ଅନୁଗୋଳ

ଅଳିଆପକାକୁ ନେଇ ବିବାଦ: ଡ୍ରାଇଭରଙ୍କୁ ବାନ୍ଧିଲେ, ଗାଡ଼ି ଅଟକ ରଖିଲେ

ଅନୁଗୋଳ ଅଫିସ, ୧୨।୯- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କଲୋନୀ ପଛପଟେ ପୌରପାଳିକା ଟ୍ରାକ୍ଟର ଅଳିଆ ପକାଇବାକୁ ନେଇ ବୁଧବାର ସୃଷ୍ଟି ହୋଇଥିଲା ବିବାଦ। କଲୋନୀବାସୀ ଏହାକୁ ଦୃଢ଼ ବିରୋଧ କରିବା ସହ ଟ୍ରାକ୍ଟର ଚାଳକଙ୍କୁ ବାନ୍ଧି ଗାଡ଼ିକୁ ଅଟକ...

ପୋଲିସ ଛାଉଣୀରେ ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା : ବଇଣ୍ଡାରେ ୩ ଦିନ ପାଇଁ ୧୪୪ ଧାରା ଜାରି

ବଇଣ୍ଡା,୧୧।୯(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ମୁଖ୍ୟ ବ୍ୟବସାୟିକ କେନ୍ଦ୍ରସ୍ଥଳୀ ବଇଣ୍ଡା ଛକରେ ଜାତୀୟ ରାଜପଥ ବିଭାଗ ଓ ପ୍ରଶାସନ ପକ୍ଷରୁ ବୁଧବାର ଉଚ୍ଛେଦ ପକ୍ରିୟା ଆରମ୍ଭ ହୋଇଛି। ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଦୋକାନ ଓ ଘର...

ସୁଲେଇପାଳରେ ହାତୀ ଆତଙ୍କ: ବନ କର୍ମଚାରୀଙ୍କୁ ଅଟକ ରଖିଲେ କ୍ଷତିଗ୍ରସ୍ତ

କଣିହାଁ,୧୧।୯(ଡି.ଏନ.ଏ.)-କଣିହାଁ ବ୍ଲକ ବନାଞ୍ଚଳ ଅଧୀନ ରେଙ୍ଗାଳି ଫରେଷ୍ଟ ସେକ୍ସନରେ ୩ ମାସ ହେଲା ହାତୀ ଉପଦ୍ରବ ଲାଗି ରହିଛି। ବନ ବିଭାଗ ହାତୀ ଘଉଡାଇବାରେ ବିଫଳ ହେଉଥିବାବେଳେ ଜନ ସାଧାରଣ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ସୋମବାର ରେଙ୍ଗାଳି ଫରେଷ୍ଟ ସେକ୍ସନର...

ସ୍ଥିତି ଅନୁଧ୍ୟାନ କଲେ ଆରପିଏଫ୍‌ ଆଇଜି

ତାଳଚେର,୧୧ା୯(ନି.ପ୍ର.)-ରେଳ ସୁରକ୍ଷାବଳ (ଆର୍‌ପିଏଫ୍‌) ଆଇ.ଜି. ରାଜାରାମ ମଙ୍ଗଳବାର ଦିନିକିଆ ତାଳଚେର ଗସ୍ତରେ ଆସି ଫେରି ଯାଇଛନ୍ତି। ସେ ଆର୍‌ପିଏଫ୍‌ ଅଫିସ ପରିଦର୍ଶନ ସହ ପ୍ଲାଟଫର୍ମ, ଟ୍ରେନ୍‌ ଯୋଗେ ହେଉଥିବା କୋଇଲା ପରିବହନ ଟ୍ରାକ୍‌ ବୁଲି ଦେଖିଥିଲେ। ଏହି ଅବସରରେ ସେ...

ନାଲ୍‌କୋରେ କୋଇଲା ସଙ୍କଟ: କିଣା ବିଦ୍ୟୁତ୍‌ରେ ଚାଲୁଛି ପ୍ଲାଣ୍ଟ

ବଅଁରପାଳ, ୧୧।୯-ନବରତ୍ନ ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ଏବେ କୋଇଲା ସଙ୍କଟ ଦେଇ ଗତି କରୁଛି। ଏମ୍‌ସିଏଲ୍‌ରୁ ଆବଶ୍ୟକ ପରିମାଣର କୋଇଲା ଯୋଗାଣ ହୋଇପାରୁ ନ ଥିବାରୁ ନିଜସ୍ବ ବିଦ୍ୟୁତ୍‌ କେନ୍ଦ୍ର (ସିପିପି)ର ୩ଟି ୟୁନିଟ୍‌ ବନ୍ଦ ରହିଛି। ଫଳରେ...

ବୃଦ୍ଧଙ୍କ ମୃତଦେହକୁ ମିଳିଲାନି କାନ୍ଧ: ସାଇକେଲରେ ଗଲେ ଶ୍ମଶାନ

କଣିହାଁ,୧୧।୯(ଡି.ଏନ.ଏ.)-କୁହାଯାଏ ଅସହାୟଙ୍କୁ ସରକାର ସାହାଭରସା। ହେଲେ ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍‌ କଲୋନୀରେ ମଙ୍ଗଳବାର ଘଟିଥିବା ଏକ ଘଟଣା ସରକାରୀ ବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। କଲୋନୀରେ ରହୁଥିବା ଜଣେ ଅସହାୟ ବୃଦ୍ଧଙ୍କ ମୃତ୍ୟୁ ଖବର...

ସ୍କୁଲରୁ ଫେରିବା ବେଳେ ଦୁର୍ଘଟଣା: ଛାତ୍ରୀ ମୃତ, ୨ ଗୁରୁତର

ଅନୁଗୋଳ ଅଫିସ, ୧୦।୯- ଅନୁଗୋଳ ସହର ପଞ୍ଚମହଲାଠାରେ ଏକ ଘରୋଇ ବିଦ୍ୟାଳୟରୁ ଫେରୁଥିବାବେଳେ ଦୁର୍ଘଟଣାରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏ ନେଇ ନଂ. ୭୦୭/୧୯ରେ...

ବିଦାୟ ନେଲେ ଗଜାନନ: ବାଦ୍ୟବାଜଣାରେ କମ୍ପିଲା ପାଲଲହଡା

ପାଲଲହଡା,୧୦।୯(ଡି.ଏନ.ଏ.)-ପାଲଲହଡ଼ାରେ ୮ ଦିନ ଧରି ଚାଲିଥିବା ଗଣେଶ ପୂଜା ମେଲଣ ଏବଂ ଭାସାଣି ଉତ୍ସବ ମଙ୍ଗଳବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ପ୍ରଥମେ ବିଭିନ୍ନ ପୂଜା କମିଟିର ମେଢ ଗୁଡ଼ିକ ସହର ପରିକ୍ରମା କରିବାପରେ ପାଲଲହଡା ଷ୍ଟାଡିୟମଠାରେ ପହଞ୍ଚିଥିଲେ। ଏହି...

ମଦ୍ୟପ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ତାଳଚେର,୧୦।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଅନ୍ତର୍ଗତ ବଲଣ୍ଡା ଗୁରୁଦ୍ୱାର ଅଞ୍ଚଳରେ ଏକ ଅଭାନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ ହେଲେ ଗୀତା ଚାମ୍ପିଆ (୩୫)ବର୍ଷ । ସୂଚନାଯୋଗ୍ୟ, ସୋମବାର ରାତିରେ...

ବାଗଡିଆ ଫାଣ୍ଡି ସମ୍ମୁଖରେ ଜମୁଛି ପାଣି

ଛେଣ୍ଡିପଦା,୧୦ା୯(ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ପୁରୁଣା ହାଟପଦା ତଥା ବାଗଡିଆ ଫାଣ୍ଡି ସମ୍ମୁଖ ରାସ୍ତା ପାର୍ଶ୍ୱରେ ସାମାନ୍ୟ ବର୍ଷା ହେଲେ ବର୍ଷା ପାଣି ଜମି ରହୁଛି। ଫଳରେ ଜନ ସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

ବାଗଡିଆ-ବୁଢାଢିପ ରାସ୍ତା ମରଣଯନ୍ତା

ଛେଣ୍ଡିପଦା,୧୦।୯ (ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ବାଗଡିଆ ଜଗନ୍ନାଥ ମନ୍ଦିରଠାରୁ ବୁଢାଢିପ ଗ୍ରାମକୁ ଯାଇଥିବା ମୁଖ୍ୟରାସ୍ତା ମରଣଯନ୍ତା ପାଲଟିଛି। ଲଗାଣ ବର୍ଷା ଯୋଗୁ ରାସ୍ତାରେ ଗାତ ସୃଷ୍ଟି ହୋଇ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଉକ୍ତ ରାସ୍ତା ଦେଇ ଗ୍ରାମର...

ବଧୂହତ୍ୟା ଅଭିଯୋଗ:ସ୍ବାମୀଙ୍କ ସହ ଶ୍ୱଶୁର ଅଟକ

ଅନୁଗୋଳ ଅଫିସ, ୧୦।୯ ଅନୁଗୋଳ ଜିଲା ନାଲ୍‌କୋ ଥାନା ବଳରାମପ୍ରସାଦରେ ବଧୂହତ୍ୟା ଅଭିଯୋଗ ହୋଇଛି। ସୌମ୍ୟାଶ୍ୱେତା ବାରିକ(୨୩)ଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ବାନାମ୍ବର ବାରିକ ସୋମବାର ଅଭିଯୋଗ କରିବା ପରେ ନାଲ୍‌କୋ ପୋଲିସ ନଂ. ୧୩୨/୧୯ରେ ମାମଲା ରୁଜୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri