ଅନୁଗୋଳ

ଜମୁଛି ନାଲ୍‌କୋ ବିଶ୍ୱକର୍ମା ପୂଜା

ବଅଁରପାଳ, ୧୯।୯ (ଡି.ଏନ୍‌.ଏ.) – ଅନୁଗୋଳ ଜିଲା ନାଲ୍‌କୋ ନଗରରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ବିଶ୍ୱକର୍ମା ପୂଜାରେ ପ୍ରବଳ ଗହଳି ହେଉଛି। ପ୍ରଥମ ଦିନରେ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମ ହୋଇଥିବା ବେଳେ ଦ୍ୱିତୀୟ ଦିନରେ ଭିଡ଼ ଆହୁରି...

ନରହନ୍ତା ଦନ୍ତାର ଉଗ୍ରରୂପ

ପରଜଙ୍ଗ, ୧୯।୯(ଡି.ଏନ.ଏ.) – ଗଁ।ରୁ ଗଁ।କୁ ଘୂରିବୁଲୁଛି। ଯୁଆଡ଼େ ମୁହଁ।ଉଛି ସିଆଡ଼େ ଆତଙ୍କର ବାତାବରଣ ସୃଷ୍ଟି କରୁଛି। ଚାଳ ଛପର, କଂକ୍ରିଟ୍‌ କୋଠା, ପାଚେରି, ବାଡ଼ି ବଗିଚା କିଛି ବାଦ୍‌ ପଡୁନି। ରାତିରେ ଜନବସତିରେ ବୁଲୁଛି। ମଣିଷ ଦେଖିଲେ ମାରିବାକୁ...

ପୁଣି ବିବାଦରେ ଜିଲା ମୁଖ୍ୟ ଚିକିତ୍ସାଳୟ: ବେଡ୍‌ରୁ ରୋଗୀ ଗାଏବ

ଅନୁଗୋଳ ଅଫିସ, ୧୯।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ରୋଗୀ ଅଙ୍ଗାରବନ୍ଧ ଗ୍ରାମର ଟିଙ୍କାରୁ ନାଏକ (୨୦) ହଠାତ୍‌ କେଉଁଆଡ଼େ ଚାଲିଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମେଡିକାଲ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ପାଇଁ ଏପରି ଘଟଣା ଘଟିଥିବା...

ଭାଙ୍ଗିଗଲାଣି ତନଖି ଫାଟକ ଗୃହ

ଛେଣ୍ଡିପଦା,୧୯।୯(ସ୍ବ.ପ୍ର.) – କାଠ ମାଫିଆଙ୍କ ଉପରେ ରୋକ ଲଗାଇବାକୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା ବନାଞ୍ଚଳର ଉଗୀ-ଅନ୍ତୁଳିଆ ରାସ୍ତାରେ ଥିବା ତନଖି ଫାଟକ କାମରେ ଆସୁନି। ବନ ବିଭାଗ ପକ୍ଷରୁ ତିଆରି ହୋଇଥିବା ଏହି ତନଖି ଫାଟକ ଓ...

ଭୁଲ ଇଞ୍ଜେକ୍‌ଶନରୁ ଯୁବକଙ୍କ ମୃତ୍ୟୁ ଅଭିଯୋଗ: ମେଡିକାଲରେ ଚାପା ଉତ୍ତେଜନା

ଅନୁଗୋଳ ଅଫିସ, ୧୮।୯-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ରୋଗୀଙ୍କ ମୃତ୍ୟୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ ଇଞ୍ଜେକ୍‌ଶନ କାରଣରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ ମେଡିକାଲ କର୍ତ୍ତୃପକ୍ଷ ଏପରି...

ଶୋଚନୀୟ ଅବସ୍ଥାରେ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ: ୫୫ ବର୍ଷ ହେଲା ଚାଲିଛି ଭଡ଼ାଘରେ

ତାଳଚେର,୧୮ା୯(ନି.ପ୍ର.)-ତାଳଚେର ବଲଣ୍ଡାଠାରେ ଥିବା ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ନିୟୋଜନ କାର୍ଯ୍ୟାଳୟ (ସ୍ପେଶିଆଲ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ ଅଫିସ) ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘ ୫୫ ବର୍ଷ ହେଲା ଏମ୍‌ସିଏଲ୍‌ର ଏକ ଭଡା ଘରେ ଚାଲୁଥିବା ଏହି ଅଫିସ ଗୃହ ୩ ମାସ...

ଜିଲା ଖଣିଜ ପାଣ୍ଠି କାର୍ଯ୍ୟକାରିତା ସମୀକ୍ଷା: ଆୟବୃଦ୍ଧି ପ୍ରକଳ୍ପ ପ୍ରସ୍ତୁତ କରିବାକୁ ପରାମର୍ଶ

ଅନୁଗୋଳ ଅଫିସ, ୧୮।୯-ଅନୁଗୋଳ ଜିଲା ଖଣିଜ ପାଣ୍ଠିରେ ବିଭିନ୍ନ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ସମ୍ପର୍କରେ ଜିଲାପାଳ ମନୋଜ କୁମାର ମହାନ୍ତି ମଙ୍ଗଳବାର ସମୀକ୍ଷା କରିଛନ୍ତି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସଭାଗୃହ ଠାରେ ଅନୁଷ୍ଠିତ...

ପଲ୍ଲିଶ୍ରୀ ମେଳା ଉଦ୍‌ଘାଟିତ, ୨୪୦ ଷ୍ଟଲ

ବଅଁରପାଳ,୧୮।୯(ଡି.ଏନ.ଏ.)-ବିଶ୍ୱକର୍ମା ପୂଜା ଅବସରରେ ନାଲ୍‌କୋଠାରେ ଆୟୋଜିତ ଜାତୀୟ ପଲିଶ୍ରୀ ମେଳା ଉଦ୍‌ଘାଟିତ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଏଥିରେ ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି ଭାବେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି...

ନାଲ୍‌କୋରେ ୨୩ ମଣ୍ଡପରେ ଦେବଶିଳ୍ପୀଙ୍କୁ ଆରାଧନା: ପ୍ରଥମ ଦିନରେ ୩୦ ହଜାର ଶ୍ରଦ୍ଧାଳୁ

ବଅଁରପାଳ, ୧୮।୯ (ଡି.ଏନ୍‌.ଏ.)-ଅନୁଗୋଳ ଜିଲା ନାଲ୍‌କୋର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ ପ୍ରଭୁ ଦେବଶିଳ୍ପୀଙ୍କୁ ଆରାଧନା କରାଯାଉଥିବା ବେଳେ ପୂଜା ଦେଖିବାକୁ ପ୍ରଥମ ଦିନରେ ପ୍ରାୟ ୩୦...

କୂଅରେ ପଡି ବାର୍‌ହା ମୃତ

ଛେଣ୍ଡିପଦା,୧୭।୯(ସ୍ବ.ପ୍ର)-ଛେଣ୍ଡିପଦା ଥାନା ଜରପଡା ବନାଞ୍ଚଳ ବସନ୍ତପୁର ଗ୍ରାମରେ ଥିବା ଏକ ଖୋଲା କୂଅରେ ଏକ ବାରହା ଖସିପଡ଼ି ମଙ୍ଗଳବାର ମୃତ୍ୟୁବରଣ କରିଛି। ବନବିଭାଗ ସୂତ୍ରରୁ ପ୍ରକାଶ, ବାରହାଟି ଖାଦ୍ୟ ଅନ୍ବେଷଣରେ ଆସି ବସନ୍ତପୁର ଗ୍ରାମ ଅଖ ବିଶ୍ବାଳଙ୍କ ଘର ପଛ...

ମିଳୁନି ଆବଶ୍ୟକ କୋଇଲା:ଟିଟିପିଏସ୍‌ର ୩ ୟୁନିଟ୍‌ ବନ୍ଦ

ତାଳଚେର,୧୭-୯(ନି.ପ୍ର.):ଆବଶ୍ୟକ କୋଇଲା ଅଭାବରୁ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌)ର ୩ ଗୋଟି ୟୁନିଟ୍‌ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ ପାଇଛି। ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଗାମୀ ଦିନରେ...

ପୂଜା ପାଇଁ ଝଲସୁଛି ଆଲୁମିନିୟମ ନଗରୀ

ବଅଁରପାଳ, ୧୭।୯ (ଉପେନ୍ଦ୍ର ରାଉତ) ଅନୁଗୋଳ ଜିଲା ନାଲ୍‌କୋ ନଗରର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ କଲୋନିବାସୀଙ୍କ ସହ ସମଗ୍ର ନାଲ୍‌କୋ ନଗରରେ ଉତ୍ସାହ ଦେଖାଦେଇଛି। ଚଳିତ ବର୍ଷ ପ୍ରଭୁ ବିଶ୍ୱ ନିର୍ମାତାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri