ଅନୁଗୋଳ

ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟ ଦାବି :କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ ଏମ୍‌ପି

ଛେଣ୍ଡିପଦା,୧୬।୭(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଏବଂ ଆଠମଲ୍ଲିକ ବ୍ଲକରେ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ ସମ୍ବଲପୁର ଏମ୍‌ପି ନୀତୀଶ ଗଙ୍ଗଦେବ ଦାବି କରିଛନ୍ତି। ଏ ନେଇ ସେ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲଙ୍କୁ ସାକ୍ଷାତ କରି...

ଶିକ୍ଷୟିତ୍ରୀଙ୍କ ନିଲମ୍ବନ ବିରୋଧରେ ତାଲା

ଅନୁଗୋଳ ଅଫିସ, ୧୬।୭ ଅନୁଗୋଳ ସହର ପଶ୍ଚିମ ବଜାରପଡ଼ା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରଣତି ମିଶ୍ର ଓ ସହକାରୀ ଶିକ୍ଷୟିତ୍ରୀ ପ୍ରୀତିମଞ୍ଜରୀ ଦ୍ୱିବେଦୀଙ୍କୁ ଶିକ୍ଷାଦାନରେ ଅବହେଳା କାରଣରୁ ସସ୍‌ପେଣ୍ଡ କରାଯାଇଥିଲା। ଏହାକୁ ବିରୋଧ କରି ସ୍କୁଲ ପରିଚାଳନା କମିଟିର...

ଜୀବନ ପାଲଟିଛି ବୋଝ:ସହାୟତା ଅପେକ୍ଷାରେ ଚମ୍ପା ହଁାସଦା

ବଅଁରପାଳ, ୧୬।୭ (ଡି.ଏନ୍‌.ଏ.) ଦେହରେ ବଳ ଥିବାବେଳେ ନାଲ୍‌କୋ ପ୍ଲାଣ୍ଟରେ ଖଟି ଗୁଜୁରାଣ ମେଣ୍ଟାଉଥିଲେ। ଏବେ ହାତ ଛାଡି ଦେଇଛି ବୟସ। ବୃଦ୍ଧାବସ୍ଥାକୁ ନିସଙ୍ଗ ଓ ରୋଗଗ୍ରସ୍ତ ଜୀବନ ଯେପରି ବୋଝ ପାଲଟିଯାଇଛି ତାଙ୍କ ପାଇଁ। ସୁସ୍ଥ ହେବାକୁ ନା...

କବି ରମେଶଙ୍କୁ ଶ୍ରେଷ୍ଠ ସାହିତ୍ୟ ସମ୍ମାନ

ବଇଣ୍ଡା,୧୫।୭ (ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ତ୍ରିଧାରା ସାହିତ୍ୟ ସଂସଦର ସମ୍ପାଦକ କବି ରମେଶଚନ୍ଦ୍ର ମିଶ୍ରଙ୍କୁ ରବିବାର ଶ୍ରେଷ୍ଠ ସାହିତ୍ୟ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି। କେନ୍ଦୁଝର ଘଟଗାଁରେ ସଂଯୋଗୀ ସଜଫୁଲ ସାହିତ୍ୟ ସଂସଦର ବାର୍ଷିକ ଉତ୍ସବରେ ଉତ୍ତରୀୟ ଓ ମାନପତ୍ର ଦେଇ...

ମଦ ସହ ସ୍କୁଟି ଜବତ, ୩ ଗିରଫ

ବଇଣ୍ଡା,୧୫।୭ (ଡି.ଏନ.ଏ.)-ହଣ୍ଡପା ପୋଲିସ ରବିବାର ରାତିରେ ବିଭିନ୍ନ ଗ୍ରାମରେ ଚଢାଉ କରି ମଦ ସହିତ ସ୍କୁଟି ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି। ଲୁହାମୁଣ୍ଡା ଗ୍ରାମର ନରେନ୍ଦ୍ର ସ୍ବାଇଁ ବଇଣ୍ଡାରୁ ଏକ ସ୍କୁଟିରେ...

ରାଜନୈତିକ ଶତ୍ରୁତାରୁ ହିଂସାକାଣ୍ଡ : କଟୁରି ଆକ୍ରମଣରେ ଯୁବକ ଗୁରୁତର

ଅନୁଗୋଳ ଅଫିସ,୧୫।୭: ଅନୁଗୋଳ ଜିଲା ତାଳଚେର ସନ୍ଥପଡ଼ା ଗାଁରେ ରାଜନୈତିକ ଶତ୍ରୁତାରୁ ହିଂସାକାଣ୍ଡ ହୋଇଛି। ଏହି ହିଂସାକାଣ୍ଡ ବେଳେ କଟୁରି ଆକ୍ରମଣରେ ସନ୍ଥପଡ଼ା ଅଞ୍ଚଳର ସୁଶାନ୍ତ କୁମାର ସାହୁ( ୩୫)ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ଭି ହୋଇଛନ୍ତି ।...

ଆଜି ଉଦ୍‌ଘାଟନ ହେବ ମେଡିକାଲର ୨ ୱାର୍ଡ

ଅନୁଗୋଳ ଅଫିସ, ୧୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଜେରିଆଟିକ୍‌ ଓ ଚକ୍ଷୁ ବିଭାଗର ଦୁଇଟି ୱାର୍ଡ ଉଦ୍‌ଘାଟନ ହେବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂହ ଏହାର ଉଦ୍‌ଘାଟନ କରିବେ। ତେବେ ନାମ...

ବିନା ଅଟକଳରେ ଚାଲିଛି ପୌରପାଳିକା

ଅନୁଗୋଳ ଅଫିସ, ୧୫।୭: ୨୦୧୯-୨୦ ଆର୍ଥିକ ବର୍ଷ ଆରମ୍ଭ ହେବାକୁ ପ୍ରାୟ ୪ ମାସ ହେଲାଣି। ହେଲେ ଏ ଯାଏ ଅନୁଗୋଳ ପୌରପାଳିକା ତାର ବଜେଟ ପ୍ରସ୍ତୁତ କରିପାରିନି। ବିନା ଅଟକଳରେ ପୌର ପ୍ରଶାସନ ଏତେ ଦିନ ହେଲା ଅର୍ଥ ଖର୍ଚ୍ଚ...

ବଜାଜ ପ୍ଲାଟିନା ଏଚ ଗିଅର ୧୧୦ର ବଜାର ପ୍ରବେଶ

ପାଲଲହଡା,୧୫।୭(ଡି.ଏନ.ଏ.)  ସ୍ଥାନୀୟ ବଜାଜ ଶୋ ରୁମ୍‌ଠାରେ ନୂଆ ବଜାଜ ପ୍ଲାଟିନା ଏଚ ଗିଅର ୧୧୦ର ବଜାର ପ୍ରବେଶ ହୋଇଛି I କମ୍ପାନୀ ପକ୍ଷରୁ ଆୟୋଜିତ ଏହି ବଜାର ପ୍ରବେଶ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ମୁକେଶ କୁମାର ପାଲ ଯୋଗଦେଇ ଗାଡ଼ିର ବଜାର...

ବିଦ୍ୟୁତ୍‌ ତାର ଛିଣ୍ଡି ୧ ମଇଁଷି, ୨ ପୋଢ ମୃତ

ଛେଣ୍ଡିପଦା,୧୪।୭(ସ୍ବ.ପ୍ର)-ନିଶା ଶିଳ୍ପାଞ୍ଚଳ ଥାନା ପିତାବଳି ଛକ ନିକଟରେ ୧୧ କେଭି ବିଦ୍ୟୁତ୍‌ ତାର ଛିଣ୍ଡି ରବିବାର ଗୋଟିଏ ମଇଁଷି ଓ ୨ଟି ପୋଢ଼ର ମୃତ୍ୟୁ ଘଟିଛି। ଘଟଣାରୁ ଜଣାପଡ଼ିଛି, ପରଙ୍ଗ ଗ୍ରାମର ମଧୁସୂଦନ ପାତ୍ରଙ୍କ ପୋଢ଼ ଓ ମଇଁଷି ରବିବାର...

ବିଧବା ମହିଳାଙ୍କୁ ଆକ୍ରମଣ, ୩ ଗିରଫ

ବଇଣ୍ଡା,୧୪।୭(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ଅମାସମା ଗ୍ରାମର ବିଧବା ମହିଳା ହୀରା ପ୍ରଧାନଙ୍କୁ ସେହି ଗ୍ରାମର ରବି ପ୍ରଧାନ, ଶ୍ରୀରାମ ପ୍ରଧାନ, ଭାଗୀରଥି ପ୍ରଧାନ ଠେଙ୍ଗାରେ ଆକ୍ରମଣ କରିଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏ ନେଇ ନଂ....

ବଗିଚାକୁ ଯାଉଥିବା ବେଳେ ୩ ଭାଲୁଙ୍କ ଆକ୍ରମଣ: ବାପ, ପୁଅ ଗୁରୁତର

ଛେଣ୍ଡିପଦା,୧୪।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ବ୍ରାହ୍ମଣବିଲା ଗ୍ରାମରେ ରବିବାର ଭାଲୁ ଆକ୍ରମଣରେ ବାପ ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମ ଶଙ୍ଖାଡ଼ି ସାହିର ପ୍ରହ୍ଲାଦ ଶଙ୍ଖାରୀ(୫୦) ଏବଂ ପୁଅ ମିଟୁ ଶଙ୍ଖାରୀ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri