ଅନୁଗୋଳ

ଭରତପୁର କୋଇଲା ଖଣି ଦୁର୍ଘଟଣା ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟରେ ରୁଦ୍ଧଦ୍ବାର ବୈଠକ, ୩ ପ୍ରସଙ୍ଗରେ ଆଲୋଚନା

ଅନୁଗୋଳ ଅଫିସ,୩୧।୭: ଅନୁଗୋଳ ଜିଲା ତାଳଚେରସ୍ଥିତ ଭରତପୁର କୋଇଲା ଖଣି ଦୁର୍ଘଟଣାକୁ ନେଇ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ରୁଦ୍ଧଦ୍ବାର ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଜିଲାପାଳଙ୍କ ସହ ଏମ୍‌ସିଏଲ୍‌ର ଉଚ୍ଚପଦସ୍ଥ ଅଧିକାରୀ, ପୋଲିସ, ତାଳଚେର ବିଧାୟକ, ପାଲଲହଡ଼ା...

ଖଣି ଦୁର୍ଘଟଣା ମୃତକଙ୍କ ପରିବାରକୁ ସହାୟତା ରାଶି ଦେଲେ ରାଜ୍ୟ ସରକାର: ଅଧିକ କ୍ଷତିପୂରଣ ପାଇଁ ଆଲୋଚନା ହେବ

ଅନୁଗୋଳ ଅଫିସ, ୩୧।୭-ଅନୁଗୋଳ ଜିଲା ତାଳଚେରସ୍ଥିତ ଭରତପୁର କୋଇଲା ଖଣି ଦୁର୍ଘଟଣାରେ ପ୍ରାଣ ହରାଇଥିବା ୪ ଶ୍ରମିକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷିତ ସହାୟତା ରାଶି ମଙ୍ଗଳବାର ପ୍ରଦାନ କରାଯାଇଛି। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ...

ସ୍ପର ପାଇପ ଲାଇନ ନିମନ୍ତେ ଜମି ଅଧିଗ୍ରହଣକୁ ବିରୋଧ: ଗେଲ୍‌ ଇଣ୍ଡିଆ ଅଧିକାରୀଙ୍କୁ ଘେରାଉ

ଛେଣ୍ଡିପଦା,୩୧।୭(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳ ଦେଇ ଯିବାକୁ ଥିବା ଜଗଦିଶପୁର-ହଳଦିଆ-ବୋକାରୋ-ଧାମରା ଗ୍ୟାସ ପାଇପ ଲାଇନ ତଥା ସ୍ପର ପାଇପ ଲାଇନ ନିମନ୍ତେ ଗେଲ୍‌ ଇଣ୍ଡିଆ ଲିମିଟେଡ ପକ୍ଷରୁ ଜମି ଅଧିଗ୍ରହଣ ନିମନ୍ତେ ୩(୧) ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହାକୁ...

ମରୁଡ଼ି ଚିନ୍ତା: ବୀମାରେ ସର୍ବକାଳୀନ ରେକର୍ଡ: ପଞ୍ଜୀକରଣ କଲେଣି ୪୫ ହଜାର ଚାଷୀ

ଅନୁଗୋଳ ଅଫିସ, ୩୧।୭-ଆବଶ୍ୟକ ବର୍ଷା ହେଉ ନ ଥିବାରୁ ମରୁଡ଼ି ନେଇ ଅନୁଗୋଳ ଜିଲାର ଚାଷୀମାନେ ଚିନ୍ତିତ ହୋଇପଡ଼ିଛନ୍ତି। ତେଣୁ ମରୁଡ଼ି ଜନିତ ଫସଲ କ୍ଷତିରୁ ତ୍ରାହି ପାଇବା ପାଇଁ ସେମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସାହାରା ନେଉଛନ୍ତି।...

ଚାଷ ଜମିକୁ ମିଳୁନି ସମଲ ପାଣି: ବ୍ୟାରେଜ ଉପରୁ ଆତ୍ମହତ୍ୟା ଚେତାବନୀ

କଣିହାଁ,୩୧।୭(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ସମଲ ବ୍ୟାରେଜରୁ ଜମିକୁ ପାଣି ମିଳୁ ନ ଥିବା ପ୍ରତିବାଦରେ କଂଗ୍ରେସ ଯୁବନେତା ତଥା ପୂର୍ବତନ ସମିତି ସଭ୍ୟ ସୁଶାନ୍ତ ବେହେରା ମଙ୍ଗଳବାର ବ୍ୟାରେଜ ଗେଟ୍‌ ଉପରକୁ ଚଢ଼ି ଆତ୍ମହତ୍ୟା କରିବାକୁ ଚେତାବନୀ ଦେଇଥିଲେ।...

ପଶିଆସିଛନ୍ତି ୧୫ ହାତୀ, ଲୋକେ ଆତଙ୍କିତ

ବଅଁରପାଳ, ୩୧।୭ (ଡି.ଏନ୍‌.ଏ.)-ବଅଁରପାଳ ବ୍ଲକ ମହୀଧରପୁର ଅଞ୍ଚଳକୁ ପଶି ଆସିଥିବା ଏକ ହାତୀପଲକୁ ନେଇ ମହୀଧରପୁର, ତଳମୂଳ, କାଳିହୁଣ୍ଡି, କୁରୁମିଠା, ମାଧିଆପଶି ଆଦି ଅଞ୍ଚଳର ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ପଲରେ ୩ ଛୁଆ ହାତୀ ଥିବା ଖବର ପାଇ...

ବଢୁଛି ଚୋରି: ସାହି ଜଗିବ ଠେଙ୍ଗା

ବନ୍ତଳା,୩୧।୭(ଡି.ଏନ.ଏ.)-ଅନୁଗୋଳ ଜିଲା ବନ୍ତଳା ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଉଛି। ପୋଲିସ ଗ୍ରାମାଞ୍ଚଳବାସଙ୍କ ଧନଜୀବନ ରକ୍ଷା ଉପରେ ଗୁରୁତ୍ୱ ଦେଉ ନ ଥିବାରୁ ଗଁା ଲୋକେ ଏଣିକି ନିଜେ ରାତି ଉଜାଗର ହୋଇ ସାହି ଜଗିବାକୁ ବିଭିନ୍ନ ସ୍ଥାନରେ...

ସ୍ତ୍ରୀଙ୍କୁ ମାରି କୂଅରେ ପକାଇବା ଘଟଣା: ଅଭିଯୁକ୍ତ ସ୍ବାମୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ

ଅନୁଗୋଳ ଅଫିସ, ୩୦।୭:୨୦୧୬ ମସିହା ନଳଚନ୍ଦ୍ରପୁର ଗାଁରେ ଘଟିଥିବା ନବବଧୂ ହତ୍ୟା ଘଟଣାରେ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ହତ୍ୟାକାରୀ ସ୍ବାମୀକୁ ୫ ବର୍ଷ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି। ଜରିମାନା ଅନାଦେୟ ହେଲେ...

ନାବାଳିକାଙ୍କୁ ଚିକିତ୍ସାରେ ଅବହେଳା ଅଭିଯୋଗ ଘଟଣା:ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ କଲେ ସହରବାସୀ

ଅନୁଗୋଳ ଅଫିସ, ୩୦।୭ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗତ ଶୁକ୍ରବାର ଜଣେ ୧୦ ବର୍ଷିୟା ବାଳିକାଙ୍କୁ ଉପଯୁକ୍ତ ଚିକିତ୍ସା ନ ଦେଇ ପେଡିଆଟ୍ରିକ୍‌ ୱାର୍ଡରେ କାର୍ଯ୍ୟରତ ଦିଦି କବାଟ କିଳି ଶୋଇପଡିବା ଏବଂ ଜଣେ ମହିଳା ସୁରକ୍ଷା କର୍ମୀ...

ଭରତପୁର ଖଣି ଦୁର୍ଘଟଣା ଅଞ୍ଚଳରେ ଏମ୍‌ସିଏଲ ସିଏମ୍‌ଡି:‘କୋଲ ଇଣ୍ଡିଆ ଇତିହାସରେ ପ୍ରଥମ’

ତାଳଚେର,୩୦ା୭(ନି.ପ୍ର.) ତାଳଚେର ଭରତପୁର କୋଇଲା ଖଣିରେ ଅତଡା ଖସିବା ଘଟଣା ପରେ ମହାନଦୀ କୋଲ ଫିଲ୍‌ଡସ (ଏମ୍‌ସିଏଲ)ର ସିଏମ୍‌ଡି ଭୋଳନାଥ ଶୁକ୍ଳା ସୋମବାର ଦିନିକିଆ ତାଳଚେର ଗସ୍ତରେ ଆସିଥିଲେ। ପୂର୍ବାହ୍ନ ସାଢେ ୧୦ଟାରେ ସେ ଭରତପୁର କୋଇଲା ଖଣିର ଦୁର୍ଘଟଣାସ୍ଥଳ...

ସମସ୍ୟା ଘେରରେ ତାମଡ଼ା ବଜାର:କାଦୁଅ ପାଣିରେ ଚାଲିଛି କିଣାବିକା

ବଅଁରପାଳ, ୩୦।୭(ଡି.ଏନ.ଏ.)ଅନୁଗୋଳ ଜିଲା ବଅଁରପାଳଠାରେ ଥିବା ତାମଡ଼ା ବଜାରରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଏଠାରେ ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ଦୋକାନ ଗୃହ ରହିଥିବାବେଳେ ମରାମତି ଅଭାବରୁ ସେଗୁଡ଼ିକ ଶୋଚନୀୟ ହୋଇପଡ଼ିଛି। ଫଳରେ ଗ୍ରାହକ ଓ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ...

ଜରାଜୀର୍ଣ୍ଣ ଅବସ୍ଥାରେ ଗାନ୍ଧୀପାର୍କ

ଆଠମଲ୍ଲିକ, ୩୦।୭(ଡି.ଏନ.ଏ.)ଜନସାଧାରଣଙ୍କ ଚିତ୍ତବିନୋଦନ ଏବଂ ଅଞ୍ଚଳର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଆଠମଲ୍ଲିକ ସହର ପ୍ରବେଶ ଦ୍ୱାରରେ ନିର୍ମାଣ ହୋଇଥିଲା ଗାନ୍ଧୀପାର୍କ। ହେଲେ ପରିଚାଳନାଗତ ଅବ୍ୟବସ୍ଥାରୁ ଏହା ଏବେ ଜରାଜୀର୍ଣ୍ଣ ହୋଇପଡ଼ିଛି। ଏକଦା ସହରବାସୀଙ୍କୁ ଆକୃଷ୍ଟ କରୁଥିବା ଉକ୍ତ ପାର୍କକୁ ଏବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri