ଅନୁଗୋଳ

ଜରପଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର; ଡାକ୍ତର ନ ଥିବାରୁ ମିଳୁନି ସେବା

ଛେଣ୍ଡିପଦା,୧୪ା୧୦(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ଜରପଡାଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ମିଳୁନି ଉପଯୁକ୍ତ ସେବା। କାରଣ ଏଠାରେ ନିଯୁକ୍ତ ହୋଇଥିବା ଜଣେ ମାତ୍ର ଡାକ୍ତର ଦୀର୍ଘଦିନ ହେଲା ଛୁଟିରେ ଥିବାରୁ ରୋଗୀ ସେବା ଏକପ୍ରକାର ଠପ୍‌ ହୋଇଯାଇଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ...

‘ମୋ ସରକାର’ ପରେ ପଶିଛି ଛାନିଆ

ଅନୁଗୋଳ ଅଫିସ, ୧୪ା୧୦: ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ପରେ ମେଡିକାଲ, ଥାନା ଓ ସରକାରୀ କାର୍ଯ୍ୟାଳୟରେ କିପରି ସେବା ଯୋଗାଇ ଦିଆଯାଉଛି ତାହାର ଅନୁଧ୍ୟାନ କରୁଛନ୍ତି ବଡ଼ ବଡ଼ିଆ ଅଧିକାରୀ। ଏସ୍‌ପିଙ୍କଠାରୁ ଆରମ୍ଭ କରି ଜିଲାପାଳ, ବିଭିନ୍ନ...

ସମ୍ବର ମାଂସ ଜବତ, ୨ଗିରଫ

ବଇଣ୍ଡା,୧୩।୧୦(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ଜଙ୍ଗଲରେ ଧଣ୍ଡାତୋପା ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୨୧ କେଜି ସମ୍ବର ମାଂସ ଜବତ କରାଯାଇଛି। ଏଥିସହିତ ବନ ବିଭାଗ ଏକ ସ୍କୁଟି, ବାଇଡିଙ୍ଗ ତାର, ୨ଟି ଟାଙ୍ଗିଆ, କଟୁରୀ, କାଚ, ବୋତଲକୁ ଜବତ...

ମହୁମାଛି ଆକ୍ରମଣରେ ୩୦ ଗୁରୁତର

ବଇଣ୍ଡା,୧୩।୧୦(ଡି.ଏନ.ଏ.): କିଶୋରନଗର ବ୍ଲକ ନାକିଚି ପଞ୍ଚାୟତ ବଡ଼ଡଙ୍ଗିଆଣୀ ଗ୍ରାମରେ ରବିବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ବଡ଼ଡଙ୍ଗିଆଣୀ ଗ୍ରାମର ଦୁଃଶନ୍ତ ସାହୁ, ଗୁଦୁ ସାହୁ, ମହେଶ୍ୱର ସାହୁ, ଅର୍ପନା ବେହେରା, ଅତୁଲ୍ୟ ପ୍ରଧାନ, ସୁଶୀଳ ବେହେରା, ବାପୁଜୀ ସେଠୀ, ମାଙ୍କଡ଼ଚୁଆ ଗ୍ରାମର...

ଦୋକାନ ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ୫୦ ହଜାର

ବଅଁରପାଳ,୧୩।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ଟାଉନ୍‌ ପିସି ବଜାରରୁ ଶନିବାର ରାତିରେ ଚୋରି ହୋଇଛି। ବଜାରରେ ଥିବା କୁଳମଣି ପୁଷ୍ଟିଙ୍କ ଭେରାଇଟି ଷ୍ଟୋର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ସହ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ଚୋରି...

ଆଜି ଧରାବତରଣ କରିବେ ମା’ ଲକ୍ଷ୍ମୀ: ସଜେଇ ହୋଇଛି ୨୯ ମଣ୍ଡପ

ଅନୁଗୋଳ ଅଫିସ, ୧୩ା୧୦ – ଧରାବତରଣ କରିବେ ମା ଲକ୍ଷ୍ମୀ। ଏ ନେଇ ଅନୁଗୋଳ ସହର ସଜେଇ ହୋଇଛି। ରବିବାରଠାରୁ ମା’ଙ୍କ ପୂଜା ଆରମ୍ଭ ହେବ। ମା’ଙ୍କ ଆଗମନ ପାଇଁ ସହରରେ ବିଭିନ୍ନ ପୂଜା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି...

ଜିଲା ମୁଖ୍ୟ ଚିକିତ୍ସାଳୟ ଅଚାନକ ପରିଦର୍ଶନ କଲେ ଜିଲାପାଳ: ସେବା ସମ୍ପର୍କରେ ରୋଗୀଙ୍କୁ ପଚାରିଲେ, ସମସ୍ୟା ବୁଝିଲେ

ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ କିପରି ସେବା ଯୋଗାଇ ଦିଆଯାଉଛି ତାହାର ତଦାରଖ ପାଇଁ ଶନିବାର ପୂର୍ବାହ୍ନ ୧୧ଟାରେ ଜିଲାପାଳ ମନୋଜ କୁମାର ମହାନ୍ତି ଅଚାନକ ମେଡିକାଲରେ ପହଞ୍ଚିଥିଲେ। ତାଙ୍କ ସହ ଉପଜିଲାପାଳ...

ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ: ପରୀକ୍ଷା ହେବ ୧୧ ଖାଦ୍ୟ ନମୁନା

ଅନୁଗୋଳ ଅଫିସ, ୧୩।୧୦ – ପାର୍ବଣ ସମୟରେ ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ସୁରକ୍ଷା ଅଧିକାରୀ ହରପ୍ରିୟା ବେହେରା, ସୁବାସ ଚନ୍ଦ୍ର ବେହେରା, ସୁନୀଲ...

ବରିଷ୍ଠ ନାଗରିକଙ୍କୁ ପୋଲିସ ବାଣ୍ଟିଲା ପରିଚୟପତ୍ର: ଏକୁଟିଆ ଥିଲେ ରହିବ ସ୍ବତନ୍ତ୍ର ଦୃଷ୍ଟି: ଏସ୍‌ପି

ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ମଧ୍ୟାହ୍ନରେ ବରିଷ୍ଠ ନାଗରିକମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଛି। ଅନୁଗୋଳ ଥାନା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏସ୍‌ପି ଜଗମୋହନ ମୀନା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପରିଚୟପତ୍ର ପ୍ରଦାନ...

ମହୀଧରପୁରରେ ପୃଥକ୍‌ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ଅନୁଗୋଳ ଅଫିସ,୧୨।୧୦: ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ମହୀଧରପୁରରେ ଶନିବାର ୨ଟି ସ୍ଥାନରେ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଶୁଶୁଡା ଅଞ୍ଚଳର ନରେଶ ମାହାଳିକ(୩୨) ଓରଫ...

୫୩ ବର୍ଷରେ ଠାକୁରଗଡ଼ ଲକ୍ଷ୍ମୀପୂଜା: ୩ ଶହରୁ ୫ ଲକ୍ଷ ଟଙ୍କା ଅଟକଳ

ବଇଣ୍ଡା,୧୨।୧୦(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମରେ ହେବାକୁ ଥିବା ଲକ୍ଷ୍ମୀପୂଜା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ବହୁ ଆଡ଼ମ୍ବରରେ ଏହା ପାଳନ କରାଯିବା ପାଇଁ ନିଷ୍ପତ୍ତି ହୋଇଛି। ୧୯୬୬ରେ ଲକ୍ଷ୍ମୀ ବଜାରଠାରେ ଏହି...

ଦିନକ ପରେ ଧରାବତରଣ କରିବେ ମା’ ଲକ୍ଷ୍ମୀ: ଆଇନଶୃଙ୍ଖଳା ଜଗିବେ ୧୫ ପ୍ଲାଟୁନ ଫୋର୍ସ

ଅନୁଗୋଳ ଅଫିସ, ୧୨।୧୦ – ଦିନକ ପରେ ଅନୁଗୋଳରେ ଆରମ୍ଭ ହେବ ମା’ ଲକ୍ଷ୍ମୀଙ୍କ ପୂଜା। ଏ ନେଇ ସହର ଚଳଚଞ୍ଚଳ ହୋଇଉଠିଥିବା ବେଳେ ଆଇନଶୃଙ୍ଖଳା ରକ୍ଷା ପାଇଁ ଏଥର ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସହରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri