ଅନୁଗୋଳ

ଏମ୍‌ସିସି ସେଣ୍ଟର ଦେଖିଲେ ଯୁଗ୍ମ ସଚିବ: ଆହାର କେନ୍ଦ୍ର ପରିମଳ ଅବ୍ୟବସ୍ଥା ଦେଖି ଖପ୍ପା

ଅନୁଗୋଳ ଅଫିସ, ୧୪।୯ – ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଯୁଗ୍ମ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର ଶୁକ୍ରବାର ଅନୁଗୋଳ ଗସ୍ତରେ ଆସି ସହରର ପରିମଳ ବ୍ୟବସ୍ଥା ଅନୁଧ୍ୟାନ ସହ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା...

ପଟ୍‌ଲାଇନ ପୂଜା କମିଟି ମେଢ଼: ଆକର୍ଷଣୀୟ ସାଜସଜ୍ଜାକୁ ଗୁରୁତ୍ୱ

ବଅଁରପାଳ, ୧୪।୯ (ଡି.ଏନ୍‌.ଏ) – ଦିନ କେଇଟା ପରେ ନାଲ୍‌କୋର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା। ଏଥିପାଇଁ ସମଗ୍ର ନାଲକୋ ନଗର ଏବେଠାରୁ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ ପ୍ରଭୁ ବିଶ୍ୱ ବିନ୍ଧାଣି ପୂଜା ପାଇବେ। ପୂଜା ମଣ୍ଡପକୁ...

ମହେଶ ଓ ଅବନୀକାନ୍ତଙ୍କୁ ଡକ୍ଟରେଟ ଉପାଧି

ଅନୁଗୋଳ ଅଫିସ, ୧୩।୯-ବଲ୍‌ସ ବ୍ରିଜ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଦିଲ୍ଲୀର ଗାଜିଆବାଦ ସ୍ଥିତ ଇନ୍ଦିରାପୁରମ ହାବିଟାଟ୍‌ ସେଣ୍ଟରରେ ଗତ ୮ ତାରିଖରେ ଆୟୋଜିତ ସମାବର୍ତ୍ତନ ଉତ୍ସବରେ ଶିକ୍ଷାବିତ୍‌ ତଥା ଅନୁଗୋଳସ୍ଥିତ ଆଦର୍ଶ ଅନୁଷ୍ଠାନ ସମୂହର ପ୍ରତିଷ୍ଠାତା ମହେଶ ଚନ୍ଦ୍ର ଧଳଙ୍କୁ...

ଜମିରେ ଏନ୍‌ଟିପିସି ପାଉଁଶ ପାଣି

କଣିହାଁ, ୧୩ା୯(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ଏନ୍‌ଟିପିସି ବିଦ୍ୟୁତ୍‌ ପ୍ରକଳ୍ପର ଆଶପଣ୍ଡ ପାଉଁଶ ପାଣି ଯୋଗୁ ଅଞ୍ଚଳବାସୀ ନାନା ସମସ୍ୟା ଭୋଗୁଛନ୍ତି। ମଙ୍ଗଳବାର ରାତିରେ ଆଶପଣ୍ଡରୁ ପ୍ରବଳ ମାତ୍ରାରେ ପାଉଁଶ ପାଣି ବାହାରି ମସୁଣିହତା ଗ୍ରାମର ପ୍ରାୟ ଦେଢ ଏକର...

ଅନୁଗୋଳ କେନ୍ଦ୍ରୀୟ ପୂଜା ସମିତି ବୈଠକ: ୧୨ ମଣ୍ଡପରେ ଦୁର୍ଗା, ୨୯ ମଣ୍ଡପରେ ଲକ୍ଷ୍ମୀ ପୂଜା

ଅନୁଗୋଳ ଅଫିସ, ୧୩।୯-ଅନୁଗୋଳ କେନ୍ଦ୍ରୀୟ ପୂଜା ସମିତିର ଏକ ବୈଠକ ଗୁରୁବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଗାମୀ ଦୁର୍ଗାପୂଜା ଓ ମା’ ଲକ୍ଷ୍ମୀଙ୍କ ପୂଜା ଆୟୋଜନ ଉପରେ ଆଲୋଚନା ହୋଇଥିଲା। ଅକ୍ଟୋବର ୪ରେ ସହରର ୧୨ଟି...

୧୭ରୁ ଆଲୁମିନିୟମ ନଗରୀରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା: ୭ ଦିନ ଧରି ଚାଲିବ, ପଡ଼ିବ ୨୪୦ ଷ୍ଟଲ

ଅନୁଗୋଳ ଅଫିସ, ୧୩।୯-ଆସନ୍ତା ୧୭ ତାରିଖ ବିଶ୍ୱକର୍ମା ପୂଜା ଅବସରରେ ଅନୁଗୋଳ ଜିଲାର ଆଲୁମିନିୟମ ନଗରୀରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳାର ଆୟୋଜନ କରାଯିବ। ୨୩ ତାରିଖ ଯାଏ ଚାଲିବାକୁ ଥିବା ଏହି ମେଳାରେ ମୋଟ ୨୪୦ଟି ଷ୍ଟଲ ପଡ଼ିବ। ଜିଲା...

କାର୍ଯ୍ୟାଳୟରେ କାମ କରୁନି ଇଣ୍ଟରନେଟ୍‌: ୧୫ ମଧ୍ୟରେ କେମିତି ସରିବ ଡିଜିଟାଲ ବ୍ୟବସ୍ଥା

ଅନୁଗୋଳ ଅଫିସ, ୧୩।୯-ହିତାଧିକାରୀଙ୍କ ଭତ୍ତା କାର୍ଡ ସହ ଆଧାର କାର୍ଡ ସଂଲଗ୍ନ କରାଯିବ। ଗତ ଫେବୃୟାରୀରୁ ରାଜ୍ୟ ସରକାରଙ୍କ ନିକଟରୁ ଏ ନେଇ ନିର୍ଦ୍ଦେଶ ଆସିଥିଲା। ହେଲେ ଅଗଷ୍ଟ ଶେଷ ଆଡ଼କୁ ରିମାଇଣ୍ଡର ଆସିବା ପରେ ଅନୁଗୋଳ ଜିଲା ସାମାଜିକ...

ହାତୀ ଉଜାଡିଲେ ଧାନ ଫସଲ

ମାଧପୁର/ବଇଣ୍ଡା, ୧୨ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମୁଚ୍ଛପୁର ଗ୍ରାମରେ ହାତୀପଲ ପଶି ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ବିଲରେ ପଶି ଚାଷୀମାନଙ୍କ ଧାନ ଫସଲ ଉଜାଡିବା ଦେଇଥିବାରୁ ସେମାନେ ଚିନ୍ତାରେ ପଡିଛନ୍ତି। ଗ୍ରାମର ସନ୍ତୋଷ କର୍ଣ୍ଣ, ହୃଦାନନ୍ଦ କର୍ଣ୍ଣ, ରଞ୍ଜନ...

ରାଜପଥ ପାର୍ଶ୍ୱରୁ ଉଚ୍ଛେଦ ଜାରି, ୧୪୪ ଧାରା ବଳବତ୍ତର

ବଇଣ୍ଡା, ୧୨ା୯(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ଛକଠାରେ ୫୫ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଦୋକାନ ଓ ବାସଗୃହ ଉଚ୍ଛେଦ ପ୍ରକ୍ରିୟା ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୭ ପ୍ରଜାଙ୍କ ମଧ୍ୟରୁ ବୁଧବାର ୭ କ୍ଷତିଗ୍ରସ୍ତଙ୍କ ଦୋକାନ, ଘର ସହ...

ସିଡିଏମ୍‌ଓ ଦାୟିତ୍ୱ ନେଲେ ଅମରେନ୍ଦ୍ର ନାଥ

ଅନୁଗୋଳ ଅଫିସ, ୧୨।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ୪ ମାସ ପରେ ବୁଧବାର ପୁଣି ଥରେ ଦାୟିତ୍ୱ ନେଇଛନ୍ତି ଡାକ୍ତର ଅମରେନ୍ଦ୍ରନାଥ ମହାନ୍ତି। ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରତାପ କୁମାର ବେହେରାଙ୍କ ଠାରୁ ପୂର୍ବାହ୍ନରେ...

କାଷ୍ଟ ହାଉସ-ବି ବିଶ୍ୱକର୍ମା ପୂଜା ପ୍ରସ୍ତୁତି: ୭ ଦିନ ଚାଲିବ ଅନ୍ନପ୍ରସାଦ ବଣ୍ଟନ

ବଅଁରପାଳ, ୧୨।୯ (ଡି.ଏନ୍‌.ଏ) – ନାଲକୋର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ଆସନ୍ତା ୧୭ ତାରିଖଠାରୁ ଅନୁଷ୍ଠିତ ହେବ। ଏହି ପୂଜା ପାଇଁ ସମସ୍ତ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି କାର୍ଯ୍ୟ ଚାଲିଛି। ନାଲ୍‌କୋ କାଷ୍ଟ ହାଉସ-ବି ପୂଜା କମିଟି...

ବଦ୍ରାଙ୍କୁ ଜିଲା ପ୍ରଶାସନର ସମ୍ବର୍ଦ୍ଧନା

ଅନୁଗୋଳ ଅଫିସ, ୧୨।୯ – ଉପସ୍ଥିତ ବୁଦ୍ଧି ଖଟାଇ ଚଳନ୍ତା ଟ୍ରେନ୍‌ ତଳୁ ନିଜ ସହପାଠିନୀ ପ୍ରମିଳାଙ୍କୁ ଟାଣି ଆଣି ଜୀବନ ରକ୍ଷା କରିବାରେ ସକ୍ଷମ ହୋଇଥିବା ତାଳଚେରର ୧୦ ବର୍ଷୀୟା ବାଳିକା ଶ୍ରୀମତୀ ବଦ୍ରାଙ୍କୁ ତାଙ୍କର ଅଦମ୍ୟ ସାହସିକତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri