ସ୍ବାସ୍ଥ୍ୟସେବାରେ ଆସୁନି ସୁଧାର
ବଇଣ୍ଡା,୨୨ା୫ (ଡି.ଏନ.ଏ.): ସ୍ବାସ୍ଥ୍ୟସେବାରେ ସରକାର ଦେଉଛନ୍ତି ଅନେକ ସୁବିଧା। ଏହାର ସୁଯୋଗ ନେବାକୁ ସରକାରୀ ମେଡିକାଲ ଆସୁଛନ୍ତି ରୋଗୀ। ହେଲେ କେଉଁଠି ଦୀର୍ଘବର୍ଷ ହେଲା ଡାକ୍ତର ନାହାନ୍ତି ତ ଆଉ କେଉଁଠି ଆବଶ୍ୟକ ସଂଖ୍ୟକ କର୍ମଚାରୀ ଅଭାବରୁ ମିଳିପାରୁନି ଚିକିତ୍ସା।...