ନନ୍ଦିରାରେ ମିଶିଲା ପାଉଁଶ ପାଣି
ବଅଁରପାଳ,୬ା୬(ଡି.ଏନ.ଏ.): ବଅଁରପାଳ ବ୍ଲକ ଅନ୍ତର୍ଗତ ବଳରାମପ୍ରସାଦ ଠାରେ ଥିବା ନାଲ୍କୋର ପାଉଁଶ ପୋଖରୀରୁ ବହୁ ପରିମାଣର ପାଉଁଶ ପାଣି ସୋମବାର ନନ୍ଦିରା ନାଳରେ ମିଶିଛି। ଫଳରେ ଏହି ନାଳ ଉପରେ ନିର୍ଭର କରୁଥିବା ବଳରାମପ୍ରସାଦ, କୁକୁଡାଙ୍ଗ, କୁରୁଡୁଲୁ, ଟେଣ୍ଟଲୋଇ, ଖାମାନା,...