦-ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ପରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ କିପରି ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ମଙ୍ଗଳବାର ତାହାର ଅନୁଧ୍ୟାନ କରିଛନ୍ତି ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ। ପୂର୍ବାହ୍ନ ୧୧ଟା...

କୋଇଲା ଖନନ ପାଇଁ ଗ୍ରାମ ଉଚ୍ଛେଦକୁ ବିରୋଧ: ହିଙ୍ଗୁଳା ଖଣି ଅଞ୍ଚଳରେ ତୀବ୍ର ଉତ୍ତେଜନା

ତାଳଚେର, ୨୯ା୧୦(ନି.ପ୍ର.)- ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ହିଙ୍ଗୁଳା କୋଇଲା ଖଣି ନିକଟରେ ଥିବା ଭାଲୁଗାଡିଆ ଗ୍ରାମକୁ ମଙ୍ଗଳବାର ଜବରଦସ୍ତ ଉଚ୍ଛେଦ ବେଳେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ, ପ୍ରଶାସନ ସହାୟତାରେ ଖଣି କର୍ତ୍ତୃପକ୍ଷଙ୍କ ଏପରି କାର୍ଯ୍ୟକୁ ବିରୋଧ...

ଖୁଲୁଡି ହେବ ଅଗ୍ରଣୀ ପର୍ଯ୍ୟଟନୀ ସ୍ଥଳୀ; ଭିତ୍ତିଭୂମି ବିକାଶ ପାଇଁ ଖର୍ଚ୍ଚ ହେବ ୫ କୋଟି: ବିଧାୟକ

ପାଲଲହଡା,୨୯।୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡର ପ୍ରସିଦ୍ଧ ଶୈବପୀଠ ଝାରବେଡାସ୍ଥିତ ଖୁଲୁଡି ଗିରିଶ୍ୱର ମନ୍ଦିରର ବିକାଶ ପାଇଁ ଆଗାମୀ ୫ ବର୍ଷରେ ୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯିବ। ଏହାସହ ରାଜ୍ୟ ପର୍ଯ୍ୟଟନ ବିଭାଗ ସହାୟତାରେ ଏହି ଶୈବପୀଠକୁ...

ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ୫ଟି ସଚିବ

ଅନୁଗୋଳ ଅଫିସ,୨୯।୧୦: ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିୟାନ ମଙ୍ଗଳବାର ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେ ମେଡିକାଲରେ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କୁ ଚିକିତ୍ସା ସମ୍ପର୍କରେ ପଚାରି ବୁଝିଛନ୍ତି। ମେଡିକାଲର ଯକ୍ଷ୍ମା ବିଭାଗ ସହ ମେଲ୍‌ଓ୍ବାଡ...

ଭକ୍ତି ଆଣିଛି ସଂହତି

ଓଡାପଡା,୨୯ା୧୦ (ଦିନେଶ ଦାସ) ସମଗ୍ର ଗାଁ ଏବେ ପାଲଟିଛି ଗୋଟିଏ ଗୋଷ୍ଠୀ। ସାହି ସାହି ଭିତରେ ଏବେ ନା ଅଛି ମତାନ୍ତର ନା ମନାନ୍ତର। ପୁରୁଣା ମାନ ଅଭିମାନକୁ ସତେ ଯେମିତି କେବେଠୁ ଭୁଲି ସାରିଲେଣି ଗ୍ରାମବାସୀ। ସମସ୍ତେ ଗୋଟିଏ...

ପରିବହନ ବନ୍ଦ ବିରୋଧରେ ଧାରଣା:ପ୍ରଶାସନ ସହ ଆଲୋଚନା ବିଫଳ

ଅନୁଗୋଳ ଅଫିସ, ୨୯ା୧୦ କୋଇଲା ପରିବହନ ନେଇ ବିବାଦ ଯୋଗୁ ତାଳଚେରଠାରେ ଥିବା ଏମ୍‌ସିଏଲ୍‌ର ବଳରାମ ଖଣି ଗତ ୧୨ ତାରିଖ ଠାରୁ ବନ୍ଦ ରହିଛି। ପ୍ରଶାସନ, ପୋଲିସ ଓ ଖଣି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ମଧ୍ୟ କୌଣସି...

ପ୍ରଦୂଷଣ ବଢ଼ାଇଲା ଦୀପାବଳି:ଅଢ଼େଇଗୁଣ ବୃଦ୍ଧି ଆଶଙ୍କା

ଅନୁଗୋଳ ଅଫିସ, ୨୯ା୧୦ ଦେଶର ପ୍ରଦୂଷିତ ଜିଲା ଓ ସହର ତାଲିକାରେ ଅନେକ ସମୟରେ ନିଜ ଉପସ୍ଥିତି ଜାହିର କରୁଥିବା ଅନୁଗୋଳର ପ୍ରଦୂଷଣ ଦୀପାବଳିରେ ବେଶ୍‌ ବଢ଼ିଯାଇଛି। ଏହାକୁ ସହରବାସୀ, ପରିବେଶବିତ୍‌ମାନେ ସିଧାସଳଖ ଅନୁଭବ କରିପାରୁଥିବା ବେଳେ ପ୍ରଦୂଷଣ ନିୟନ୍ତ୍ରଣ...

ଶିଶୁଗୃହରେ ଦୀପାବଳି ପାଳିଲେ ଜିଲାପାଳ

ଢେଙ୍କାନାଳ ଅଫିସ୍‌, ୨୭ା୧୦- ସଦର ବ୍ଲକ ଗୋବିନ୍ଦପୁରଠାରେ ଥିବା ମହର୍ଷି ଦୟାନନ୍ଦ ଶିଶୁଗୃହରେ ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଦୀପାବଳି ପାଳନ କରିଛନ୍ତି। ଛୋଟ ପିଲା, ପରିବାର ଛାଡି ରହୁଥିବା ମହିଳା, ପୁରୁଷ, ଅସହାୟା ବୃଦ୍ଧା, ବୃଦ୍ଧଙ୍କ ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri