ଅନୁଗୋଳ

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ: ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି

ମାଧପୁର,୨୦।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଅନ୍ତର୍ଗତ କମ୍ପ୍ଲଲା ପଞ୍ଚାୟତ ଛେପ୍ରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଦ୍ରୌପଦୀ ବୁଡାଏକ (୨୮)। ସେ ଶୋଇଥିବା ସମୟରେ ଏପରି ଘଟିଥିଲା।...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ବାଗଡ଼ିଆ-ଛେଣ୍ଡିପଦା ରାସ୍ତା ଅବରୋଧ

ଛେଣ୍ଡିପଦା,୨୦।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର ବାଗଡ଼ିଆ ବଡ଼ଯୋରା ନିକଟରେ ଜଣେ ମହିଳାଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ଟାଙ୍ଗିର ପଞ୍ଚାୟତ ପାଣପଶିର ମିଶ୍ର ମାଝୀଙ୍କ ସ୍ତ୍ରୀ ଲଳିତା ବୋଲି ଜଣାପଡିଛି। ପ୍ରକାଶ ଯେ, ଲଳିତା ସୋମବାର ସନ୍ଧ୍ୟାରେ...

ସମଲ ଥାନା ଅଞ୍ଚଳରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ତାଳଚେର,୨୦।୮(ନି.ପ୍ର.): ଅନୁଗୋଳ ଜିଲା ସମଲ ଥାନା ଅନ୍ତର୍ଗତ ଏକଘରିଆ ଗ୍ରାମ ଇଟାଭାଟି ପାଖରେ ଥିବା ଏକ ଗଛ ମୂଳରୁ ମଙ୍ଗଳବାର ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଶିଶୁଟି ଜନ୍ମହେବା ପରେ କେହି ତାକୁ ସେଠାରେ ଛାଡ଼ି ଚାଲିଯାଇଥିବା ଜଣାପଡ଼ିଛି। ଶିଶୁର...

ଅନୁଗୋଳରେ ସେକ୍ସ ର଼୍ୟାକେଟ୍‌ ଠାବ, ୫ ଗିରଫ

ଅନୁଗୋଳ ଅଫିସ/ବଅଁରପାଳ ୨୦।୮ ଅନୁଗୋଳ ଥାନା ଷ୍ଟେଶନ ରୋଡରେ ଥିବା ଏକ ଲଜ୍‌ରେ ଦେହ ବ୍ୟବସାୟ ଚାଲିଥିବା ବେଳେ ରବିବାର ରାତିରେ ଅନୁଗୋଳ ପୋଲିସ ଚଢ଼ାଉ କରି ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୧୫ ହଜାର ଟଙ୍କା ଓ...

ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ପ୍ରସ୍ତୁତି ବୈଠକ:‘ଅବହେଳାର ଶିକାର କଳାକାର’

ଅନୁଗୋଳ ଅଫିସ, ୨୦।୮ ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ପାଇଁ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକର କଳାକାରମାନଙ୍କ ଉପସ୍ଥିତିରେ ସୋମବାର କଣିହାଁ ବ୍ଲକ ଟାକୁଆ ଗ୍ରାମସ୍ଥିତ ଶିବ ମନ୍ଦିର ପରିସରରେ ଏକ ପ୍ରସ୍ତୁତି ବୈଠକ ବସିଥିଲା। ରାଜ୍ୟସ୍ତରୀୟ ସାଂସ୍କୃତିକ ଅନୁଷ୍ଠାନର ଅନୁଗୋଳ...

କୋଇଲା ଉତ୍ତୋଳନ ପରେ ହେଉନି ବାଲି ଫିଲିଂ

ତାଳଚେର,୨୦ା୮(ନି.ପ୍ର.)ତାଳଚେରସ୍ଥିତ ଏମ୍‌ସିଏଲର ଥିବା କୋଇଲା ଖଣିଗୁଡିକରୁ କୋଇଲା ଉତ୍ତୋଳନ ପରେ ସେଠାରେ ଠିକ୍‌ ପରିମାଣର ବାଲି ଫିଲିଂ କରାଯାଉ ନାହିଁ। ଏ ନେଇ ତାଳଚେର ଭୂଗର୍ଭ କୋଇଲା ଖଣି କ୍ଷତିଗ୍ରସ୍ତମାନେ ସୋମବାର ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। ସହର ନିକଟରେ...

ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ଏମିତି: ଶିକ୍ଷକ କରୁଛନ୍ତି କିରାଣି କାମ

ଅନୁଗୋଳ ଅଫିସ, ୨୦।୮- ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ଦେଉଥିବା ରାଜ୍ୟ ସରକାର ଅନୁଗୋଳ ଜିଲାରେ ୩ ବର୍ଷ ହେଲା ଶିକ୍ଷକ ନିଯୁକ୍ତି ଦେଇନାହାନ୍ତି। ଏପରି କି ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌)ରେ ୮୩ ଶିକ୍ଷକଙ୍କ ନିଯୁକ୍ତିକୁ ମଧ୍ୟ ବନ୍ଦ...

ସନ୍ଦେହ ହେଲା କାଳ: ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ଫେରାର

ମାଧପୁର, ୧୯।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଞ୍ଚାୟତ ଗଦାଧରପୁର ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ସନ୍ଦେହ କାରଣରୁ ନିଜ ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ଫେରାର ହୋଇଥିବା ଜଣାପଡ଼ିଛି। ପ୍ରକାଶ ଯେ, ଗ୍ରାମର ଶେଷ...

୨୦ରୁ ଖଣି ବନ୍ଦ ଆନ୍ଦୋଳନ ଚେତାବନୀ

ତାଳଚେର, ୧୯ା୮ (ନି.ପ୍ର.) ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ଓ ନିଯୁକ୍ତି ଦେବାରେ ଏମ୍‌ସିଏଲ ବିଫଳ ହେବା ଓ ପ୍ରତିଶ୍ରୁତି କାର୍ଯ୍ୟକାରୀ କରୁ ନ ଥିବା ଅଭିଯୋଗ କରିଛି ତାଳଚେର ସୁରକ୍ଷା ମଞ୍ଚ। ଏହା...

ବାଲିପଟା ଗ୍ରାମବାସୀଙ୍କ ଶପଥ: ନିଯୁକ୍ତି, ଥଇଥାନ ନ ହେଲେ ଛଡାଯିବନି ଜମି

କଣିହାଁ, ୧୯।୮(ଡି.ଏନ.ଏ.) କଣିହାଁ ବ୍ଲକ କାକୁଡିଆ ପଞ୍ଚାୟତ ବାଲିପଟ୍ଟା ଗ୍ରାମର ୨ ସାହିରେ କୋଇଲା ଖଣି ପ୍ରକଳ୍ପ ପାଇଁ ଏନ୍‌ଟିପିସି ପକ୍ଷରୁ ଜମି ଅଧିଗ୍ରହଣ ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାକୁ ଗ୍ରାମବାସୀ ବିରୋଧ କରିବା ସହ ଉପଯୁକ୍ତ କ୍ଷତିପୂରଣ, ନିଯୁକ୍ତି,...

ସମ୍ବଲପୁର ଏମ୍‌ପିଙ୍କ ଛେଣ୍ଡିପଦା ଅଞ୍ଚଳ ଗସ୍ତ

ଛେଣ୍ଡିପଦା,୧୮।୮(ସ୍ବ.ପ୍ର)-ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀକୁ ରବିବାର ସମ୍ବଲପୁର ଏମପି ନିତେଶ ଗଙ୍ଗଦେବ ଗସ୍ତ କରିଛନ୍ତି। ପ୍ରଥମେ ସେ ଛେଣ୍ଡିପଦା ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଆୟୋଜିତ ଦଳୀୟ ସଭାରେ ଯୋଗଦେଇ ଦଳୀୟ ସଙ୍ଗଠନକୁ ତୃଣମୂଳ ସ୍ତରରୁ ମଜବୁତ କରିବା ପାଇଁ କର୍ମୀମାନଙ୍କୁ...

ଚୋରା କେନ୍ଦୁପତ୍ର ବୋଝେଇ ଟାଟାଏସି ଜବତ, ୨ ଗିରଫ

ବଇଣ୍ଡା,୧୮।୮(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ଆଠମଲିକ ବ୍ଲକ ଠାକୁରଗଡ଼ ଥାନା ଶିଣ୍ଡୋଳ ଗ୍ରାମରେ ରବିବାର ଏକ ଚୋରା କେନ୍ଦୁପତ୍ର ବୋଝେଇ ଟାଟାଏସିକୁ ଧଣ୍ଡାତୋପା ବନ ବିଭାଗ ଜବତ କରିଛି। ସେଥିରୁ ୧୦ କ୍ୱିଣ୍ଟାଲ କେନ୍ଦୁପତ୍ର ଜବତ କରାଯାଇଥିବା ବେଳେ ଏହାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri