ଅନୁଗୋଳ

ଚା’ ଦୋକାନୀଙ୍କ ଝିଅ ଜିଲା ଟପ୍ପର

ବନ୍ତଳା, ୨୪ା୬ (ଡି.ଏନ.ଏ.) ପାଠ ପଢାରେ ଅର୍ଥାଭାବ ବାଧକ ସାଜିଥିଲେ ବି ପରିଶ୍ରମ ଦ୍ୱାରା ଏହାକୁ ଦୂରେଇ ସଫଳତା ପାଇପାରିଛନ୍ତି ଚା’ ଦୋକାନୀଙ୍କ ଝିଅ ମଧୁସ୍ମିତା ବେହେରା। ଯୁକ୍ତ ୨ କଳାରେ ସର୍ବାଧିକ ନମ୍ବର ରଖି ଅନୁଗୋଳ ଜିଲାରେ ଟପ୍ପର ହୋଇଛନ୍ତି...

ଅଘୋଷିତ ବିଦ୍ୟୁତ୍‌କାଟରେ ପାଲଲହଡ଼ାବାସୀ ହନ୍ତସନ୍ତ; ଘଣ୍ଟାକୁ କଟୁଛି ୧୦ ଥରରୁ ଅଧିକ

ପାଲଲହଡା,୨୪।୬(ଡି.ଏନ.ଏ) ପାଲଲହଡ଼ା ଉପଖଣ୍ଡ ବିଭିନ୍ନ ଅଞ୍ଚଳରେ ପ୍ରତିଦିନ ଅଘୋଷିତ ବିଦ୍ୟୁତକାଟ ହେଉଥିବା ଅଭିଯୋଗ ହେଉଛି। ଘଣ୍ଟାକୁ ୧୦ରୁ ଊର୍ଦ୍ଧ୍ୱ ଥର ବିଦ୍ୟୁତ କାଟ ଯୋଗୁ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଫଳରେ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।...

ନାଲ୍‌କୋ ସ୍ବୀକୃତିପ୍ରାପ୍ତ ଶ୍ରମିକ ସଙ୍ଗଠନରେ ଫାଟ; ଏଏମ୍‌ଏସରେ ହେଲାନି କର୍ମକର୍ତ୍ତା ନିର୍ବାଚନ

ବଅଁରପାଳ, ୨୪।୬(ଡି.ଏନ.ଏ.) ନାଲ୍‌କୋ ସ୍ମେଲଟର ପ୍ଲାଣ୍ଟ ସ୍ବୀକୃତି ପ୍ରାପ୍ତ ଶ୍ରମିକ ସଙ୍ଗଠନ ଆଲୁମିନିୟମ ମଜଦୁର ସଂଘ (ଏଏମ୍‌ଏସ୍‌)ରେ କିଛି ଦିନ ହେଲା ଫାଟ ସୃଷ୍ଟି ହୋଇଛି। ଏଥିଯୋଗୁ ସଂଘ ୨ ଗୋଷ୍ଠୀରେ ପରିଣତ ହେବା ସହ ସଭାପତି ଓ ସମ୍ପାଦକ ପଦବୀକୁ...

ଜିଲା ପ୍ରଶାସନ କର୍ମଚାରୀଙ୍କ ବଦଳି ପ୍ରହସନ; ଚୌକି ଛାଡୁନାହାନ୍ତି ପୁରୁଣା ବାବୁ

ଅନୁଗୋଳ ଅଫିସ,୨୪।୬:  ଅନୁଗୋଳ ଜିଲା କାର୍ଯ୍ୟାଳୟରେ କାର୍ଯ୍ୟରତ ପୁରୁଣା ବାବୁଙ୍କ ଛାଡୁନି ଚୌକି ନିଶା। ଦୀର୍ଘ ବର୍ଷ ହେଲା ଗୋଟିଏ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ଏହି ବାବୁମାନେ ବଦଳି ନିର୍ଦ୍ଦେଶ ମଧ୍ୟ ମାନୁନାହାନ୍ତି। ଆଉ ଏଥିରେ ସେମାନଙ୍କୁ ସହଯୋଗ କରୁଛନ୍ତି...

ଘର ନିର୍ମାଣ ୮ ବର୍ଷ ବିତିଲା, ମିଳୁନି ବକେୟା ଟଙ୍କା:ଜିଲାପାଳଙ୍କଠାରେ ଅଭିଯୋଗ କଲେ ହିତାଧିକାରୀ

ବଇଣ୍ଡା,୨୩।୬(ଡି.ଏନ.ଏ)-ଗ୍ରାମାଞ୍ଚଳରେ ବାସ କରୁଥିବା ଗରିବ ଶ୍ରେଣୀର ଲୋକଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ସରକାର ଅନେକ ଯୋଜନା ପ୍ରଚଳନ କରିଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଅନେକ ଗରିବ ଶ୍ରେଣୀର ଲୋକଙ୍କୁ ଠିକ୍‌ ସମୟରେ ଅର୍ଥ ମିଳୁ ନ...

ବିଦ୍ୟୁତ ବିଭ୍ରାଟ ନେଇ ବଅଁରପାଳରେ ଉତ୍ତେଜନା ଘଟଣା:୨ କର୍ମଚାରୀ ଅଟକ ପରେ ନୂଆହତା-ମହିଧରପୁର ରାସ୍ତାରୋକୋ

ବଅଁରପାଳ,୨୩।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ବଉଳିଗଡ଼ ସଞ୍ଜପଡ଼ା ସମେତ ଆଖପାଖ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ସମସ୍ୟା ନେଇ ରବିବାର ସ୍ଥାନୀୟ ଲୋକେ ନୂଆହତା-ମହିଧରପୁର ରାସ୍ତାରୋକୋ କରିଛନ୍ତି। ଏହି ଆନ୍ଦୋଳନ ଏଯାବତ୍‌ ଚାଲିଥିବା ବେଳେ ଘଟଣାସ୍ଥଳରେ ବିଦ୍ୟୁତ...

ଅନୁଗୋଳ ପୋଲିସରେ ୧୬ ଅଧିକାରୀଙ୍କ ଅଦଳବଦଳ

ଅନୁଗୋଳ ଅଫିସ,୨୩ା୬: ଅନୁଗୋଳ ଜିଲା ପୋଲିସରେ ଶନିବାର ରାତିରେ ୧୬ ଜଣ ଅଧିକାରୀଙ୍କ ଅଦଳବଦଳ ହୋଇଛି। ସେମାନଙ୍କ ମଧ୍ୟରେ ୪ ଜଣ ଇନ୍ସପେକ୍ଟର, ୫ ଜଣ ସବ୍‌ ଇନ୍ସପେକ୍ଟର ଓ ୭ ଜଣ ଏଏସ୍‌ଆଇ ରହିଛନ୍ତି। ଜିଲା ପୋଲିସ ମୁଖ୍ୟାଳୟରେ...

ବ।ରମ୍ବ।ର ବିଦ୍ୟୁତ ବିଭ୍ରାଟ ନେଇ ଉତ୍ତେଜନା: ୨ କର୍ମଚାରୀ ଅଟକ

ବଅଁରପାଳ,୨୩।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ବଉଳିଗଡ଼ ସଞ୍ଜପଡ଼ା ସମେତ ଆଖପାଖ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ସମସ୍ୟା ନେଇ ଉତ୍ତେଜନା ଦେଖାଯାଇଛି। ଏ ନେଇ ରବିବାର ସକାଳେ ଗଡ଼ସନ୍ତ୍ରୀଠାରେ ଉତ୍ତେଜନା ଦେଖାଯିବା ସହିତ ୨ ବିଦ୍ୟୁତ କର୍ମଚାରୀଙ୍କୁ...

ଦୃଷ୍ଟି ଆଢୁଆଳରେ ବନଦୁର୍ଗା ମନ୍ଦିର

ଛେଣ୍ଡିପଦା,୨୩ା୬(ଡି.ଏନ.ଏ.) – ଅନୁଗୋଳ ଜିଲାର କେତେକ ଜଣାଶୁଣା ସ୍ଥାନକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ମିଳିଥିଲେ ହେଁ ଆଉ କେତେକ ପ୍ରସିଦ୍ଧ ସ୍ଥାନ ରହିଯାଇଛି ସରକାରଙ୍କ ଦୃଷ୍ଟି ଆଢୁଆଳରେ। ସେଥିମଧ୍ୟରେ ରହିଛି ଛେଣ୍ଡିପଦା ବ୍ଲକ ଜରପଡା ଥାନା ଦୁର୍ଗାପୁର ଗ୍ରାମ ମଠମୁଣ୍ଡିଆ...

ଗୀତିନାଟ୍ୟରୁ ଦଣ୍ଡନୃତ୍ୟ ଯାଏ : ଚରିତ୍ରରେ ଚମକ ଭରିଛନ୍ତି ଅକ୍ଷୟ

ବଅଁରପାଳ,୨୩।୬ – କେବେ ବ୍ରହ୍ମା ତ କେବେ ବିଷ୍ଣୁ, ପୁଣି କେବେ ମହେଶ୍ୱର ବେଶରେ ଆସିଛନ୍ତି ଦର୍ଶକଙ୍କ ଆଗକୁ। କେତେବେଳେ ରାଜା, ମନ୍ତ୍ରୀ ସାଜିଛନ୍ତି ଗୀତିନାଟ୍ୟରେ। ବାଇଧନ, ଶିବ, ବିଣାକାରିଆ ଓ ବାବାଜୀ ଭୂମିକା ନିଭାଇଛନ୍ତି ଦଣ୍ଡନୃତ୍ୟରେ। ଦୀର୍ଘ ୩୦...

ବର୍ଷା ହେଲେ ବିଜୁଳି ସେବା ବନ୍ଦ

ବଇଣ୍ଡା,୨୨।୬(ଡି.ଏନ.ଏ.)-ସାମାନ୍ୟ ବର୍ଷା ହେଲେ ଘଣ୍ଟା ଘଣ୍ଟା ଧରି ବିଜୁଳି ସେବା ବନ୍ଦ କରି ଦିଆଯାଉଛି। ଫଳରେ କିଶୋରନଗର ବ୍ଲକ ଅଙ୍ଗପଡ଼ା, ତୁରୁଡ଼ା, ଆଡ଼ିକଟା, ନତଡ଼ା, ଢଡରପାଳ ଆଦି ଗ୍ରାମର ବାସିନ୍ଦାମାନେ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ସେହିପରି ସାମାନ୍ୟ ପବନ...

କଳାରେ ୫୭.୮୧ %, ବାଣିଜ୍ୟରେ ୫୨.୫୬ %

ଅନୁଗୋଳ ଅଫିସ,୨୨।୬ – ଯୁକ୍ତ୨ ବାଣିଜ୍ୟ ଏବଂ କଳା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଅନୁଗୋଳ ଜିଲାରେ କଳାରେ ପରୀକ୍ଷା ଦେଇଥିବା ମୋଟ୍‌ ୫୭୩୨ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୩୩୧୪ ଜଣ ପାସ କରିଛନ୍ତି। ପାସ୍‌ ହାର ରହିଛି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri